-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବିଶ୍ଵ ବୟସ୍କ ନିର୍ଯ୍ୟାତନା ସଚେତନତା ଦିବସ ପାଳିତ

17-Jun-2025



ଗଞ୍ଜାମ ଜିଲ୍ଲା ଓ ଦୌରା ଜଜ୍ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷା ଡ଼ା ଭାଗ୍ୟଲକ୍ଷ୍ମୀ ରଥଙ୍କ ନିର୍ଦ୍ଦେଶ କ୍ରମେ ସଚିବ ଶ୍ରୀମତୀ ଦେବଶ୍ରୀ ସାହୁଙ୍କ ପରିଚାଳନାରେ ବ୍ରହ୍ମପୁର ନିକଟ ରଙ୍ଗେଈଲୁଣ୍ଡା ବ୍ଲକ ଅନ୍ତର୍ଗତ ବଡ଼କୁଶସ୍ଥଳୀ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ 'ବିଶ୍ୱ ବୟସ୍କ ନିର୍ଯ୍ୟାତନା ସଚେତନତା ଦିବସ' ପାଳିତ ହୋଇଯାଇଛି।ବରିଷ୍ଠ ନାଗରିକଙ୍କ ଆଇନଗତ ଆବଶ୍ୟକତା ପୂରଣ କରିବା ପାଇଁ ଆଇନଗତ ସହାୟତା ଶିବିର ସହିତ ଏହି' ବିଶ୍ୱ ବୟସ୍କ ନିର୍ଯ୍ୟାତନା ସଚେତନତା ଦିବସ' ପାଳନ ହୋଇଛି l ଜାତୀୟ ଆଇନ ସେବା ପ୍ରାଧିକରଣ ନିର୍ଦ୍ଦେଶ କ୍ରମେ ଚଳିତ ବର୍ଷ ଠାରୁ ଏହି ଦିବସ ଆରମ୍ଭ ହେବା ସହ ପ୍ରତ୍ୟେକ ବର୍ଷ ଜୁନ ୧୫ ତାରିଖରେ ରାଜ୍ୟ ତଥା ପ୍ରତି ଜିଲ୍ଲାରେ ଏହା ପାଳନ କରାଯିବ l ଏହି ଅବସରରେ ବରିଷ୍ଠ ବ୍ୟକ୍ତି ମାନଙ୍କ ସମସ୍ୟା ଏବଂ ସମାଧାନ ଦିଗରେ ଗୁରୁତ୍ୱ ଦେବା ସହ ଗ୍ରାମର କିଛି ବରିଷ୍ଠ ବ୍ୟକ୍ତି ମାନଙ୍କୁ ବାର୍ଦ୍ଧକ୍ୟ ଭତ୍ତା ବଣ୍ଟନ କରାଯାଇଥିଲା lଏହି କାର୍ଯ୍ୟକ୍ରମରେ ପିଏଲଏ-ପିୟୁଏସ ଅଧ୍ୟକ୍ଷା ସୁଭଦର୍ଶୀ ପଟ୍ଟନାୟକ,ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଦସ୍ୟ ଶ୍ରୀ ଟି.କେ ରେଡ୍ଡୀ, ସଦସ୍ୟା ଶ୍ରୀମତୀ ଡ଼ା ମିନାକ୍ଷୀ ଦେବୀ,ରଙ୍ଗେଈଲୁଣ୍ଡା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀଶ୍ରୀଲକ୍ଷ୍ମୀନରସିଂହ ପଟ୍ଟନାୟକ,ବଡ଼କୁଶସ୍ଥଳୀ ପିଇଓ ପ୍ରମୁଖ ଯୋଗ ଦେଇଥିଲେ l

(କୈଳାଶ ଚନ୍ଦ୍ର ଚୌଧୁରୀଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like