-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

ବିପର୍ଯ୍ୟୟ ପ୍ରଶମନ ନିମନ୍ତେ ଟେବୁଲ ଟପ୍ ଅଭ୍ୟାସ

18-Jun-2025



ରାୟଗଡ଼ା(ସୁପ୍ରିୟା ଷଡଙ୍ଗୀ): ରାୟଗଡ଼ ଜିଲ୍ଲା ବିପର୍ଯ୍ଯୟ ପରିଚାଳନା ଅଧିକାରୀଙ୍କ ତରଫରୁ ଜିଲ୍ଲା ସ୍ତରୀୟ ବିପର୍ଯ୍ୟୟର ସୁପରିଚାଳନା ନିମନ୍ତେ ଟେବୁଲ ଟପ୍ ଅଭ୍ୟାସ ଶିବିର  ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ବୁଧବାର ଦିବା ଦଶ ଘଟିକା ସମୟରେ ଅନୁଷ୍ଠିତ ହୋଇ ଯାଇଛି ।
         ଏଥିରେ ଅତିରିକ୍ତ ଜିଲ୍ଳାପାଳ ନବିନ ଚନ୍ଦ୍ର ନାୟକ ଅଧ୍ୟକ୍ଷତା କରିଥିଲେ । ଓଡ଼ିଶା ରାଜ୍ଯ ବିପର୍ଯ୍ୟୟ ପରିଚାଳନା ସଂସ୍ଥାର ପ୍ରକଳ୍ପ ଅଧିକାରୀ ଶ୍ରୀମତୀ ସଙ୍ଗୀତା ଦାଶ ଉପସ୍ଥିତ ରହି ଜିଲ୍ଲାର ବିପର୍ଯ୍ୟୟ ପରିଚାଳନା ପ୍ରସ୍ତୁତି ଯୋଜନା ବିଷୟରେ ଆଲୋଚନା କରିଥିଲେ ।  ଜିଲ୍ଲା ସ୍ତରୀୟ ଅଧିକାରୀ ବୃନ୍ଦ ବନ୍ୟା,  ବାତ୍ୟା, ଘଡ଼ଘଡ଼ି, ସାପ କାମୁଡା, ଅଦିନିଆ ବର୍ଷା, ଭୂସ୍ଖଳନ, ପାଣିରେ ବୁଡ଼ି ମୃତ୍ଯୁବରଣ ଆଦି ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟ ସମୟରେ  ନିଜ ବିଭାଗର ଭୂମିକା ତଥା ପୂର୍ବ,   ପର ଓ ବିପର୍ଯ୍ୟୟ ସମୟରେ ସଜାଗ, ସାବଧାନତା ଓ ବିହିତ ପଦକ୍ଷେପ ବିଷୟରେ ଯୋଜନା ଉପସ୍ଥାପନ କରିଥିଲେ । ଜିଲ୍ଲା ଜରୁରୀକାଳୀନ ଅଧିକାରୀ ମନୋଜ କୁମାର ନାହକ, ଓସଡମାର ଜିଲ୍ଲା ପ୍ରକଳ୍ପ ଅଧିକାରୀ ପଦୋଶ ରଞ୍ଜନ ଜେନା ପ୍ରମୁଖ ଉପସ୍ଥିତ ଥିଲେ ।
  ସେହିପରି ଜିଲ୍ଲାପାଳ, ରାୟଗଡ଼ଙ୍କ ନିର୍ଦ୍ଦେଶ କ୍ରମେ ବୁଧବାର ଦିନ ଅପରାହ୍ନ ତିନି ଘଟିକା ସମୟରେ  ରାୟଗଡ଼ ବ୍ଲକ ସ୍ତରୀୟ ବିପର୍ଯ୍ୟୟ ପରିଚାଳନା ନିମନ୍ତେ ଟେବୁଲ ଟପ୍ ଅଭ୍ୟାସ ଶିବିର ବ୍ଲକ ସଦଭାବନା ସଭାଗୃହରେ ଅନୁଷ୍ଠିତ ହୋଇଥିଲା । ଓସଡମାର ରାଜ୍ଯ ପ୍ରକଳ୍ପ ଅଧିକାରୀ ଶ୍ରୀମତୀ ସଙ୍ଗୀତା ଦାଶ,  ଜରୁରୀକାଳୀନ ଅଧିକାରୀ ମନୋଜ କୁମାର

ନାହକ, ଓସଡମାର ଜିଲ୍ଲା ପ୍ରକଳ୍ପ ଅଧିକାରୀ ପ୍ରଦୋଶ ରଞ୍ଜନ ଜେନା, ବ୍ଲକ ଅଧ୍ୟକ୍ଷା ସୁଶ୍ରୀ  ଟୁନୀ ହୁଇକା, ବିଡିଓ ସୁଜିତ କୁମାର ମିଶ୍ର, ସହକାରୀ ଜିଲ୍ଲାପାଳ ଏନ ରବିନ୍ଦ୍ର,  ସିଡିପିଓ ମୀନାକ୍ଷୀ ଦାଶ, ସହକାରୀ ନିର୍ବାହୀ ଯନ୍ତ୍ରୀ  ରାକେଶ ସାହୁ, ଶିକ୍ଷା ସ୍ବାସ୍ଥ୍ୟ, କୃଷି, ପାନିୟ ଜଳ, ସାମାଜିକ ସୁରକ୍ଷା, ପଶୁପାଳନ,  ମହିଳା ଓ ଶିଶୁ ବିକାଶ , ଆଦି ବିଭାଗର ଅଧିକାରୀ , ସ୍ବୟଂ ସହାୟକ ଗୋଷ୍ଠୀର କର୍ମକର୍ତ୍ତା ବୃନ୍ଦ ଉପସ୍ଥିତ ଥିଲେ l ଗୋଷ୍ଠୀ ଉନ୍ନୟନ ଅଧିକାରୀ  ଶ୍ରୀ ମିଶ୍ର ପ୍ରାରମ୍ଭିକ ଅଭିଭାଷଣ ସହ ବ୍ଲକର ବିପର୍ଯ୍ୟୟ ପରିଚାଳନା ଯୋଜନା ଉପସ୍ଥାପନ କରିଥିଲେ । ଗ୍ରାମ ପଞ୍ଚାୟତ ବିକାଶ ଅଧିକାରୀ ଗୋପାଳ ପଣ୍ଡା  ବନ୍ୟା ପ୍ରପୀଡିତ ଅଞ୍ଚଳ ନିମନ୍ତେ ଯୋଜନା, ପୂର୍ବ ପ୍ରସ୍ତୁତି ଓ ଗ୍ରାମ ପଞ୍ଚାୟତ ବିପର୍ଯ୍ୟୟ ପରିଚାଳନା ନିମନ୍ତେ ନୋଡ଼ାଲ ଅଧିକାରୀଙ୍କ ତାଲିକା  ଉପସ୍ଥାପନ କରିଥିଲେ । ଶିକ୍ଷକ ନୀଳାଞ୍ଚଳ ମିଶ୍ର କାର୍ଯ୍ୟକ୍ରମ ପରିଚାଳନା ସହ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like