-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ରଜ ଉତ୍ସବ ଅନୁଷ୍ଠିତ

17-Jun-2025



ଓଡ଼ିଶା ନାରୀ ସେବା ସଙ୍ଘ ପକ୍ଷରୁ ନlରିସେବl ସଦନ ଗୃହରେ  ସ୍ଥାନୀୟ ବସ୍ତି ଅଞ୍ଚଳର ମହିଳା ଓ କିଶୋରୀ ବାଳିକାମାନଙ୍କୁ ନେଇ ଓଡ଼ିଶାର ପାରମ୍ପାରିକ କୃଷିଭିତ୍ତିକ ପର୍ବ ରଜ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅନୁଷ୍ଠାନର ବରିଷ୍ଟ ସଦସ୍ୟା  କବି ପ୍ରଭା ପଟ୍ଟନାୟକ ମୂଖ୍ୟ ଅତୀଥି ରୂପେ ଯୋଗଦେଇ ରଜ ଉତ୍ସବ ର  ପାଳନ କରିବାର ଯଥାର୍ଥତା ପିଲାମାନଙ୍କୁ ବୁଝାଇ କହିଥିଲେ। ଅନ୍ୟତମ ବରିଷ୍ଟ ସଦସ୍ୟା ଡ଼. ପ୍ରଭାବତୀ ପଣ୍ଡା , ନମିତl ପଣ୍ଡା ଓ  ମହିଜl  ଦଳବେହେରା ଓ ମହିଳା ପୋଲିସ୍ ଅଫିସର ସୁଜାତା ନନ୍ଦ ଯୋଗଦେଇ ମହିଳା ମାନେ କିପରି ନିଜ ପରମ୍ପରାକୁ ବଜାୟ ରଖିବାକୁ ଉଦ୍ୟମ ଜାରି ରଖିବେ ସେ ସମ୍ପର୍କରେ କହିଥିଲେ। ଓ ରଜ ଉତ୍ସବ ପାଳନ ଅବସରରେ କବିତା ପାଠ କରିଥିଲେ।ଏହି ଉପଲକ୍ଷେ ମହିଳା ମାନଙ୍କ ମଧ୍ୟରେ ପାରମ୍ପରିକ ପୋଡପିଠା ପ୍ରତିଯୋଗିତା ହୋଇଥିଲା । ମମତା ସାହୁ ଓ ସୁଜାତା ସାହୁଙ୍କୁ ଅନୁଷ୍ଠାନ ପକ୍ଷରୁ ଅର୍ଥରାଶି

ଦେଈ ପୁରସ୍କୃତ କରାଯାଇଥିଲା। କିଶୋରୀ ବାଳିକାମାନଙ୍କୁ ନେଇ ବିଭିନ୍ନ ପାରମ୍ପାରିକ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ଓ ପାଠ୍ୟ ସାମଗ୍ରୀ ଦେଇ ପୁରସ୍କୃତ ମଧ୍ଯ କରlଯାଇଥିଲା।  ସଂଘର  ସଂଗଠନ ସମ୍ପଦିକl ସାହିତ୍ୟିକl ସ୍ଥମ୍ଭକlର ମୀରା ବେଉରା କାର୍ଯକ୍ରମକୁ ସଞ୍ଚାଳନ କରି ପିଲାମାନେ କିଭଳି ପ୍ରତିକୂଳ ପରିସ୍ଥିତି ସହ ଲଢେ଼ଇ କରି ନିଜ ପ୍ରତିଭାର ବିକାଶ ପାଇଁ ଅଗ୍ରସର ହେବେ ସେ ସମ୍ପର୍କରେ କହିଥିଲେ। ଗିତlଶ୍ରୀ ଦାସ୍ କାର୍ଯକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଶେଷରେ କାର୍ଯ୍ୟକାରୀ କମିଟି ସଭ୍ୟା କଲ୍ୟାଣୀ ସାହୁ ଧନ୍ୟବାଦ୍ ଦେଇଥିଲେ।
    


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like