-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ମୂର୍ମୁରି ଜୋର ବ୍ରିଜରେ ବସ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ୩୫ ଯାତ୍ରୀ ।

18-Jun-2025



ବିନିକା(ହିଂମାଶୁ ଶେଖର ପୁଟେଲ)ଆଜି ସକାଳେ ଏକ ଯାତ୍ରୀବାହୀ ବସ ଭାରସାମ୍ୟ ହରାଇ ମୁର୍ମୁରି ଜୋର ବ୍ରିଜ ବାଡ଼ରେ ପିଟି ହୋଇ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା ଫଳରେ ଏଥିରେ ଯାତ୍ରା କରୁଥିବା ୩୫ଜଣ ଯାତ୍ରୀ ଏକ ବଡ଼ ଅଘଟଣରୁ ବର୍ତୀ ଯାଇଛନ୍ତି। ଖବର ନେବାରୁ ଜଣାପଡିଛି ଯେ ଶୁଭଲକ୍ଷ୍ମି ନାମକ ଏକ ବସ (OR 17 H 7842)ବରଗଡ଼ ଭାୟା ବିନିକା ଦେଇ ବୌଦ୍ଧ ଯାଉଥିଲା ।ଗାଡ଼ି ଚାଲକ ମୋବାଇଲ ଫୋନରେ କାହା ସହିତ କଥାବାର୍ତ୍ତା ହେଉଥିବାରୁ ଗାଡ଼ିଟି ଯେତେବେଳେ ବ୍ରିଜ ପାଖକୁ ଆସିଲା ସେତେବେଳେ ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା।ଗାଡ଼ିର ଡାହାଣ ପଟ ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି।ଦୁର୍ଘଟଣା ପରେ ବସିଥିବା ଯାତ୍ରୀ ମାନେ ପ୍ରାଣ ବିକଳରେ ଗାଡିରୁ ଓହ୍ଲାଇ ଥିଲେ ।କେତେକ ଯାତ୍ରୀ ଖଣ୍ଡିଆ ଖାବରା ହୋଇଥିଲେ ମଧ୍ୟ ଏକ ବଡ଼ ବିପଦରୁ ସମସ୍ତ ଯାତ୍ରୀ ଉଦ୍ଧାର ପାଇଥିଲେ ।ଘଟଣା ପରେ ଚାଲକ କୁ ଯାତ୍ରୀ ମାନେ ମୋବାଇଲ ଫୋନରେ କଥା ହେଉଥିବାରୁ ଏପରି ହେଲା ଭାବି ଗାଳିଗୁଲଜ କରିଥିଲେ।ଘଟଣା ପ୍ରଘଟ ହେବା ପରେ ଆଖପାଖ ଗ୍ରାମରୁ ବହୁ ଲୋକଙ୍କ ସମାଗମ ଦେଖି ଗାଡି ଚାଲକ ସେଠାରୁ ଫେରାର ମାରିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like