-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ବୋରିଗାଁରେ ବିକାଶ ବାହନ ଯାତ୍ରା

18-Jun-2025



ଡାବୁଗାଁ, (ମିହିର ଶଙ୍କର ପାତ୍ର)ଓଡିଶା ସରକାରଙ୍କ ଦ୍ଵାରା ସ୍ଥିରୀକୃତ ବିକାଶ ବାହନ ଯାତ୍ରା ର ବୁଧବାର ବୋରିଗାଁ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ  ରେ ଅନୁଷ୍ଠିତ ହୋଇଯାଇଛି ।   ଆଜିର କାର୍ଯ୍ୟକ୍ରମରେ ଜିଲାପରିଷଦ ସଭ୍ୟ ଧନସିଂ ଭତ୍ରା, ସରପଞ୍ଚ ଶୁକୃ ଭତ୍ରା, ଭାଜପା ବୋରିଗାଁ ମଣ୍ଡଳ ସଭାପତି ଜଗଦୀଶ ଭତ୍ରା, ପ୍ରତାପ ଚନ୍ଦ୍ର ପଣ୍ଡା, ସତମନ ପୂଜାରୀ, କ୍ଷେମରାଜ ବିଶୋଇ, ସିଡିପିଓ ମିନତୀ ଦାସ,  ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଆଦିତ୍ୟ ନାରାୟଣ ରଥ,  ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ, ଯୋଗାଣ ନିରିକ୍ଷକ ସିପ୍ରା ସାମଲ, ଅଙ୍ଗନୱାଡି ସୁପରଭାଇଜର ରୋଜାଲିନୀ ପ୍ରଧାନ, କମ୍ପ୍ୟୁଟର ପୋଗ୍ରାମର ପ୍ରବୀଣ ପଟ୍ଟନାୟକ, ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ ବର୍ଣ୍ଣବାସ ନାୟକ, ଥାନା ଆଇଆଇସି ଗୋପାଳକୃଷ୍ଣ ଆଗୁପାତ୍ର, ଘୋଡାଖୁଣ୍ଟା ରାଜସ୍ୱ ନିରିକ୍ଷକ ଗଙ୍ଗାଧର ମହାଙ୍କୁଡ, ବିପିସି ଆରଏଚ ଯୋଗେନ୍ଦ୍ର ମାଝି, ପଞ୍ଚାୟତ ନିର୍ବାହୀ ଅଧିକାରୀ ଦିବ୍ୟଶଙ୍କର ପୂଜାରୀ, ଦକ୍ଷତା ବ୍ଲକ ସହଭାଗୀ ମୋନଳ ପରିଡା, ପେସା ସଂଯୋଜକ  ଶୁଭଶ୍ରୀ ମହାଙ୍କୁଡ ସମେତ ବିଭିନ୍ନ ବିଭାଗୀୟ ଅଧକାରୀ, ଆଶା କର୍ମୀ, ଅଙ୍ଗନୱାଡି କର୍ମୀ, ଗ୍ରାମର ଭଦ୍ର ବ୍ୟକ୍ତି ଓ ଜନପ୍ରତିନିଧି ଏବଂ ଗ୍ରାମବାସି ମାନେ ଉପସ୍ଥିତ ଥିଲେ । ଏଥିରେ ସରକାର ଙ୍କ ବିଭିନ୍ନ ବିଭାଗରେ ଚାଲିଥିବା ବିଭିନ୍ନ ଉନ୍ନୟନ ମୂଳକ ଯୋଜନା ଗୁଡିକ ବିଷୟରେ ଲୋକଙ୍କୁ ଏଲଇଡି ମାଧ୍ୟମରେ ଅବଗତ କରାଯାଉଛି | ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ନିଜ ନିଜ ବିଭାଗରେ ଚାଲିଥିବା ସରକାର ଙ୍କ ଜନହିତକର ଯୋଜନା  ଗୁଡିକ ଉପରେ ଆଲୋକପାତ କରିଥିଲେ | ଏଥିରେ ଜଙ୍ଗଲ ଜମି ଯୋଜନା ଓ ବସୁନ୍ଧରା ଯୋଜନାରେ ୨୦୦ ଜନ ହିତାଧିକାରୀ ଙ୍କୁ ପଟ୍ଟା ବଣ୍ଟନ କରଯାଇଥିଲା |


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like