-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||     

HOME   ଜିଲ୍ଲା

ଡୁଡୁକା ପଂଚାୟତ ରେ ବିକାଶ ବାହାନ ରଥ ର ଶୁଭାରମ୍ଭ

20-Jun-2025



ଆଗଲପୁର, (ବିନୋଦ ଦୀପ) ଓଡିଶା ସରକାର ର ଏକ ବର୍ଷ ପୂର୍ତ୍ତି ଅବସରରେ ଜୁନ ମାସ ୧୨ ତାରିଖ ରୁ ଆରମ୍ଭ ହୋଇଛି ଏହି ବିକାଶ ରଥ l ଏହି ଅବସରରେ  ଏକ ବିକାଶ ବାହାନ ର ଶୁଭାରମ୍ଭ ହୋଇଛି l ସରକାର କରିଥିବା ଏକ ବର୍ଷ ଯୋଜନା ମାନ ର ସଫଳ ରୂପାୟନ  ଏବଂ ଆଉ ବାକିଥିବା ଯୋଜନା ଗୁଡିକ ସଫଳ କରିବା ଲାଗି ସରକାର ପ୍ରତିଶୃତି ବଦ୍ଧ ବୋଲି ଏହି ରଥ ମାଧ୍ୟମରେ ସାଧାରଣ ଜନତା ଙ୍କ ନିକଟରେ ପହଞ୍ଚାଯାଉଛି। ଏହିକ୍ରମେ  ଆଗଲପୁର  ବ୍ଲକ ଡୁଡୁକା ପଂଚାୟତ ପରିସରରେ ବିକାଶ ବାହାନ ରଥ ର ଆଜି ଶୁଭ ଉଦ୍ଘାଟନ  ହୋଈଥିଲା l

ଉକ୍ତ କାର୍ଯ୍ୟକ୍ରମ ଟି ପିଇଓ ସରତ ପୁଟେଲ ଓ ସରପଞ୍ଚ ଅଶୋକ ପଟେଲ ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ  ଜିପିଓ ସୌଭାଗ୍ୟ ପଧାନ, ଏଡିଓ ଚିତ୍ତରଞ୍ଜନ ଭୋଇ, ସମିତି ସଭ୍ୟ ଉମାକାନ୍ତ ପଟେଲ, ଯୋଗାଣ ସହାୟକ ଜୟକିଶୋର ପଟେଲ,  ବିପିଏମ ଅଭି ସାହୁ ମଂଚାସୀନ ଥିଲେ ଏହି ବିକାଶ ରଥ କାର୍ଯ୍ୟକ୍ରମ ରେ ପଂଚାୟତ କୁ ପହଞ୍ଚି ଭିଡିଓ ଗ୍ରାଫି ଜରିଆରେ ଜନସାଧାରଣ ଙ୍କୁ ସଚେତନତା ର ବାର୍ତ୍ତା ଦେଇଥିଲା l ଏହି ଅବସରରେ ଅନ୍ତୋଦୟ ଯୋଜନା ର କାର୍ଯ୍ୟାଦେଶ,ଜବକାର୍ଡ, ସ୍ୱାସ୍ଥ୍ୟ କାର୍ଡ, ରାସନ କାର୍ଡ ଓ ୮୦ ବର୍ଷ ରୁ ଉର୍ଦ୍ଧ ବ୍ୟକ୍ତି ଙ୍କୁ ୩୫୦୦ ଟଙ୍କା ଭତ୍ତା ପ୍ରଦାନ ସମୁଦାୟ 42 ଟି ବଣ୍ଟନ କରାଗଲା l ସରକାର ଲୋକାଭିମୁଖୀ ଯୋଜନା ସମ୍ପର୍କ ରେ ଲୋକଙ୍କୁ ସଚେତନ କରାଗଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   25-Jun-2026
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026

You Might Also Like