-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଓ ସୁରକ୍ଷା ନେଇ ପ୍ରଶିକ୍ଷଣ ଶିବିର

19-Jun-2025



ବିନିକା(ହିଂମାଶୁ ଶେଖର ପଟେଲ) ଓଡ଼ିଶା ସରକାରଙ୍କ ଡିଜାଷ୍ଟର ମେନେଜମେଣ୍ଟ ବିଭାଗ ତରଫରୁ ବିନିକା ଏନଏସି ଓ ସ୍ପୋର୍ଟସ କ୍ଲବର ମିଳିତ ଆନୁକୁଲ୍ୟରେ ସ୍ଥାନୀୟ ସିଦ୍ଧାର୍ଥ କଲେଜ ପରିସରରେ ଥିବା ବନ୍ୟା ଆଶ୍ରୟ ସ୍ଥଳୀ ଠାରେ ବନ୍ୟା,ବାତ୍ୟା ଓ ଦୁର୍ବିପାକ ମୁକାବିଲା ନେଇ ବୁଧବାର ଏକ ଅଭ୍ୟାସ ଶିବିର ଅନୁଷ୍ଠିତ ହୋଇଯାଇଛି ।ବିନିକା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ମାନସ ରଞ୍ଜନ ଭୋଇଙ୍କ ଅଧ୍ୟକ୍ଷତାରେ ଓ ବିନିକା ସ୍ପୋର୍ଟସ କ୍ଲବ ସଭାପତି ସୋମନାଥ ମିଶ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଶିବିରରେ ରାଜ୍ୟ ଡିଜାଷ୍ଟର ମେନେଜମେଣ୍ଟ ସୁପରଭାଇଜର ମେୟୂର୍ୟସ ପଣ୍ଡା,ଡିପିଓ ବିଶ୍ଵନାଥ ନାୟକ,ଆସିଷ୍ଟାଣ୍ଟ କଲେକ୍ଟର ସତ୍ୟବ୍ରତ ସାହୁ,ମେଡିକାଲ ଅଫିସର ଡା ମନୋଜ ପଣ୍ଡା,ତହସିଲଦାର ରେଶ୍ମା ଭୋଇ, ଏସଡ଼ିଓ ଏ କେ ମୂର୍ତ୍ତି,ଅଧ୍ୟକ୍ଷ ସୁବାସ ଭୋଇ,ଅଧ୍ୟାପିକା ବୈଜୟନ୍ତୀ ସାହୁ,ପ୍ରମୁଖ ଯୋଗଦେଇ ପ୍ରାକୃତିକ ବିପର୍ଯ୍ୟୟ ବନ୍ୟା,ବାତ୍ୟା ହେଉ କି ଯେକୌଣସି ଦୁର୍ବିପାକ ହେଉ ତାର ସମ୍ଭୂଖିନ ପୂର୍ବରୁ ଆମ୍ଭେ କିପରି ନିଜକୁ ସୁରକ୍ଷିତ ରଖିବା ଏବଂ ଅନ୍ୟକୁ ରକ୍ଷା କରିପାରିବା ସେ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ । ପରେ ସ୍ଵେଚ୍ଛାସେବୀ ମାନେ ଗ୍ରହଣ କରିଥିବା ସୁରକ୍ଷା କୋଶଳ ଦେଖାଇଥିଲେ। ସେହିପରି ଅଗ୍ନିଶମ ବିଭାଗ କର୍ମଚାରୀ ତେଜରାଜ ସାହୁ, ରବି ନାରାୟଣ ଦାସ,ମିଥୁନ ଅମାତଙ୍କ ତରଫରୁ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ନିଜକୁ ସୁରକ୍ଷିତ ରଖିବା ସହ ଅନ୍ୟ ମାନଙ୍କୁ କିପରି ବିପଦରୁ ରକ୍ଷା କରାଯାଇ ପାରିବ ସେ ଦିଗରେ ଆବଶ୍ୟକ ସରଞ୍ଜାମ ବ୍ୟବହାର ସ୍ୱରୂପ ଡେମୋ ପ୍ରଦର୍ଶନ କରାଯାଇଥିଲା। ଏହି ଶିବିରରେ ବିଭିନ୍ନ ବିଭାଗର କର୍ମଚାରୀ, ସ୍ଵେଚ୍ଛାସେବୀ,ସାଧାରଣ ଲୋକ,ଅଙ୍ଗନୱାଡ଼ି,ଆଶା କର୍ମୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like