-+91-9937148622 |

prerana_bgr@rediffmail.com |

  Wednesday 17th June 2026 |

| | | |

R.N.I. Regd No. ODIODI/2010/46693

Breaking News

କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବଲାଙ୍ଗୀର ର ଝିଅ କଳ୍ପନା ଙ୍କୁ ଜୁନିୟର ଫେଲୋସିପ୍    (17-Jun-2026)       ||      +୨ପରୀକ୍ଷାରେ ୫ଠଠରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କଲା  ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ   (17-Jun-2026)       ||      ଦୀର୍ଘଦିନ ଧରି ୱାଟକୋ ପାଣି ପାଇପ୍ ଫାଟି କଟକ-ପାରାଦୀପ ରାସ୍ତା ଭାସୁଛି।ମାସେହେଲାଣି ଅଭିଯୋଗ ।ପଚାରିଲେ କୁହନ୍ତି କେଉଁଠି ପାଣି ବାହାରୁଛି ଆମେ ଜାଣିପାରୁନୁ।   (17-Jun-2026)       ||      ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (16-Jun-2026)       ||      ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   (16-Jun-2026)       ||      ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   (16-Jun-2026)       ||      *ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   (16-Jun-2026)       ||      ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ    (16-Jun-2026)       ||      ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   (16-Jun-2026)       ||      ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ    (16-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ    (16-Jun-2026)       ||      ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ    (16-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ    (16-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||     

HOME   ଜିଲ୍ଲା

ଭରସୁଜା ପଂଚାୟତ ରେ ବିକାଶ ବାହାନ ରଥ ର ଶୁଭାରମ୍ଭ

17-Jun-2025



ଭରସୁଜା, (ବିନୋଦ ଦୀପ) ଓଡିଶା ସରକାର ର ଏକ ବର୍ଷ ପୂର୍ତ୍ତି ଅବସରରେ ଜୁନ ମାସ ୧୨ ତାରିଖ ରୁ ଆରମ୍ଭ ହୋଇଛି ଏହି ବିକାଶ ରଥ l ଏହି ଅବସରରେ ଏକ ବିକାଶ ବାହାନ ରଥ ର ଶୁଭାରମ୍ଭ ହୋଇଥିଲା l ସରକାର କରିଥିବା ଯୋଜନା  ର ସଫଳ ରୂପାୟନ  ଏବଂ ଆଉ ବାକିଥିବା ଯୋଜନା ଗୁଡିକ ଆଗାମୀ ଦିନରେ ସଫଳ କରିବା ଲାଗି ସରକାର ପ୍ରତିଶୃତି ବଦ୍ଧ ବୋଲି ଏହି ରଥ ମାଧ୍ୟମରେ ସାଧାରଣ ଙ୍କ ନିକଟରେ ପହଞ୍ଚାଯାଉଛି। ଏହିକ୍ରମେ  ଆଗଲପୁର  ବ୍ଲକ ଭରସୁଜା ପଂଚାୟତ ପରିସରରେ ବିକାଶ ବାହାନ ରଥ ର ଶୁଭ ଉଦ୍ଘାଟନ  ହୋଈଥିଲା l ଉକ୍ତ କାର୍ଯ୍ୟକ୍ରମ ଟି ପିଇଓ ବଳରାମ ଧରୁଆ ଓ ସରପଞ୍ଚ ଉମାକାନ୍ତ ସାହୁ ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମଂଚାସୀନ ଜିପିଓ ସୌଭାଗ୍ୟ ପଧାନ, ଭରସୁଜା ପଂଚାୟତ ପ୍ରମୁଖ ବିଜେପି ହିମାଂଶୁ ସାହୁ ମଂଚାସୀନ ଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ଯୋଗାଣ ସହାୟକ ବ୍ରଜକିଶୋର ପାତ୍ର, ଜିଓଟେକ ଦୁଷ୍ମନ୍ତ ପଧାନ, ବ୍ରଜକିଶୋର ପାତ୍ର ଉପସ୍ଥିତ ରହି ସହଯୋଗ କରିଥିଲେ l ଏହି ବିକାଶ ରଥ କାର୍ଯ୍ୟକ୍ରମ ରେ ପଂଚାୟତ କୁ ପହଞ୍ଚି ଭିଡିଓ ଗ୍ରାଫି ଜରିଆରେ ଜନସାଧାରଣ ଙ୍କୁ ସଚେତନତା ର ବାର୍ତ୍ତା ଦେଇଥିଲା।ଏହି ଅବସରରେ ଅନ୍ତୋଦୟ ଯୋଜନା ର କାର୍ଯ୍ୟାଦେଶ,ଜବକାର୍ଡ, ରାସନ କାର୍ଡ ଓ ୮୦ ବର୍ଷ ରୁ ଉର୍ଦ୍ଧ ବ୍ୟକ୍ତି ଙ୍କୁ ୩୫୦୦ ଟଙ୍କା ଭତ୍ତା ସମୁଦାୟ ୯ ଟି ମଂଚାସୀନ ଅତିଥି ଙ୍କ ଦ୍ୱାରା ପ୍ରଦାନ କରାଗଲା l ସରକାର ଲୋକାଭିମୁଖୀ ଯୋଜନା ସମ୍ପର୍କ ରେ ଲୋକଙ୍କୁ ସଚେତନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବଲାଙ୍ଗୀର ର ଝିଅ କଳ୍ପନା ଙ୍କୁ ଜୁନିୟର ଫେଲୋସିପ୍   17-Jun-2026
  ଜିଲ୍ଲା  
+୨ପରୀକ୍ଷାରେ ୫ଠଠରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କଲା  ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ   17-Jun-2026
  ଜିଲ୍ଲା  
ଦୀର୍ଘଦିନ ଧରି ୱାଟକୋ ପାଣି ପାଇପ୍ ଫାଟି କଟକ-ପାରାଦୀପ ରାସ୍ତା ଭାସୁଛି।ମାସେହେଲାଣି ଅଭିଯୋଗ ।ପଚାରିଲେ କୁହନ୍ତି କେଉଁଠି ପାଣି ବାହାରୁଛି ଆମେ ଜାଣିପାରୁନୁ।   17-Jun-2026
  ଜିଲ୍ଲା  
ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   16-Jun-2026
  ଜିଲ୍ଲା  
*ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   16-Jun-2026
  ବିଶେଷ  
ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ   16-Jun-2026
  ଜିଲ୍ଲା  
ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   16-Jun-2026
  ଜିଲ୍ଲା  
ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ   16-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ   16-Jun-2026
  ଜିଲ୍ଲା  
ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ   16-Jun-2026

You Might Also Like