-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ବନ୍ୟା ଆଶ୍ରୟସ୍ଥଳୀରେ ବିପର୍ଯ୍ୟୟ ମୁକାବିଲା ଓ ସାମୂହିକ ଅଭ୍ୟାସ

20-Jun-2025



ମାଲକାନଗିରି(କେଶବଚନ୍ଦ୍ର ନାୟକ): ଜିଲ୍ଲାର ବିଭିନ୍ନ ବହୁମୁଖି ବନ୍ୟା ଆଶ୍ରୟସ୍ଥଳୀ ପରିସରରେ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ସଚେତନତା ଓ ସାମୂହିକ ଅଭ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାର ବଦିଲି, ଗିରକାନ ପଲ୍ଲୀ , ମୋଟୁ ଓ ଧୂଙ୍ଗିଆପୁଟ ଠାରେ ୪ ଗୋଟି ବହୁମୁଖି ବନ୍ୟା ଆଶ୍ରୟ ସ୍ଥଳୀ ରହିଛି। ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ଓସଡମା ରାଜ୍ୟ ପର୍ଯ୍ୟବେକ୍ଷକ ଅରୁଣ କୁମାର ପ୍ରଧାନ ଓ ଜରୁରୀ କାଳୀନ ଅଧିକାରୀ ପ୍ରଫୁଲ୍ଲ ବେହେରା, ଗିରକାନ ପଲ୍ଲୀ ବନ୍ୟା ଆଶ୍ରୟସ୍ଥଳୀ ଗସ୍ତ କରିଥିଲେ। ଉପ ଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ, ମାଥିଲି ବିଡିଓ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଧୂଙ୍ଗିଆପୁଟ ସ୍ଥିତ ବନ୍ୟା ଆଶ୍ରୟସ୍ଥଳୀ ଗସ୍ତ କରିଥିଲେ। ରାଜ୍ୟ ପର୍ଯ୍ୟବେକ୍ଷକ ,ଜିଲ୍ଲା ଶିକ୍ଷା ଅଧିକାରୀ, ତହସିଲଦାର ମାଲକାନଗିରି ବଦିଲି ସ୍ଥିତ ଆଶ୍ରୟସ୍ଥଳୀ ଗସ୍ତ କରିଥିଲେ। ସେହିପରି କାଲିମେଳା ତହସିଲଦାର ମୋଟୁ ସ୍ଥିତ ବନ୍ୟା ଆଶ୍ରୟସ୍ଥଳୀ ଗସ୍ତ କରି ଅଭ୍ୟାସ କାର୍ଯ୍ୟକ୍ରମ ଦେଖିଥିଲେ। ଆଗାମୀ ଦିନରେ ପ୍ରାକୃତିକ ବିପର୍ଯ୍ୟୟ ପୂର୍ବ ଓ ପରବର୍ତ୍ତୀ ଅବସ୍ଥାକୁ ଲକ୍ଷ୍ୟ ରଖି ଧନ ଜୀବନ ସୁରକ୍ଷା ରଖିବା ସହିତ ବିପର୍ଯ୍ୟୟ ସମୟରେ ନିଜକୁ ପ୍ରସ୍ତୁତ ରଖି ଅନ୍ୟ ମାନଙ୍କୁ ସୁରକ୍ଷା କରିବା ପାଇଁ ଅତିଥି ବୃନ୍ଦ ପରାମର୍ଶ ଦେଇଥିଲେ। ଅଗ୍ନିଶମ ବିଭାଗର ଅଧିକାରୀ ବୃନ୍ଦ ବନ୍ୟା, ବାତ୍ୟା, ବଜ୍ରାଘାତ, ଭୂମିକମ୍ପ, ସର୍ପଘାତ ପ୍ରାଥମିକ ଚିକିତ୍ସା ଉପରେ ଉପାଦେୟତା ତଥ୍ୟ ପ୍ରଦାନ କରିବା ସହିତ ବିଭିନ୍ନ ପ୍ରକାର କୌଶଳ ପ୍ରଦର୍ଶନ କରାଇଥିଲେ। ବିଭିନ୍ନ ଗ୍ରାମର ବିପର୍ଯ୍ୟୟ ପରିଚାଳନା ପାଇଁ ସତର୍କ ସୂଚନା, ଉଦ୍ଧାରକାରୀ ଦଳ, କ୍ଷୟକ୍ଷତି ଆକଳନ, ରିଲିଫ୍ ଥଇଥାନ ଆଦି ଦଳ ଗଠନ କରିବା ସହିତ ବିପର୍ଯ୍ୟୟ ସମୟରେ ସରକାରୀ କର୍ମଚାରୀଙ୍କ ସହିତ ସହଯୋଗ କରି ଜନସାଧାରଣଙ୍କୁ ସାହାଯ୍ୟ କରିବା ନିମନ୍ତେ ପରାମର୍ଶ ଦିଆଯାଇଥିଲା।  ଓଡ୍ରାଫ୍ ଓ ଅଗ୍ନିଶମ ଦଳଙ୍କ ତତ୍ତ୍ବବଧାନରେ ଏକ ମକ୍ ଡ୍ରିଲ ଅଭ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜରୁରୀ କାଳୀନ ବିଭାଗର କର୍ମଚାରୀ କୁନା ନାୟକ ଏହାକୁ ଆୟୋଜନ କରିବାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like