-+91-9937148622 |

prerana_bgr@rediffmail.com |

  Wednesday 17th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ପ୍ରସିଦ୍ଧ ୧୪୯ ତମ ଶୀତଲ ଷଷ୍ଠୀ ଯାତ୍ରା ଉପଲକ୍ଷେ ପୋଲିସ ତରଫରୁ ଫ୍ଲାଗମାର୍ଚ   (17-Jun-2026)       ||      କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବଲାଙ୍ଗୀର ର ଝିଅ କଳ୍ପନା ଙ୍କୁ ଜୁନିୟର ଫେଲୋସିପ୍    (17-Jun-2026)       ||      +୨ପରୀକ୍ଷାରେ ୫ଠଠରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କଲା  ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ   (17-Jun-2026)       ||      ଦୀର୍ଘଦିନ ଧରି ୱାଟକୋ ପାଣି ପାଇପ୍ ଫାଟି କଟକ-ପାରାଦୀପ ରାସ୍ତା ଭାସୁଛି।ମାସେହେଲାଣି ଅଭିଯୋଗ ।ପଚାରିଲେ କୁହନ୍ତି କେଉଁଠି ପାଣି ବାହାରୁଛି ଆମେ ଜାଣିପାରୁନୁ।   (17-Jun-2026)       ||      ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (16-Jun-2026)       ||      ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   (16-Jun-2026)       ||      ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   (16-Jun-2026)       ||      *ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   (16-Jun-2026)       ||      ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ    (16-Jun-2026)       ||      ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   (16-Jun-2026)       ||      ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ    (16-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ    (16-Jun-2026)       ||      ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ    (16-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ    (16-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||     

HOME   ଜିଲ୍ଲା

ପିପଲଗୁଡା, କାରୁବାଇ ଓ ବାଇସିଙ୍ଗ ଗ୍ରାମ ପଞ୍ଚାୟତ ବୁଲିଲା ବିକାଶ ବାହନ

17-Jun-2025



ରାୟଗଡ଼ା(ସୁପ୍ରିୟା ଷଡଙ୍ଗୀ): ରାୟଗଡ଼ ବ୍ଳକ ବିକାଶ ବାହନ  ମଙ୍ଗଳବାର ଦିନ ପିପଲଗୁଡା, କାରୁବାଇ ଓ ବାଇସିଙ୍ଗ ଗ୍ରାମ ପଞ୍ଚାୟତ ବୁଲି ସଚେତନତାର ବାର୍ତ୍ତା ପ୍ରଚାର କରିଛି। ବିକାଶ ରଥକୁ ପଞ୍ଚାୟତବାସୀ ସ୍ବାଗତ କରିବା ସହ ଏଲଇଡି ମାଧ୍ଯମରେ ବିଭିନ୍ନ ବିଷୟରେ ସଚେତନ ହୋଇଥିଲେ।
  ଷ୍ଟଲ ମାଧ୍ୟମରେ ମୁଖ୍ଯମନ୍ତ୍ରୀ ସଂପୂର୍ଣ୍ଣ ପୁଷ୍ଟି ଯୋଜନା ବିଷୟ ରେ ସଚେତନ କରାଯାଇଥିଲା । ୩ଗୋଟି ଗ୍ରାମ ପଞ୍ଚାୟତରେ ମୋଟ ୩୨ଟି ଆବାସ ଯୋଜନାର କାର୍ଯ୍ୟାଦେଶ, ୧୧ ଟି 

ଜବକାର୍ଡ, ୧୦ଟି ମୃତ୍ତିକା ସ୍ବାସ୍ଥ୍ୟକାର୍ଡ, ୬୦ଟି ବୟୋବନ୍ଦନା ସ୍ବାସ୍ଥ୍ୟକାର୍ଡ,  ୨୪ଟି ବ୍ଯକ୍ତିଗତ ଓ ୩ଟି ସାମୁହିକ ଜଙ୍ଗଲ ଅଧିକାର ଆଇନ ପଟ୍ଟା,୩ଟି ନୂତନ ବାର୍ଦ୍ଧକ୍ଯ ଭତ୍ତା, ୨୧ ଟି ଆଧାର ପଞ୍ଜିକରଣ ଓ ୪୦ଗୋଟି ମାଁପାଇଁ ଗଛଟିଏ ରୋପଣ କରାଯାଇଥିଲା। ପିପିଲିଗୁଡା ସରପଞ୍ଚ ରେଣୁକା ମାଣ୍ଡାଙ୍ଗୀ, କାରୁବାଇ ସରପଞ୍ଚ ମାରୀଆ ସିରିକା ଓ ବାଇସିଙ୍ଗି ସରପଞ୍ଚ  ବିରିମା ମାଝୀ ସମେତ ସମସ୍ତ  ନିର୍ବାଚିତ ପ୍ରତିନିଧି, ସରକାରୀ ବିଭାଗୀୟ ଅଧିକାରୀ, ଅଙ୍ଗନୱାଡି ଓ ଆଶା କର୍ମୀ ବ୍ଲକ ଓ ଗ୍ରାମ ପଞ୍ଚାୟତ ନୋଡାଲ ଅଧିକାରୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ପ୍ରସିଦ୍ଧ ୧୪୯ ତମ ଶୀତଲ ଷଷ୍ଠୀ ଯାତ୍ରା ଉପଲକ୍ଷେ ପୋଲିସ ତରଫରୁ ଫ୍ଲାଗମାର୍ଚ   17-Jun-2026
  ଜିଲ୍ଲା  
କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବଲାଙ୍ଗୀର ର ଝିଅ କଳ୍ପନା ଙ୍କୁ ଜୁନିୟର ଫେଲୋସିପ୍   17-Jun-2026
  ଜିଲ୍ଲା  
+୨ପରୀକ୍ଷାରେ ୫ଠଠରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କଲା  ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ   17-Jun-2026
  ଜିଲ୍ଲା  
ଦୀର୍ଘଦିନ ଧରି ୱାଟକୋ ପାଣି ପାଇପ୍ ଫାଟି କଟକ-ପାରାଦୀପ ରାସ୍ତା ଭାସୁଛି।ମାସେହେଲାଣି ଅଭିଯୋଗ ।ପଚାରିଲେ କୁହନ୍ତି କେଉଁଠି ପାଣି ବାହାରୁଛି ଆମେ ଜାଣିପାରୁନୁ।   17-Jun-2026
  ଜିଲ୍ଲା  
ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   16-Jun-2026
  ଜିଲ୍ଲା  
*ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   16-Jun-2026
  ବିଶେଷ  
ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ   16-Jun-2026
  ଜିଲ୍ଲା  
ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   16-Jun-2026
  ଜିଲ୍ଲା  
ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ   16-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ   16-Jun-2026

You Might Also Like