-+91-9937148622 |

prerana_bgr@rediffmail.com |

  Monday 27th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||      ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   (26-Apr-2026)       ||      ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ    (26-Apr-2026)       ||      *ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   (26-Apr-2026)       ||      *ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   (26-Apr-2026)       ||      କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ    (26-Apr-2026)       ||      ଜନ ଆକ୍ରୋଶ ମହିଳା ସମାବେଶ    (26-Apr-2026)       ||      *ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   (26-Apr-2026)       ||      ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   (26-Apr-2026)       ||      ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   (26-Apr-2026)       ||       ମାଟି ମୁଠେ ମଧ୍ୟ ନ ପଡ଼ି ୮ଲକ୍ଷ ଟଙ୍କାର ହୋଇଛି ବିଲ୍ ♦️ ଦାଇତ୍ୱ ଥିବା ଅଧିକାରୀଙ୍କ ବିରୋଧରେ ଉଠିଛି କାର୍ଯ୍ୟାନୁଷ୍ଠାନ ଦାବି    (26-Apr-2026)       ||      ବାଲିଗୁଡ଼ା ବନଖଣ୍ଡରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ କାଠ ଗଲା   (26-Apr-2026)       ||      ଶ୍ରୀରାମ ମନ୍ଦିର ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ ଅନୁଷ୍ଠିତ   (26-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ   (26-Apr-2026)       ||      କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ    (25-Apr-2026)       ||      କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   (25-Apr-2026)       ||      କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ    (25-Apr-2026)       ||     

HOME   ଜିଲ୍ଲା

ବିଭାଗ ଓ ଠିକାସଂସ୍ଥାର ଅବହେଳା ଯୋଗୁଁ ରାସ୍ତା କାଦୁଅ ରେ ପଚପଚ: ଚଳାଚଳ ବନ୍ଦ, ଲୋକେ ହଟହଟା

18-Jun-2025



ବାଲିଗୁଡା(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ବାଡ଼ାବାଙ୍ଗା ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଏକ ନିର୍ମାଣାଧୀନ ପୋଲ ନିକଟ ଡାଇଭର୍ସନ ରାସ୍ତା କର୍ଦ୍ଦମାକ୍ତ ଯୋଗୁ ଗୋଟିଏ ଟ୍ରକ୍‌ କାଦୁଅରେ ଫସିଯିବା ପରେ ସେହି ରାସ୍ତାରେ ଯାତାୟାତ କରୁଥିବା ଅନ୍ୟ ଗାଡ଼ିମୋଟର ଅଟକି ରହିଛି। ଫଳରେ ଶହଶହ ଯାତ୍ରୀ ସେଠାରେ ଫସି ରହିଛନ୍ତି। ନିମ୍ନମାନର ରାସ୍ତା କାର୍ଯ୍ୟ ଯୋଗୁ୍‌ ଯାତ୍ରୀ ହଟହଟା ଭୋଗୁଥିବା ଅଭିଯୋଗ ହୋଇଛି। ପ୍ରକାଶ ଯେ, ସିମନବାଡ଼ି ଠାରୁ ରାଇକିଆକୁ ସଂଯୋଗ କରୁଥିବା ରାସ୍ତା ସିମନବାଡ଼ି ଠାରୁ ସିକାକେତା ଗ୍ରାମ ପର୍ଯ୍ୟନ୍ତ ପ୍ରାୟ ୧୫ କିମି ଦୂରତା ଗତ ୩ ବର୍ଷରୁ ଊର୍ଦ୍ଧ୍ୱ ହେଲାଣି ନିର୍ମାଣ କାର୍ଯ୍ୟ ଚାଲିଛି। ସେହି ରାସ୍ତା ନିର୍ମାଣ ମଧ୍ୟରେ ୨ଟି ବଡ଼ ପୋଲ ନିର୍ମାଣ କାର୍ଯ୍ୟ ମଧ୍ୟ ଚାଲିଛି। ତେବେ ଯେଉଁଠି ପୋଲ କାର୍ଯ୍ୟ ଚାଲିଛି ତାହା ନିକଟରେ ଗାଡ଼ିମୋଟର ଯାତାୟାତ ପାଇଁ ଡାଇଭର୍ସନ ରାସ୍ତା କରାଯାଇଛି। ଉକ୍ତ ରାସ୍ତାର ୨ ପାର୍ଶ୍ୱ ଉଠାଣି ଓ ଗଡ଼ାଣିଆ ରାସ୍ତା ରହିଛି। ତାକୁ ମେଟାଲ ଓ ପିଚୁ ପକା ନ ଯାଇ ମୋରମ ମାଟି ପକାଯାଇ ଛାଡ଼ି ଦିଆଯାଇଛି। ଫଳରେ ଅଞ୍ଚଳରେ ଏବେ ଝିପିଝିପି ବର୍ଷା ଲାଗି ରହିଥିବାରୁ ଉକ୍ତ ଡାଇଭର୍ସନ ରାସ୍ତାଟି କର୍ଦ୍ଦମାକ୍ତ ହୋଇପଡ଼ିଛି। ଗାଡ଼ିମୋଟର ବିପଦପୂର୍ଣ୍ଣ ଭାବେ ଯାତାୟାତ କରୁଥିବା ବେଳେ ବୁଧବାର ସକାଳେ ଏହି କାଦୁଅରେ ଏକ ଟ୍ରକ୍‌ ଫସିଯାଇଛି। ଫଳରେ ଏବେ ଟ୍ରକ୍‌ଟି ବାହାରିପାର ନ ଥିବା ବେଳେ ସେଠାରେ ୨ ପାର୍ଶ୍ୱରେ ବହୁ ଗାଡ଼ିମୋଟର ଅଟକି ରାସ୍ତା ଜାମ ହୋଇପଡ଼ିଛି। ସିମନବାଡ଼ି ଠାରୁ ରାଇକିଆ ଲୋକଙ୍କ ଲାଇଫ୍‌ଲାଇନ୍‌ କୁହାଯାଉଥିବା ଉକ୍ତ ରାସ୍ତା ପୂର୍ତ୍ତ ବିଭାଗ ଅଧୀନରେ କୋଟି କୋଟି ଟଙ୍କା ବିନିମୟରେ ସମ୍ପ୍ରସାରଣ କାର୍ଯ୍ୟ ଚାଲିଥିବା ବେଳେ ବିଭାଗ ଓ ଠିକାସଂସ୍ଥାର ଅବହେଳା ଯୋଗୁ ଏବେ ସେହି ରାସ୍ତା କାର୍ଯ୍ୟ ସରିବାର ନାମ ଧରୁନାହିଁ। ଅଞ୍ଚଳବାସୀ ବାରମ୍ବାର ଅଭିଯୋଗ କଲେ ମଧ୍ୟ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଉ ନ ଥିବା ଅଭିଯୋଗ ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   27-Apr-2026
  ଜିଲ୍ଲା  
ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   26-Apr-2026
  ଜିଲ୍ଲା  
ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   26-Apr-2026
  ଜିଲ୍ଲା  
ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ   26-Apr-2026
  ଜିଲ୍ଲା  
ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   26-Apr-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ   26-Apr-2026
  ଜିଲ୍ଲା  
*ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   26-Apr-2026
  ଜିଲ୍ଲା  
*ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   26-Apr-2026
  ଜିଲ୍ଲା  
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ   26-Apr-2026
  ଜିଲ୍ଲା  
ଜନ ଆକ୍ରୋଶ ମହିଳା ସମାବେଶ   26-Apr-2026
  ଜିଲ୍ଲା  
*ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   26-Apr-2026
  ଜିଲ୍ଲା  
ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   26-Apr-2026

You Might Also Like