-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ସୋସିଆଲ ମିଡିଆରେ ସାମ୍ବାଦିକଙ୍କୁ କଦର୍ଥ ଓ ସମାଲୋଚନାକୁ ନେଇ ଥାନାରେ ଏତଲା

18-Jun-2025



ନବରଙ୍ଗପୁର  (ମିହିର ଶଙ୍କର ପାତ୍ର)
ପାପଡାହାଣ୍ଡି ବ୍ଲକ ମୈଦଲପୁର ଠାରେ ମୈଦଲପୁର ଲ୍ୟାମ୍ପସ ରେ ହେରଫେର ଓ ଅନିୟମିତତା ହେବା ନେଇ ଲ୍ୟାମ୍ପସର ୫ ଜଣ ଡାଇରେକ୍ଟର ଗତ ତା ୧୬.୦୬.୨୫ ରିଖ ସୋମବାର ଦିନ ସାମ୍ୱାଦିକ ଙ୍କୁ କୌଣସି ଲିଖିତ ଭାବେ ନଜଣାଇ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ । ଅନୁରୋଧ ରକ୍ଷା କରି ସମସ୍ତ ସାମ୍ୱାଦିକ ଖବର ସଂଗ୍ରହ କରିବା ପାଇଁ ଉକ୍ତ ସମ୍ମିଳନୀ ରେ ଉପସ୍ଥିତ ରହିଥିଲେ । ପରେ ଉକ୍ତ ସାମ୍ୱାଦିକ ସମ୍ମିଳନୀ ର ଖବର କିଛି ଗଣମଧ୍ୟାମ  ପ୍ରକାଶିତ ହେବା ସହ କିଛି ଗଣ ମାଧ୍ୟମ ରେ ପ୍ରକାଶ ନହେବା ହେତୁ ଡାଇରେକ୍ଟର ମହେଶ୍ୱର ବାଗ ସୋସିଆଲ ମିଡ଼ିଆରେ ସାମ୍ବାଦିକଙ୍କୁ ଆପତ୍ତିଜଜନକ ମନ୍ତବ୍ୟ ଦେବା ସହ ସମାଲୋଚନା କରିବା ଓ ଅଶାଳୀନ ମନ୍ତବ୍ୟ ତାଙ୍କ ଫେସବୁକ୍ ପେଜ ରେ ପୋଷ୍ଟ କରି  ସାମ୍ୱାଦିକ ଙ୍କୁ ତାଛଲ୍ୟ କରିଥିଲେ ।ଉକ୍ତ ପୋଷ୍ଟ୍ ରେ ଶ୍ରୀ ବାଗ ସାମ୍ବାଦିକ ଙ୍କୁ କିଣା ସାମ୍ବାଦିକ, ଲୋଭାଶକ୍ତ, ଶସ୍ତା ସାମ୍ବାଦିକ ବୋଲି ବହୁ କଟୁ ମନ୍ତବ୍ୟ ଉଲ୍ଲେଖ କରିଛନ୍ତି । ଯାହାକୁ ନେଇ ସାମ୍ୱାଦିକ ମଧ୍ୟରେ ଅସନ୍ତୋଷ ଦେଖାଦେବା  ସହ ସମାଜରେ 
ସାମ୍ବାଦିକତାକୁ  ଖୁର୍ଣ୍ଣ କରିବା ସହ  ସମ୍ମାନ ହାନି ହୋଇଛି | ଏନେଇ ଆଜି ପାପଡାହାଣ୍ଡି ପ୍ରେସ କ୍ଲବ ସଭାପତି ଏନ ଜନାର୍ଦ୍ଦନ ରାଓ ଙ୍କ ସଭାପତିତ୍ୟ ରେ ପାପଡାହାଣ୍ଡି ଥାନା ଅଧିକାରୀ ଦୀପକ କୁମାର ଜେନା ଙ୍କୁ ଏକ ଲିଖିତ ଏତଲା ଦିଆଯାଇଛି । ଏଣୁ ଦୋଷୀ ଙ୍କ ବିରୋଧ ରେ ଦୃଢ କାର୍ଯାନୁଷ୍ଠାନ ଗ୍ରହଣ କରିବା ପାଇଁ ସାମ୍ୱାଦିକ ସପ୍ନଜିତ ପଟ୍ଟନାୟକ , ସୁଜିତ୍ ନାୟକ , ଆକାଶ ବିଷୋୟୀ , କୈଳାସ ଚନ୍ଦ୍ର ବିଷୋୟୀ , ପ୍ରବୀଣ ସତନାମି , ଗୌତମ ଅଗ୍ରୱାଲ,ସନ୍ତୋଷ ସାହୁ ,ନିର୍ମଳ ବିଷୋୟୀ , ଅନିଲ ଭତ୍ରା, ସନ୍ତୋଷ ପାଣିଗ୍ରାହୀ, ଗୁଫରାନ , କିଶୋର ବିଷୋୟୀ , ବିଜୟ ବିଷୋୟୀ ,ସୀତାକାନ୍ତ ବିଷୋୟୀ, ରାମ , ନନ୍ଦ କୁମାର ବିଷୋୟୀ , ରବୀନ୍ଦ୍ର ପାଲ ପ୍ରମୁଖ ଅଭିଯୋଗ କରିଛନ୍ତି


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like