-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ଜଗନ୍ନାଥ ମନ୍ଦିରରେ ରଥଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

18-Jun-2025



ନବରଙ୍ଗପୁର(ମିହିର ଶଙ୍କର ପାତ୍ର)
ଡାବୁଗାଁ ଜଗନ୍ନାଥ ମନ୍ଦିରରେ ରଥଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜଗନ୍ନାଥ ମନ୍ଦିର ପରିଚାଳନା କମିଟି ସ୍ଥାୟୀ ସଭାପତି ତଥା ଡାବୁଗାଁ ତହସିଲଦାର ଗୀତା ମୁର୍ମୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ରଥଯାତ୍ରା କିପରି ଶାନ୍ତିଶୃଙ୍ଖଳାର ସହ ପରିଚାଳନା ହେବ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା। ଜଗନ୍ନାଥ ମନ୍ଦିରରୁ ନୂଆଗୁଡ଼ା ଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ରାସ୍ତା ମରାମତି, ଡ୍ରେନ୍ ସଫେଇ, ବ୍ଲିଚିଂ ସିଞ୍ଚନ, ପାନୀୟ ଜଳ ଓ ପରିମଳ ବ୍ୟବସ୍ଥା, ବିଦ୍ୟୁତ୍ ସେବା, ସ୍ବାସ୍ଥ୍ୟସେବା ସହ ଶୃଙ୍ଖଳିତ ରଥଟଣା ଉପରେ ଗୁରୁତ୍ବ ଦିଆଯାଇଥିଲା। ସ୍ଥାନୀୟ ପୁଲିସ ପକ୍ଷରୁ ଭିଡ ନିୟନ୍ତ୍ରଣ ସହ ଶାନ୍ତିଶୃଙ୍ଖଳା ରକ୍ଷା କରିବା ଉପରେ ଆଲୋଚନା ହୋଇଥିଲା । ରଥ କାର୍ଯ୍ୟ ଓ ବାହୁଡ଼ାଯାତ୍ରା ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ନୀତିକାନ୍ତି ଉପରେ ଆଲୋଚନା ହୋଇଥିଲା | ବୈଠକରେ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି ଉପସଭାପତି ଜି. ଭେଙ୍କେଟେଶ୍ବର ରାଓ, ବ୍ଲକ ଅଧ୍ୟକ୍ଷା ବୀଣା ମାଝୀ, ଦେବରାଜ ପାତ୍ର, ଏମ୍. ଆପ୍ପା ରାଓ, ଲକ୍ଷ୍ମୀକାନ୍ତ ରଥ, ସୁରେନ୍ଦ୍ର ମିଶ୍ର, ବାବି ଜେନା, ପ୍ରକାଶ ପଣ୍ଡା, ସୂର୍ଯ୍ୟନାରାୟଣ ସୁବୁଦ୍ଧି,  ମନ୍ଦିର ପୂଜକ ନବୀନ ପାଢ଼ୀ,ଆର. ଶଙ୍କର ରାଓ,ରାଜା ବାବୁ, ରାଜା ରାଓ, ଡାବୁଗାଁ ଥାନା ଅଧିକାରୀ ଗୋପାଳକୃଷ୍ଣ ଅଗୁପାତ୍ର, ଡାବୁଗାଁ ବନପାଳ ଉମାକାନ୍ତ ପଟ୍ଟନାୟକ, କୃଷି ଅଧିକାରୀ ସୁଦେଶନା ଧଳା, ସିଡିପିଓ ମିନତି ଦାସ, ଭାରପ୍ରାପ୍ତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଚିକିତ୍ସା ଅଧିକାରୀ ଡା. ସୁବାଶିଷ ସାହୁ, କନିଷ୍ଠ ଯନ୍ତ୍ରୀ ଦିଲୀପ ମିଶ୍ରଙ୍କ ସହ ଅନ୍ୟମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like