-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ୱାଡେ ,ଶିରା ଓ ପୂଜାରୀମାନଙ୍କ ଦ୍ଵାରା ଜିଲ୍ଲାପାଳଙ୍କୁ ଦାବି ପ୍ରଦାନ

19-Jun-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ): ମାଲକାନଗିରି ଜିଲ୍ଲାରେ ଥିବା ୧୪ ଗୋଟି ବିଭିନ୍ନ ଜନଜାତି
ସଂପ୍ରଦାୟ ,ୱାଡେ,ଶିରା ଓ ପୂଜାରୀମାନଙ୍କ ଦ୍ଵାରା ମାଲକାନଗିରି ଜିଲ୍ଲାଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି ।ପାହାନ୍ଦୀ ପାରୀ କୁପ୍ପାର ଲିଙ୍ଗ ବାଲାରାଜୁ,ପୋତରାଜୁ, କାନାମରାଜୁ ଓ ମୁତ୍ୟୋଲାମ୍ମା ଟ୍ରଷ୍ଟ ର ସଭାନେତ୍ରୀ ଶୁକ୍ରୀ ମାଡକାମୀଙ୍କ ନେତୃତ୍ୱରେ ଏକ ଶୋଭାଯାତ୍ରା ମାଲକାନଗିରି ତାରିଣୀ ମନ୍ଦାର ଠାରୁ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ
ପହଞ୍ଚି ଥିଲା । ଆଦିବାସୀ ସମାଜ ୱାଡେ ,ଶିରା ଓ ପୂଜାରୀ ମାନେ ବିଜ୍ଞାନର ଅଗ୍ରଗତି ହୋଇ ନଥିଲା ବେଳେ ଚେରମୂଳି ଔଷଧ ଦ୍ବାରା ଜୀବନ ରକ୍ଷା କରୁଥିଲେ। ଆଦିବାସୀ ସମାଜ ଜନ୍ମ, ମୃତ୍ୟୁ, ବିବାହ ଓ ଉତ୍ସବଗୁଡିକେ ଏମାନଙ୍କ ଦ୍ବାରା 
ସଂସ୍କାର କାର୍ଯ୍ଯ ସପନ୍ନ ହୋଇ ଆସୁଛି। ଆଦିବାସୀ ସଭ୍ୟତାର ପ୍ରାରମ୍ଭରୁ ୱାଡେ ,ଶିରା ଓ ପୂଜାରୀମାନଙ୍କ ଗୁରୁତ୍ବ ରହି ଆସିଥିଲା ବେଳେ ସେମାନଙ୍କୁ ସରକାରୀ ସୁବିଧା ସୁଯୋଗର କୌଣସି ବ୍ୟବସ୍ଥା ନାହିଁ। ଯେଉଁ ମାନେ ସାଧାରଣତଃ କୀର୍ତ୍ତନ କରୁଛନ୍ତି, ରାଜ୍ୟ ସରକାର କଳାକାର ଭତ୍ତା ପ୍ରଦାନ କରୁଥିବା ବେଳେ ଆଦିବାସୀ ସମାଜରେ ମୁଖ୍ୟ ଭୂମିକା ନିର୍ବାହ କରୁଥିବା ଏହି ତିନି ପ୍ରକାର ୱାଡେ ,ଶିରା ଓ ପୂଜାରୀମାନଙ୍କୁ ଅବହେଳା କରା ଯାଇଛି। ଏଣୁ ସଂଘ ତରଫରୁ ମାନସିକ ଭତ୍ତା ପ୍ରଦାନ କରିବା ସହିତ, ଆଦିବାସୀ ମନ୍ଦିର ଗୁଡ଼ିକର ୱାଡେ ,ଶିରା ଓ ପୂଜାରୀମାନଙ୍କ ପୂଜା ବିଧି ସମୟରେ ରହଣୀ କରିବା ଓ ରୋଷେଇ କାର୍ଯ୍ୟ ସକାଶେ ଗୃହ ନିର୍ମାଣ କରିବାକୁ ଦାବିରେ ଉଲ୍ଲେଖ କରାଯାଇଛି। ଅନ୍ୟମାନଙ୍କ ମଧ୍ୟରେ ଲଳିତ ନାରାୟଣ ମାଡକାମୀ, ସଂଘର ସଂପାଦକ ଇର୍ମା ମାଢି କୋଷାଧ୍ୟକ୍ଷ ବୁଦ୍ରା ମାଡି ଉପସ୍ଥିତ ରହିଥିଲେ।
(ରିପୋର୍ଟ: ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନାୟକ, ମାଲକାନଗିରି)


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like