-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||     

HOME   ଜିଲ୍ଲା

ମଣ୍ଡିରେ ପଡ଼ିଛି ହଜାର କୁଇଣ୍ଟାଲ ଧାନ,ଟୋକନ ଲେପ୍ସ,ଚାଷୀଙ୍କ ଧାରଣା

17-Jun-2025



ବିନିକା(ହିମାଂଶୁ ଶେଖର ପୁଟେଲ)ଚଳିତ ରବି ଋତୁରେ ଅମଳ ଧାନ ବିକିବା ନେଇ ଚାଷୀ ଆଖିରୁ ନିଦ ହଜାଇ ମଣ୍ଡିରେ ଧାନ ଗଚ୍ଛିତ ରଖିଛି ସତ ହେଲେ ଧାନ ଉଠୁ ନାହିଁ ।ଅନ୍ୟ ପଟେ ବିକ୍ରି ପାଇଁ ପାଇଥିବା ଟୋକୋନ ଅବଧି ଆଜି କାଲି ମଧ୍ୟରେ ସରି ଯାଉଥିବାରୁ ଅନେକ ଚାଷୀଙ୍କ ହଜାର ହଜାର କୁଇଣ୍ଟାଲ୍ ଧାନ ବିକ୍ରି ହେବା ନେଇ ଅନଶ୍ଚିତତା ସୃଷ୍ଟି କରିଛି।ଫଳରେ ଚାଷୀ କୁଲ ବାଧ୍ୟ ହୋଇ ପ୍ରଶାସନର ଦ୍ବାରସ୍ଥ ହୋଇ ନିଜର ହକ ଦାବୀ ନେଇ ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ଭୁଖରେ ଧାରଣା ଆରମ୍ଭ କରିଛି।ସୂଚନା ଯୋଗ୍ୟ ଯେ ଦୁନିଆକୁ ଆହାର ଯୋଗାଉଥିବା ଚାଷୀ ପାଇଁ ପ୍ରାକୃତିକ ବିପର୍ଯ୍ୟୟ ବୋଝ ଉପରେ କୋରଡ଼ା ମାଡ଼ ସଦୃଶ ହୋଇଛି ।ଫଳରେ ଚାଷୀକୁଳ ନିରାଶ ହୋଇ କେମିତି ଧାର କରଜ ପରିଶୋଧ କରିବ ସେନେଇ ଚିନ୍ତାଗ୍ରସ୍ତ ।ବିଗତ ବର୍ଷ ମାନଙ୍କ ଅପେକ୍ଷା ଚଳିତ ରବି ଋତୁରେ ଚାଷୀ ତାର ସୁନାର ଫସଲକୁ ଦେଖି ବେଶ ହସଖୁସିରେ ଥିଲା ହେଲେ ଧାନ ଅମଳ ବେଳେ କାଳ ବୈଶାଖୀ ବର୍ଷା ଚାଷୀର ମେରୁଦଣ୍ଡକୁ ଦୋହଲାଇ ଦେଇଛି।ମଣ୍ଡି ଖୋଲିଲା ଧାନ ବିକ୍ରି ନେଇ ଚାଷୀ ପ୍ରସ୍ତୁତ ହେଲା ଚାଷ ଜମିରୁ ନିଜର କଷ୍ଟପାର୍ଜିତ ଧାନକୁ ଯୁଦ୍ଧକାଳୀନ ଭିତ୍ତିରେ ଅମଳ କରିବାରେ ଲାଗିଲା ହେଲେ ମଝିରେ ମଝିରେ ଅଦିନିଆ ବର୍ଷା ଲାଗି ରହିବା ଯୋଗୁଁ ଧାନ ଅମଳରେ ବିଳମ୍ବ ହେଲା ଅନ୍ୟ ପଟେ ଅମଳ ଧାନ ଖଳାରେ ଶୁଖାଇଲା ହେଲେ ବର୍ଷାରେ ଭିଜିଲା। ଏପରି ଭାବେ ଚାଷୀକୁଳ କ୍ଷତିଗ୍ରସ୍ତ ହେଲା । ତଥାପି ବି ଚାଷୀକୁଳ ଧର୍ଯ୍ୟହରା ନହୋଇ ନିଜର ଅମଳ ଧାନକୁ ମଣ୍ଡିକୁ ବିକିବା ପାଇଁ ନେଲା କିନ୍ତୁ ଧାନ ସହଲ ନ ଉଠିବାରୁ କିଏ ୪/୫ ଦିନ ତ ଆଉ କିଏ ୧୦/୧୨ଦିନ ଧରି ଚାଷୀ ଅଖିଆ ପିଆ ଆଖିରୁ ନିଦ ହଜାଇ ନିଜର ଧାନକୁ ଜଗି ରହିଛି।ହେଲେ ମଣ୍ଡିରୁ ଧାନ ଉଠୁନାହିଁ ।ଇତି ମଧ୍ୟରେ କାହାର ଟୋକନ୍ ଅବଧିର ସମୟ ସରି ଯାଇଥିବା ବେଳେ ଆଉ କାହାର ଦିନେ ଦୁଇଦିନ ରହିଛି ।ବିଶେଷ କରି ବିନିକା ମଣ୍ଡିରେ ୧୦ଦିନ ହେଲା ଧାନ ଉଠୁ ନଥିବାରୁ ମଣ୍ଡି ସମ୍ପୂର୍ଣ୍ଣ ଅଚଳ ହୋଇ ପଡ଼ିଛି।ସେହିପରି ବ୍ଲକର ଅଧିକାଂଶ ସ୍ଥାନରେ ଥିବା ସେବା ସମବାୟ ସମିତି ମାନଙ୍କରେ ମଧ୍ୟ ଧାନ ଉଠୁ ନଥିବାରୁ ଚାଷୀ ମାନେ ଚିନ୍ତାଗ୍ରସ୍ତରେ ପଡ଼ି ଯାଇଛନ୍ତି। ଏଭଳି ସ୍ଥିତିରେ ହକ ଦାବୀ ନେଇ ଆଜି ଶ୍ରୀ ଗଣେଶ ଆଞ୍ଚଳିକ କୃଷକ ସଙ୍ଗଠନ ତରଫରୁ ଶତାଧିକ ଚାଷୀ ବିନିକା ସ୍ଥିତ ତହସିଲ କାର୍ଯ୍ୟାଳୟକୁ ଆସି ତହସିଲଦାରଙ୍କ ଜରିଆରେ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ ।ପରେ ଉପସ୍ଥିତ ସମସ୍ତ ଚାଷୀ ଧାରଣା ଦେଇଥିଲେ ।ଘଟଣା ସ୍ଥଳକୁ ଜିଲ୍ଲା ଯୋଗାଣ ଅଧିକାରୀ ଓ ସ୍ଥାନୀୟ ତହସିଲଦାର ପହଞ୍ଚି ଚାଷୀଙ୍କ ସହିତ ଦୀର୍ଘ ସମୟ ଧରି ଆଲୋଚନା କରିଥିଲେ ହେଁ ଚାଷୀ ନିଜ ଜିଦରେ ଅଟଲ ରହିଥିଲେ ।ଶେଷରେ ଜିଲ୍ଲା ଯୋଗାଣ ଅଧିକାରୀ ମଣ୍ଡିରୁ ଶୀଘ୍ର ଧାନ ଉଠିବ ବୋଲି କହିବା ପରେ ଚାଷୀମାନେ ଧାରଣାରୁ ଉଠିଥିଲେ ।ପୁନର୍ବାର ଯଦି ଧାନ ନ ଉଠେ ତେବେ ଆଗାମୀ ଦିନରେ ଆନ୍ଦୋଳନ କରାଯିବ ବୋଲି ଚାଷୀକୁଳ ଧମକ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026

You Might Also Like