-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ସ୍ମାର୍ଟ ମଡେଲ ସବ ଷ୍ଟେସନ ନିର୍ମାଣରେ ବିଳମ୍ବ : ତୁହାକୁ ତୁହା ବିଦ୍ୟୁତ କାଟ ଯୋଗୁଁ ଉପଭୋକ୍ତା ହନ୍ତସନ୍ତ

18-Jun-2025



ବାଲିଗୁଡା(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ସିମନବାଡି ଫିଡ଼ରରେ ଦିନକୁ ଦିନ ବିଦ୍ୟୁତ ବିଭ୍ରାଟ ବଢୁଛି। ତୁହାକୁ ତୁହା ବିଦ୍ୟୁତ କାଟ ଯୋଗୁଁ ଉପଭୋକ୍ତା ମାନେ ହଟହଟା ଭୋଗୁଛନ୍ତି । ବିଦ୍ୟୁତ ବିଭ୍ରାଟକୁ ନଜରରେ ରଖି ବିଦ୍ୟୁତ ବିଭାଗ ପକ୍ଷରୁ ୨୦୧୩ ମସିହାରେ ରାଜ୍ୟରେ ୩ଟି ସ୍ଥାନରେ ପ୍ରଥମ ଥର ପାଇଁ ସ୍ମାର୍ଟ ମଡେଲ ସବଷ୍ଟେଶନ ନିର୍ମାଣ ପାଇଁ ନିଷ୍ପତି ନିଆଯାଇ ଥିଲା । ସେଥିରେ ସିମନବାଡି ଅଗ୍ରଣୀ ତାଲିକାରେ ରହିଥିଲା । କୌଣସି କାରଣରୁ ତାହା ସେହିବର୍ଷ ଆରମ୍ଭ ହୋଇପାରି ନ ଥିଲା। ପରବର୍ତ୍ତୀ ୨୦୨୩ ଅର୍ଥାତ ଗୋଟିଏ ଦଶନ୍ଧି ପରେ ସିମନବାଡି ଠାରେ ସବଷ୍ଟେଶନ କାର୍ଯ୍ୟ ଆରମ୍ଭ କରାଯାଇ ଥିଲା। ଆଜି ସୁଦ୍ଧା ଉକ୍ତ କାର୍ଯ୍ୟ ବିଳମ୍ବରେ ଚାଲିଛି। ଫଳରେ ଉକ୍ତ ଫିଡ଼ରରେ ଥିବା ୮ ପଞ୍ଚାୟତକୁ ଆଜି ସୁଦ୍ଧା ନୂଆ ସବଷ୍ଟେଶନରୁ ବିଦ୍ୟୁତ ସଂଯୋଗ ହୋଇପାରି ନାହିଁ। ଏହି ସବଷ୍ଟେଶନରୁ ସିମନବାଡି, କିରିକୁଟି ଏବଂ ବୁଡ଼ାଗୁଡା ୩ଟି ଫିଡ଼ର ବାହାରିବ l ଯାହା ଫଳରେ ଆଉ ବିଦ୍ୟୁତ ସମସ୍ୟା ଉପୁଜିବନାହିଁ ବୋଲି କୁହାଯାଉଛି। କିନ୍ତୁ ବହୁ ବିଳମ୍ବ ଯୋଗୁଁ ଉପଭୋକ୍ତା ନିୟମିତ ବିଦ୍ୟୁତ ପାଇବାରୁ ବଞ୍ଚିତ ହେଉଛନ୍ତି। ଏନେଇ ନୂଆ ସବଷ୍ଟେସନ ନିର୍ମାଣ କରୁଥିବା ଠିକା କମ୍ପାନୀର ପ୍ରକଳ୍ପ ପରିଚାଳକ ବିକାଶ ପଣ୍ଡାଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି, ସବଷ୍ଟେସନ କାର୍ଯ୍ୟ ସରିଛି ବିଦ୍ୟୁତ ସଂଯୋଗ ସହ ଟେଷ୍ଟିଂ ଶେଷ ହୋଇଛି। କେବଳ ସେଠାରେ ୧୧ କେଭି ବିଦ୍ୟୁତ ପାଇଁ ଫିଡ଼ର କାର୍ଯ୍ୟ ସରିଲେ ଖୁବଶୀଘ୍ର ନୂଆ ୩୩ କେଭି ସବଷ୍ଟେଶନରୁ ଉପଭୋକ୍ତା ଉତ୍ତମ ସେବା ପାଇପାରିବେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like