-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ନୂତନ ସିଭିଲ୍ କୋର୍ଟ ନିର୍ମାଣ, ଆୟୁଷ୍ମାନ ଯୋଜନାରେ ଓକିଲ ମାନଙ୍କୁ ସାମିଲ କରିବା ଓ ହାଇକୋର୍ଟ ସ୍ଥାୟୀ ବେଞ୍ଚ ନିର୍ମାଣ ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କଲେ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ର ପ୍ରତିନିଧି ଦଳ

18-Jun-2025



ବଲାଙ୍ଗୀର(ପ୍ରେରଣା ଖବର): ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ସ୍ଥାନୀୟ ପଥରଚେପl ଠାରେ ଅନୁଷ୍ଠିତ ରାଜ୍ଯ ସ୍ତରୀୟ  କୃଷକ ସମାବେଶରେ ଯୋଗ ଦେବା ଅବସରରେ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଏକ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ନିଜର ୩ଦଫା ସମ୍ବଳିତ ଏକ ଦାବିପତ୍ର ପ୍ରଦାନ କରିଛନ୍ତି l ବଲାଙ୍ଗୀରରେ ପ୍ରସ୍ତାବିତ ନୂତନ ସିଭିଲ୍ କୋର୍ଟର ନିର୍ମାଣ କାର୍ଯ୍ୟ ତୁରନ୍ତ ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଛି l ନୂତନ କୋର୍ଟ ନିର୍ମାଣର ସ୍ଥାନ ନିରୂପଣ ହୋଇସାରିଥିଲେ ମଧ୍ଯ କାମ ଆରମ୍ଭରେ କାହିଁକି ବିଳମ୍ବ ହେଉଛି ବୋଲି ସଂଘ ପ୍ରଶ୍ନ କରିଛି l ଓକିଲ  ଓ ମହକିଲ  ମାନଙ୍କ ସୁବିଧା ଦୃଷ୍ଟିରୁ ସିଭିଲ କୋର୍ଟ, କଲେକ୍ଟରେଟ୍ ଓ ତହସିଲ ଅଫିସ ପଖାପାଖି ଦୂରତା ମଧ୍ୟରେ ନିର୍ମାଣ କରାଯିବାର ବ୍ୟବସ୍ଥା କରାଯିବାକୁ ସଂଘ ପକ୍ଷରୁ ଅନୁରୋଧ କରାଯାଇଛି l କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଯୋଜନାରେ ଓକିଲ ମାନଙ୍କୁ ମଧ୍ୟ ସମ୍ପୃକ୍ତ କରିବା ଏବଂ  ଓକିଲ ମାନଙ୍କ ଅର୍ଦ୍ଧଶତାବ୍ଦୀର ଦାବି ଓ  ଆଇନଗତ ଯଥାର୍ଥତା ଦୃଷ୍ଟିରୁ ବଲାଙ୍ଗୀରରେ  ହାଇକୋର୍ଟର ସ୍ଥାୟୀ ବେଞ୍ଚ ସ୍ଥାପନ କରିବା ଆଦି ଦାବି ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ମୁଖ୍ୟମନ୍ତ୍ରୀଙ୍କୁ  ସାକ୍ଷାତ କରିଛି l ଓକିଲ ସଂଘର  ଏହି ତିନି ନ୍ୟାର୍ଯ୍ୟ ଦାବି ପ୍ରତି ସରକାର ଗୁରୁତ୍ଵର ସହ ଚିନ୍ତା କରି ପଦକ୍ଷେପ ଗ୍ରହଣ କରିବେ ବୋଲି ସଂଘ ତରଫରୁ ଅନୁରୋଧ କରାଯାଇଛି l ଜିଲ୍ଲା ଓକିଲ ସଂଘର ସଭାପତି ବାସୁଦେବ ରଥଙ୍କ ନେତୃତ୍ଵରେ ସଂଘର ସମ୍ପାଦକ ସଞ୍ଜୟ ବଗର୍ତ୍ତୀ, ବରିଷ୍ଠ ଆଇନଜୀବୀ ଭବାନୀ ଶଙ୍କର ସତପଥୀ, ରାଜେନ୍ଦ୍ର ପୁରୋହିତ, ଜୟକୃଷ୍ଣ ସାହୁ, ରାଜେନ୍ଦ୍ର ବିଜୟ ସାହୁ ଓ କାର୍ଯ୍ୟକାରୀ କମିଟି ସଭ୍ୟା ଦିପ୍ତୀ ଶର୍ମା ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ l ଓକିଲ ମାନଙ୍କ ଏହି ସବୁ ଦାବି ପୂରଣ ପ୍ରତି ଆଗାମୀ ଦିନରେ ରାଜ୍ଯସରକାର ନିଶ୍ଚିତ ପଦକ୍ଷେପ ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିଶ୍ରୁତି ଦେଇଛନ୍ତି 


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like