-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁର ଜିଲ୍ଲା ବରିଷ୍ଠ ନାଗରିକ ସଂଘର ସ୍ବାସ୍ଥ୍ୟ ସଚେତନତା ଶିବିର*-

18-Jun-2025



ସୋନପୁର (-ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା ବରିଷ୍ଠ ନାଗରିକ ସଂଘ ଆନୁକୁଲ୍ୟରେ ସୁବର୍ଣପୁର ଲେପ୍ରା ସୋସାଇଟି ପରିସରରେ ଏକ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ ହୋଇ ଯାଇଛି । ଏହି ସ୍ବାସ୍ଥ୍ୟ ଶିବିରରେ ଡା. ନରେନ୍ଦ୍ର କୁମାର ମେହେର (ମେଡ଼ିସିନ ସ୍ପେଶାଲିଷ୍ଟ), ଜା. ବିପିନ ବିହାରୀ ସାହୁ (ସର୍ଜରୀ ସ୍ପେଶାଲିଷ୍ଟ), ଡ. ଲକ୍ଷ୍ମଣ କୁମାର ପଣ୍ଡା (ଇ.ଏନ୍.ଟି ସେଶାଲିଷ୍ଟ), ଡା. ଆଭାଷ ରଞ୍ଜନ ବାବୁ (ଡ଼େନ୍‌ଷ୍ଟି), ଡା. ବାଲଗୋପାଳ ସୁନା (ଫିଜୋଥୁରାପିଷ୍ଟ) ଓ ଡା. ଜଗବନ୍ଧୁ ସାହୁ (ଚକ୍ଷୁ ପରୀକ୍ଷକ) ଉପସ୍ଥିତ ରହି ବରିଷ୍ଠ ନାଗରିକ ମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ । ଏହି କାର୍ଯ୍ୟକ୍ରମରେ ଲେପ୍ରା ସୋସାଇଟିର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ । ପ୍ରତୀକୂଳ ପାଗ ସତ୍ତ୍ଵେ ଶତାଧୁକ ବରିଷ୍ଠ ନାଗରିକ ଉତ୍ସାହର ସହିତ ଉପସ୍ଥିତ ରହି ନିଜ ନିଜ ସ୍ବାସ୍ଥ୍ୟ ପରୀକ୍ଷାର ସୁଯୋଗ ଲାଭ କରିଥିଲେ । ଏହି କାର୍ଯ୍ୟକ୍ରମ ସକାଳ ୧୦ ଘଟିକା ସମୟରୁ ଆରମ୍ଭ ହୋଇଥିଲା । ପରେ ଲେପ୍ରା ସୋସାଇଟି ସଭାଗୃହରେ ଏକ ସ୍ବାସ୍ଥ୍ୟ ସଚେତନତା ସଭା ସୁବର୍ଣପୁର ଜିଲ୍ଲା ବରିଷ୍ଠ ନାଗରିକ ସଂଘର ସଭାପତି ଡା. ଜ୍ୟୋତିରଞ୍ଜନ ବହିଦାର ଙ୍କ ସଭାପତିତ୍ୱରେ ଆୟୋଜନ ହୋଇଥିଲା । ଏଥିରେ ସଂଘର ଉପଦେଷ୍ଟା ଶ୍ରୀଯୁକ୍ତ ଗୋରେଖନାଥ ସାହୁ, ସମ୍ପାଦକ ଜ୍ୟୋତିରଞ୍ଜନ ପଟ୍ଟନାୟକ, ଡା. ବିପିନ ବିହାରୀ ସାହୁ, ଡା. ନରେନ୍ଦ୍ର କୁମାର ମେହେର, ଡା. ଲକ୍ଷ୍ମଣ କୁମାର ପଣ୍ଡା, ଡା. ଆଭାଷ ରଞ୍ଜନ ବାବୁ, ଜା. ବାଳଗୋପାଳ ସୁନା ମଂଚାସିନ ରହି ବରିଷ୍ଠ ନାଗରିକ ମାନଙ୍କ ସ୍ବାସ୍ଥ୍ୟ, ଖାଦ୍ୟ ତଥା  ଜୀଵନ ଶୈଳୀ, ଚଳଣୀ ସମ୍ପନ୍ଧୀୟ ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ସଂଘର ଉପ-ସଭାପତି ଡା. ଆର୍ତ୍ତତ୍ରାଣ ବାବୁ ଓ କାର୍ଯ୍ୟକାରୀ ସଦସ୍ୟ ପ୍ରଦୀକ କୁମାର ପୁରୋହିତ  ଅଭିମତ ପ୍ରଦାନ କରିଥିଲେ ।ଏହି ସଭାରେ ଜିଲ୍ଲାର ଉପାନ୍ତ ଅଂଚଳରେ ଏଭଳି ସ୍ବାସ୍ଥ୍ୟ ଶିବିର ତଥା ଜନହିତକର କାର୍ଯ୍ୟକ୍ରମ ସଂଘ ଆନୁକୂଲ୍ୟରେ ଆୟୋଜନ କରିବାକୁ ମତ ପ୍ରକାଶ ପାଇଥିଲା । ଉକ୍ତ କାର୍ଯ୍ୟକ୍ରମ କୁ ସଂଘର କୋଷାଧ୍ଯକ୍ଷ ଦିଲ୍ଲିପ କୁମାର ରଥ, କାର୍ଯ୍ୟକାରୀ ସଦସ୍ୟ ଦେବକିଶୋର ଦାନୀ, ଦୟାନିଧୁ ସେଠି, ସକ୍ରିୟ ସଭ୍ୟ ତଥା ସଂଘର ଉପଦେଷ୍ଟା ଡ. ସନ୍ତୋଷ କୁମାର ପାଢ଼ୀ, ହରିହର ଶତପଥ୍, ବିହ୍ମେଶ୍ଵର ପାଣ୍ଡିଆ, ଲୋକନାଥ ପଣ୍ଡା, ମୃତ୍ୟୁଞ୍ଜୟ ଦାସ, ବୈକୁଣ୍ଠ ଶତପଥୀ, ଅନ୍ତରାମ ପାଢ଼ୀ, ରଘୁମଣୀ ଦେହୁରୀ, ବିଜୟ କେକେତନି ରାଏଗୁରୁ, ଦିଲ୍ଲିପ ଭୁକ୍ତା, ସନ୍ତୋଷ ଚାନ୍ଦ, ସତ୍ୟନାରାୟଣ ମିଶ୍ର ଆଦି ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ ।
ପରିଶେଷରେ ନୃସିଂହ ଚରଣ ମିଶ୍ର, ସଂଯୋଜକ ଲେପ୍ରା ସୋସାଇଟି ମଂଚାସିନ ଅତିଥ୍ ଏବଂ ଉପସ୍ଥିତ ବରିଷ୍ଠ ନାଗରିକ ମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026

You Might Also Like