-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଆମପାଣି ମଣ୍ଡଳ ସ୍ତରୀୟ ବିକଶିତ ଭାରତ, ବିକଶିତ ଓଡିଶା ସଂକଳ୍ପ ସଭା କାର୍ଯ୍ୟକ୍ରମ।

17-Jun-2025



କୋକସରା (ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଭାରତୀୟ ଜନତା ଦଳ ପକ୍ଷରୁ ଆମପାଣି ମଣ୍ଡଳ ସ୍ତରୀୟ ବିକଶିତ ଓଡିଶା ସଂକଳ୍ପ ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ଆମପାଣି ଧାନ ମଣ୍ଡିରେ ଆୟୋଜିତ ସଂକଳ୍ପ ସଭା କାର୍ଯ୍ୟକ୍ରମରେ ଆମପାଣି ମଣ୍ଡଳ ସଭାପତି ମଧୁବନ ପାତ୍ର ଙ୍କ ସଭାପତିତ୍ୱରେ ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଶୀ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ଉପ ସଭାପତି ଲକ୍ଷ୍ମୀକାନ୍ତ ବାଗ, ବରିଷ୍ଠ ନେତା ଗୋପିଚନ ନାଏକ, ଅପ୍ରେସ ସ୍ୱାଇଁ, ହିମାଂଶୁ ପଣ୍ଡା,ତ୍ରିନାଥ ଶବର,ଘନଶ୍ୟାମ ନାଏକ, ଅର୍ଜୁନ ଭାଟି,  ଚକ୍ର ଧର ବେଶ୍ରା, ଅବିକ୍ଷିତ ସରାବୁ, କମଳା କାନ୍ତ ପଣ୍ଡା, ଗଣେଶ ଶତନାମୀ, ଯଶୋବନ୍ତ ପୂଝରୀ, ପଞ୍ଚାନନ ବେଶ୍ରା,ଆମପାଣି ସରପଞ୍ଚ ରୁକ୍ମଣୀ ବାଣୁଆ, ବରାଡ଼ଙ୍ଗା ସରପଞ୍ଚ ନିରୂପମା ସେଠି, ଜିତେନ୍ଦ୍ର ପଣ୍ଡା ପ୍ରମୁଖ ଉପସ୍ଥିତ ରହି କେନ୍ଦ୍ର ସରକାରଙ୍କ ୧୧ ବର୍ଷ ପୂର୍ତ୍ତି ଓ ରାଜ୍ୟ ସରକାର ଙ୍କ ୧ ବର୍ଷ ପୁର୍ତ୍ତି କୁ ଲୋକଙ୍କ ସରକାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଙ୍କ ନେତୃତ୍ୱରେ ଆଜି ବିକଶିତ ଓଡିଶା ର ସ୍ୱପ୍ନ କୁ ବାସ୍ତବିକତା ରୂପ ନେଇଛି।  ନିର୍ବାଚନ ପୂର୍ବରୁ ବିଜେପି ସରକାର ଯେଉଁ ପ୍ରତିଶ୍ରୁତି ଦେଇଥିଲେ ତାହା ଆଜି  ପୂରଣ କରିଛନ୍ତି ବୋଳି ଉପସ୍ଥିତ ଅତିଥିମାନେ ମତ ପ୍ରକାଶ କରିଥିଲେ। ସମସ୍ତ କର୍ମକର୍ତ୍ତା ଲୋକଙ୍କ ସମସ୍ୟା ପ୍ରତି ଯତ୍ନବାନ ହେବାକୁ କର୍ମି ଙ୍କୁ ପରାମର୍ଶ ଦେଇଥିଲେ। ଏହି ସଂକଳ୍ପ ସଭାରେ ବିଜେଡି ଓ କଂଗ୍ରେସ ଦଳ ର କିଛି କର୍ମି ବିଜେପି ଦଳରେ ବିଧାୟକ ଙ୍କ ନେତୃତ୍ବରେ ସାମିଲ ହୋଇଥିଲେ। ସଂକଳ୍ପ
ସଭାକୁ ନକୁଲ ନାଏକ ଓ ସନ୍ତୋଷ କୁମାର ମାଝୀ ପରିଚାଳନା କରିଥିଲେ ।  କାର୍ଯ୍ୟକ୍ରମ କୁ ସାଧାରଣ ସମ୍ପାଦକ ତୁଲାରାମ ନାଏକ ଓ ଦ୍ରୋଣାଚାର୍ଯ୍ୟ ପୁଝାରୀ,ଯୁବ ମୋର୍ଚ୍ଚା ସଭାପତି  ତ୍ରିଲୋକ୍ୟ ବେଶ୍ରା, ମହିଳା ମୋର୍ଚ୍ଚା ରୁ ପ୍ରାଞ୍ଜଳି ପ୍ରଧାନୀ,କିଷାନ ମୋର୍ଚ୍ଚା ରୁ ଧନଞ୍ଜୟ ବାଗ,ଏସସି ମୋର୍ଚ୍ଚା ରୁ କୁମୁଦ ସେଠି,ଏସଟି ମୋର୍ଚ୍ଚା ରୁ ଖଗେଶ୍ବର ବାଣୁଆ, ଓବିସି ମୋର୍ଚ୍ଚା ରୁ ଭୁବନେଶ୍ୱର ନାଏକ ସମେତ ଉପ ସଭାନେତ୍ରୀ ଧରିତ୍ରୀ ବାଗ,ଭଜମନ ନାଏକ,ଲକ୍ଷ୍ମଣ ଗୋପାଳ,ଟଙ୍କଧର ନାଏକ, ଚୌବନ ମେହେର, କୃଷ୍ଣଚନ୍ଦ୍ର ନାଏକ, ଉଦ୍ଧବ ଚଳାନ,ସବିତା ମାଝୀ, ଲଳିତ ନାୟକ, କୁର୍ତ୍ତିବାସ ମାଝୀ, ପ୍ରମୁଖ କର୍ମକର୍ତ୍ତା ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like