-+91-9937148622 |

prerana_bgr@rediffmail.com |

  Sunday 28th June 2026 |

| | | |

R.N.I. Regd No. ODIODI/2010/46693

Breaking News

*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||     

HOME   ଜିଲ୍ଲା

ସଚେତନ କଲା ବିକାଶ ବାହନ ରଥ

21-Jun-2025



ବେଲପଡ଼ା(ତ୍ରିନାଥ ବାଗ): ବଲାଙ୍ଗୀର ଜିଲ୍ଲା ବେଲପଡ଼ା ବ୍ଲକ ପଣ୍ଡରିଯୋର ପଞ୍ଚାୟତ ପରିସରରେ ଶୁକ୍ରବାର ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବିକାଶ ବାହନ ରଥକୁ ସ୍ୱାଗତ କରାଯାଇଥିଲା Iଏହି ଅବସରରେ ଏଲ୍ଇଡ଼ି ମାଧ୍ୟମରେ ସରକାରଙ୍କ ବିଭିନ୍ନ ଯୋଜନା ଉପରେ ଲୋକଙ୍କୁ ସଚେତନ କରାଯାଇଥିଲା Iଆୟୋଜିତ ସଭାରେ ସରପଞ୍ଚ ଶ୍ରୀମତୀ ସୁଶୀଳା ମେହେର ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସାରଥୀ ସାହୁ,

ସମ୍ମାନିତ ଅତିଥି ଭାବେ ଯୋଗାଣ ଅଧିକାରୀ ଦୁର୍ଗା ପ୍ରସାଦ ରଥ, ଶିଶୁ ବିକାଶ ପ୍ରକଳ୍ପ ଅଧିକାରିଣୀ ବିଦ୍ୟୁତପ୍ରଭା ନାଗ, ପିଇଓ ଅନୁରାଧା ସାହୁ, ଏଡ଼ିଇଓ ନୟନା କାଣ୍ଡ, ଜିଆର୍ ଏସ ଅନିଲ ତାଣ୍ଡି, ଯୋଗାଣ ସହାୟକ ନାରାୟଣ ଯୁଏଡ଼, ସମାଜ ସେଵୀ ଗିରିଧାରୀ ମେହେର, ସାମାଜିକ ସୁରକ୍ଷା ଅଧିକାରୀ ଅଭିଜିତ ସେଠ, ସ୍ୱାସ୍ଥ୍ୟ ବିଭାଗ, ଅଙ୍ଗନବାଡି ଓ ଆଶା କର୍ମୀ, ଏମ ଵି କେ, ସି ଆର ପି ଏବଂ ସମସ୍ତ ସ୍ୱୟଂ ସହାୟକ ଗୋଷ୍ଠୀ ମହିଳାଙ୍କ ସମେତ ପୁରୁଷ, ମହିଳା ଯୋଗଦାନ କରିଥିଲେ I ଏହି ଅବସରରେ ୯ଜଣଙ୍କୁ ରାସନ କାର୍ଡ, ୧୧ଜଣ ବିଧବା ମହିଳାଙ୍କୁ ବର୍ଦ୍ଧିତ ପେନ୍‌ସନ,୧୫ ଜଣଙ୍କୁ ଗୃହ କାର୍ଯ୍ୟଦେଶ,୫ ଜଣଙ୍କୁ ଜବ୍ କାର୍ଡ ଆଦି ପ୍ରଦାନ କରାଯାଇଥିଲା I


News Comment




Photo in News

Advertisment
Lastest News
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026
  ଜିଲ୍ଲା  
ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   27-Jun-2026
  ଜିଲ୍ଲା  
ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   27-Jun-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   27-Jun-2026
  ଜିଲ୍ଲା  
ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   27-Jun-2026
  ଜିଲ୍ଲା  
ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ   27-Jun-2026
  ଜିଲ୍ଲା  
ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   27-Jun-2026
  ଜିଲ୍ଲା  
ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   27-Jun-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   27-Jun-2026

You Might Also Like