-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

*ସୋନପୁର ଠାରେ ଲାଲବାଗ କାଫେ ର ଶୁଭ ଉଦ୍ଘାଟନ*-

19-Jun-2025



ସୋନପୁର -(ମନୋରଞ୍ଜନ ତ୍ରିପାଠୀ)
ସୋନପୁର ର ବିଶିଷ୍ଟ ସମାଜସେବୀ ସ୍ବର୍ଗତ ଲକ୍ଷ୍ମୀ ନାରାୟଣ ମେହେର ପେଲେସ୍ ତଥା  ସିଟି କାର୍ଟ ବଜାର ପାର୍ଶ୍ଵ ରେ ଲାଲ ବାଗ କାଫେ ସେଣ୍ଟର ଶୁଭ ଉଦ୍ଘାଟନ ହୋଇ ଯାଇଛି l ସୋନପୁର ପୌର ପରିଷଦ ଅଧ୍ୟକ୍ଷା ତାମସୀ ତାମସ୍ମିତା ନାୟକ ଓ ସ୍ୱଚ୍ଛ ଭାରତ ସଂଗଠନ ପ୍ରତିଷ୍ଠାତା ସଭ୍ୟା ପଦ୍ମାବତୀ ମେହେର ଏହାର ଶୁଭ ଉଦ୍ଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ଭାବରେ ପୌର ପରିଷଦ ପ୍ରାକ୍ତନ ଅଧ୍ୟକ୍ଷ ପ୍ରକାଶ ସାହୂ, ସମାଜ ସେବୀ ଶ୍ରୀବତ୍ସ ମଲ୍ଲିକ, ସ୍ବଚ୍ଛ ଭାରତ ସଙ୍ଗଠନ ସଭାପତି ସାୟଦ ଅଲିମୂଲ୍ ଇସଲାମ,  ବିଶିଷ୍ଟ ବ୍ୟବସାୟୀ ଶଙ୍କର ମେହେର, ରାମ ମିଶ୍ର, ଶିକ୍ଷାବିତ ପ୍ରଦୀପ ପୁରୋହିତ, ସନ୍ତୋଷ ପୁଜାରୀ ପ୍ରମୁଖ ସହର ର ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ l କାଫେ ସେଣ୍ଟର ର ପ୍ରୋପାଇଟର ପରେଶ ମେହେର ଓ ପ୍ରତ୍ୟୁଷ ମେହେର କାର୍ଯ୍ଯକ୍ରମ କୁ ସଂଯୋଜନା ଓ ଅତିଥି ସତ୍କାର କରି ଥିବା ବେଳେ ସ୍ୱଚ୍ଛ ଭାରତ ସଂଗଠନ ର ମନୋରଂଜନ ତ୍ରୀପାଠୀ, ମାନୋଜ ପଣ୍ଡା ସମେତ ସମସ୍ତ କର୍ମକର୍ତା ସହ ଯୋଗ  କରିଥିଲେ  l ପ୍ରଥମ ଥର ଏଭଳି ଏକ କାଫେ ରେ  ସମସ୍ତ  ପ୍ରକାର ସୁସ୍ଵାଦୁ କଣ୍ଟେନେଣ୍ଟାଲ ଭେରାଇଟି ଫୁଡ୍ସ୍ ଉତ୍ତମ ସେବା ସହିତ ସୁଲଭ ମୂଲ୍ୟରେ ମିଳୁଥିବାରୁ ଯୁବ ପିଢୀ ଓ ଗ୍ରାହକ ଖୁସୀ ବ୍ୟକ୍ତ କରିବା ସହ ଏହାର ସୁଯୋଗ ହାତ ଛଡା କରୁ ନାହାଁନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like