-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

*ସୋନପୁର ମାରୱାଡ଼ି ଯୁବା ମଞ୍ଚ ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*- *୩୭ ୟୁନିଟ ରକ୍ତ ସଂଗ୍ରହ*-

20-Jun-2025



ସୋନପୁର  (ମନୋରଞ୍ଜନ ତ୍ରିପାଠୀ)
ଅଲ୍ ଓଡିଶା ମାରୱାଡ଼ି ଯୁବା ମଞ୍ଚ ପକ୍ଷରୁ ଆଜି ସୋନପୁର ମାରୱାଡ଼ି ଧର୍ମଶାଳା ଠାରେ ଏକ ମେଗା ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଛି l ସୁବର୍ଣ୍ଣପୁର ଏସପି ଶ୍ରୀ ନାରାୟଣ ନାୟକ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏହାକୁ ଉଦଘାଟନ କରି  ଆୟୋଜକ ଓ ରକ୍ତ ଦାତା ଙ୍କୁ ଉତ୍ସାହିତ କରିଥିଲେ l ଯୁବା ମଞ୍ଚ ର ସଭାପତି ରଜତ ଅଗ୍ରୱାଲ ଙ୍କ ସଭାପତିତ୍ବ ରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମ ରେ ସମ୍ମାନିତ ଅତିଥି ଭାବରେ ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସା ଲୟ ର ଏଡିଏମଓ ଡ଼ା ଦୁର୍ଗା ଦତ୍ତ ଦାଶ, ଯୁବା ମଞ୍ଚ ସଂପାଦକ ଅଙ୍କିତ ଅଗ୍ରୱାଲ, ପ୍ରାନ୍ତୀୟ ଉପାଧ୍ୟକ୍ଷ ଅଙ୍କିତ ଅଗ୍ରୱାଲା, ମାରୱାଡ଼ି ସମାଜ ସଭାପତି ଗୋପାଳ ଭୁତ, ମହିଳା ସମିତି ସଭାପତି ମିନା ଅଗ୍ରୱାଲ, ବ୍ଲଡ କନଭେନର୍ ରାଘବ ଅଗ୍ରୱାଲା ଯୋଗ ଦେଇ ରକ୍ତ ଦାତା ଙ୍କୁ ଉତ୍ସାହିତ କରିଥିଲେ l ସୋନପୁର କଲେଜ୍ ଏନ୍ ସି ସି ଲେଫ୍ଟେନେଣ୍ଟ ଆଶିଷ କୁମାର ଅଗ୍ରୱାଲ ସଭା ସଂଯୋଜନା କରି ଅତିଥି ପରିଚୟ କରିଥିଲେ l  ଯୁବା ମଞ୍ଚ ତଥା ମାରୱାଡି ସମାଜ ର ବରିଷ୍ଠ ନନ୍ଦୁ କମାଣି, ମନୋଜ୍ ଅଗ୍ରୱାଲା, ଶେଖର ଭୁତ, ପ୍ରହଲ୍ଲାଦ ଅଗ୍ରୱାଲା, ଅମିତ୍ ଅଗ୍ରୱାଲା ପ୍ରମୁଖ ସମସ୍ତ ସଦସ୍ୟ ସହଯୋଗ କରିଥିଲେ l

ସାରା ଭାରତ ରେ ଆଜି ୭୦୦ ଗୋଟି ଶାଖା ରେ ଏହି କାର୍ଯ୍ୟକ୍ରମ ଆୟୋଜନ କରା ଯାଇଥିବା ବେଳେ ସୋନପୁର ଜିଲ୍ଲା ଶାଖା ର ମେଗା ରକ୍ତ ଦାନ ଶିବିର ରେ ଆଜି ଜିଲ୍ଲା ର ବିଶିଷ୍ଟ ସମାଜସେବୀ ତଥା ଆୟୋଜକ ଓ ରକ୍ତ ଦାତା ଙ୍କ ପ୍ରେରଣା ଦାତା ଭାବରେ ଶ୍ରୀ ଶ୍ରୀବତ୍ସ ମଲ୍ଲିକ ଙ୍କୁ ମୁଖ୍ୟ ଅତିଥି ସୁବର୍ଣ୍ଣପୁର ଏସପି ନାରାୟଣ ନାୟକ ଙ୍କ ଦ୍ଵାରା ସମ୍ବର୍ଧିତ କରାଯାଇଥିଲା l ସେହିପରି ସାରା ବିଶ୍ୱ କୁ ସ୍ଵଚ୍ଛତା ଓ ସର୍ବ ଧର୍ମ ସମନ୍ୱୟ ର ବାର୍ତ୍ତା ପହଞ୍ଚାଉଥିବା ତଥା ରକ୍ତ ଦାତା ଙ୍କ ଉତ୍ସାହ ଦାତା ସ୍ବଚ୍ଛ ଭାରତ ସଙ୍ଗଠନ ସଭାପତି ଶୟଦ୍ ଅଲି ମୂଲ ଇସଲାମ,  ଜିଲ୍ଲା ରେ ସମସ୍ତ ପ୍ରକାର ସେବା କାର୍ଯ୍ଯ ରେ ଅଂଶ ଗ୍ରହଣ ତଥା ଅଗ୍ରଣୀ ଭୂମିକା ନିଭାଇ ଥିବା ମହିଳା ସେଚ୍ଛାସେବୀ ଭାବେ ଇନ୍ଦୁ ମତି ପୁରୋହିତ, ମନ୍ଦୀର ମାଳିନୀ ସହର ର ମନ୍ଦିର ମାନଙ୍କ ସୁରକ୍ଷା ଓ ଶୃଙ୍ଖଳା ତଥା ଚାଷୀ ଙ୍କ ପାଇଁ ଉତ୍ସର୍ଗୀକୃତ ସେବା ପ୍ରଦାନ କ୍ଷେତ୍ର ରେ ଉଲ୍ଲେଖନୀୟ ଭୂମିକା ରହି ଥିବା ବୈକୁଣ୍ଠ ଶତପଥି, ଓ  ସ୍ଵଚ୍ଛତା, ରକ୍ତ ଦାନ, ଯୋଗ, ପରିବେଶ ତଥା ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଉତ୍ତମ ସେବା ପାଇଁ ପ୍ରମୋଦ କୁମାର ସାହୁ ଓ ସମସ୍ତ ରକ୍ତ ଦାତା ଙ୍କୁ ଏସପି ଶ୍ରୀ ନାୟକ ଓ ଯୁବା ମଞ୍ଚ ରାଜ୍ୟ କର୍ମକର୍ତା ଙ୍କ ଦ୍ଵାରା ସମ୍ବର୍ଧିତ କରାଯାଇଥିଲା l ସହର ର ବହୁ ବୁଦ୍ଧିଜୀବି, ସମାଜ ସେବୀ ଓ ମିଡିଆ ଏହି କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ l ସମୁଦୟ ୩୭ ୟୁନିଟ୍ ମଧ୍ୟରୁ ୧୦ ଜଣ ଏନ୍ ସି ସି କ୍ୟlଡେଟ୍ସ  ଓ ୮ ଜଣ ମହିଳା ରକ୍ତ ରକ୍ତ ଦାନ କରିଥିଲେ l


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like