-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||      ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   (25-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||     

HOME   ଜିଲ୍ଲା

ମାରଣାସ୍ତ୍ର ଦେଖାଇ କଳାକନା ବୁଲାଇଲେ ଡକାୟତ, ଲକ୍ଷାଧିକ ଟଙ୍କା ସହ ଲୁଟିନେଲେ ଭରି ଭରି ସୁନାଗହଣା

23-Jan-2021



ବଲାଙ୍ଗିର (ପ୍ରେରଣା ଖବର) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ଅନ୍ତର୍ଗତ ଶାନ୍ତିପୁର ଗାଁରେ ସଶସ୍ତ୍ର ଡକାୟତି । ମାରଣାସ୍ତ୍ର ଦେଖାଇ କଳାକନା ବୁଲାଇଲେ ଡକାୟତ । ଲକ୍ଷାଧିକ ଟଙ୍କା, ସୁନା ଗହଣା ଲୁଟି ନେଇଥିବା ନେଇ ଅଭିଯୋଗ ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନଭିନ ଆରମ୍ଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଶୁକ୍ରବାର ବିଳମ୍ବିତ ରାତିରେ ୨୦ ରୁ ୨୫ଜଣ ଦୁର୍ବୃତ୍ତ ଆସି ଶାନ୍ତିପୁର ଗ୍ରାମର ଆର୍ତ୍ତରଣ ସାହୁଙ୍କ ଘରେ ପହଞ୍ଚିଥିଲେ । ମାରଣାସ୍ତ୍ର ଓ ବନ୍ଧୁକ ଦେଖାଇ କବାଟ ଭଙ୍ଗାରୁଜା କରିବା ସହ ଘର ମାଲିକଙ୍କୁ ମାଡ ମାରି ପ୍ରାୟ ୬ରୁ ୭ଲକ୍ଷ ଟଙ୍କା ଓ ୧୫ରୁ ୧୭ଭରି ସୁନା ଗହଣା ଲୁଟି ନେଇଥିଲେ  l

ଏ ନେଇ ଅଭିଯୋଗ ପାଇବା ପରେ ଶନିବାର ସକାଳୁ ଖପ୍ରାଖୋଲ ଥାନା ପୋଲିସ ସହିତ ବଲାଙ୍ଗୀର ଏସପି ନିତିନ କୁସଲକର ପହଞ୍ଚି ଛାନଭିନ୍ ଜାରି ରଖିଛନ୍ତି । ଘଟଣାସ୍ଥଳରେ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଜାରି ରଖିଛି । ଏହି ଡକାୟତି ବେଳେ ବୋମା ବିସ୍ଫୋରଣ ହୋଇଥିବା ମଧ୍ୟ ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   25-Jun-2026
  ଜିଲ୍ଲା  
ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   25-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   25-Jun-2026
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026

You Might Also Like