-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ରିନବଚନ ପଂଚାୟତ ରେ ବିକାଶ ବାହାନ ରଥ ର ଶୁଭାରମ୍ଭ

20-Jun-2025



ଆଗଲପୁର, (ବିନୋଦ ଦୀପ) ଓଡିଶା ସରକାର ର ଏକ ବର୍ଷ ପୂର୍ତ୍ତି ଅବସରରେ ଜୁନ ମାସ ୧୨ ତାରିଖ ରୁ ଆରମ୍ଭ ହୋଇଛି ଏହି ବିକାଶ ରଥ l ଏହି ଅବସରରେ  ଏକ ବିକାଶ ବାହାନ ର ଶୁଭାରମ୍ଭ ହୋଇଥିଲା l ସରକାର କରିଥିବା ଯୋଜନା ମାନ ର ସଫଳ ରୂପାୟନ  ଏବଂ ଆଉ ବାକିଥିବା ଯୋଜନା ଗୁଡିକ ସଫଳ କରିବା ଲାଗି ସରକାର ପ୍ରତିଶୃତି ବଦ୍ଧ ବୋଲି ଏହି ରଥ ମାଧ୍ୟମରେ ସାଧାରଣ ଜନତା ଙ୍କ ନିକଟରେ ପହଞ୍ଚାଯାଉଛି। ଏହିକ୍ରମେ  ଆଗଲପୁର  ବ୍ଲକ ରିନବଚନ ପଂଚାୟତ ପରିସରରେ ବିକାଶ ବାହାନ ରଥ ର ଶୁଭ ଉଦ୍ଘାଟନ  ହୋଈଥିଲା l ଉକ୍ତ କାର୍ଯ୍ୟକ୍ରମ ଟି ପିଇଓ ଭୋଳା ମାଝୀ ଓ ସରପଞ୍ଚ ପ୍ରମିଳା ଦୋରା ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ  ଜିପିଓ ସୌଭାଗ୍ୟ ପଧାନ, ଏଡିଓ ଗୋପାଳ ପୁରୋହିତ,  ବିଧାୟକ ଙ୍କ ପ୍ରତନିଧି ପିତାମ୍ବର କଣ୍ଟା, ବିପିଏମ ଅଭି ସାହୁ ମଂଚାସୀନ ଥିଲେ ଏହି ବିକାଶ ରଥ କାର୍ଯ୍ୟକ୍ରମ ରେ ପଂଚାୟତ କୁ ପହଞ୍ଚି ଭିଡିଓ ଗ୍ରାଫି ଜରିଆରେ ଜନସାଧାରଣ ଙ୍କୁ ସଚେତନତା ର ବାର୍ତ୍ତା ଦେଇଥିଲା।ଏହି ଅବସରରେ ଅନ୍ତୋଦୟ ଯୋଜନା ର କାର୍ଯ୍ୟାଦେଶ,ଜବକାର୍ଡ, ସ୍ୱାସ୍ଥ୍ୟ କାର୍ଡ, ରାସନ କାର୍ଡ ଓ ୮୦ ବର୍ଷ ରୁ ଉର୍ଦ୍ଧ ବ୍ୟକ୍ତି ଙ୍କୁ ୩୫୦୦ ଟଙ୍କା ଭତ୍ତା ପ୍ରଦାନ ସମୁଦାୟ 13 ଟି ବଣ୍ଟନ କରାଗଲା l ସରକାର ଲୋକାଭିମୁଖୀ ଯୋଜନା ସମ୍ପର୍କ ରେ ଲୋକଙ୍କୁ ସଚେତନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like