-+91-9937148622 |

prerana_bgr@rediffmail.com |

  Thursday 30th April 2026 |

| | | |

R.N.I. Regd No. ODIODI/2010/46693

Breaking News

ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   (29-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    (29-Apr-2026)       ||      ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ    (29-Apr-2026)       ||      ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   (29-Apr-2026)       ||      ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   (29-Apr-2026)       ||      ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   (29-Apr-2026)       ||      ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   (29-Apr-2026)       ||      ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    (29-Apr-2026)       ||      *ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   (29-Apr-2026)       ||      ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   (29-Apr-2026)       ||      ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   (29-Apr-2026)       ||      ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   (29-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବଲାଙ୍ଗୀର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର   (29-Apr-2026)       ||      ନାରୀଶକ୍ତି ବନ୍ଦନ ଅଧିନିୟମ ଶୀର୍ଷକ ଆଲୋଚନାଚକ୍ର   (29-Apr-2026)       ||      *ଡାବୁଗାଁ ଥାନା ହାଜତରେ ଜଣେ ଯୁବକଙ୍କ ମୃତ୍ୟୁ........ହତ୍ୟା ଅଭିଯୋଗ ଆଣିଲେ ପରିବାର ବର୍ଗ*   (29-Apr-2026)       ||      *ସୋନପୁର ମହାରାଜା ବିରମିତ୍ରୋଦୟ ସିଂହ ଦେଓ ଙ୍କ ୮୯ ତମ ଶ୍ରାଦ୍ଧ ଦିବସ ପାଳିତ*   (29-Apr-2026)       ||      ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି କହିଲେ ପିସିସି ସଭାପତି ଭକ୍ତ ଦାସ   (29-Apr-2026)       ||      ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   (29-Apr-2026)       ||      ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   (29-Apr-2026)       ||      ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    (29-Apr-2026)       ||     

HOME   ଜିଲ୍ଲା

ତୁଷୁରାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

21-Jun-2025



ତୁଷୁରା (ପଞ୍ଚାନନ ନାଏକ) ବଲାଙ୍ଗୀର ଜିଲ୍ଲା ତୁଷୁରା ସହରର ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନ୍ତର୍ଜାତୀୟ ଯୋଗ ଦିବସ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ସମାଜସେବୀ ରାଧାରମଣ କେଡିଆ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଯୁବ ସାମ୍ବାଦିକ ତଥା ରାଜ୍ୟ ଜୈନ ତେରାପନ୍ଥ ସଭାର ମିଡିଆ ପ୍ରଭାରୀ ମନୋଜ କୁମାର ଜୈନ ଯୋଗ ଦେଇଥିଲେ କହିଥିଲେ ଯେ, ଯୋଗ ଦ୍ବାରା ଲୋକେ ସୁସ୍ଥମୟ ଜୀବନ ବଞ୍ଚିପାରିବେ ବୋଲି ମତବ୍ୟକ୍ତ କରିଥିଲେ । ଯୋଗଗୁରୁ ସନ୍ତୋଷ କୁମାର ସାହୁ ଶିବିରାର୍ଥୀଙ୍କୁ ଯୋଗ ଶିକ୍ଷା ଦେବା ସହ  ପ୍ରତ୍ୟେକ ଦିନ ଅଭ୍ୟାସ କରିବା ପାଇଁ କହିଥିଲେ । ଅଖିଳ ଭାରତୀୟ ମାରୱାଡ଼ି ମହିଳା ସମ୍ମିଳନୀ ତୁଷୁରା ଶାଖାର ବାଳ ବିକାଶ ପ୍ରମୁଖ ଊଷା କେଡିଆଙ୍କ ନେତୃତ୍ବରେ ସଭାନେତ୍ରୀ  ଶାରଦା କେଡିଆ, ସମ୍ପାଦିକା ସୁଶୀଳା ଅଗ୍ରୱାଲ, ସଦସ୍ୟା ରାମା ଦେବୀ ଜୈନ, ମଞ୍ଜୁ କେଡିଆ ଓ ସ୍ବିଟି ଅଗ୍ରୱାଲ ପ୍ରମୁଖ ଶିବିରରେ ଯୋଗ ଦେଇ ଶିବିରାର୍ଥୀ ମାନଙ୍କୁ ବିସ୍କୁଟ ଓ ଫ୍ରୁଟ ଜୁସ୍ ବଣ୍ଟନ କରିଥିଲେ। ଶିକ୍ଷୟିତ୍ରୀ ରଞ୍ଜିତା ନାଗ ଓ ଆକାଂକ୍ଷା ରାଣୀ ଯୋଶୀ ସହଯୋଗ କରିଥିବା ବେଳେ ଶିକ୍ଷୟିତ୍ରୀ ବିନ୍ଦୁ ମାହାଣା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   29-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    29-Apr-2026
  ରାଜ୍ୟ  
ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ   29-Apr-2026
  ରାଜ୍ୟ  
ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   29-Apr-2026
  ଜିଲ୍ଲା  
ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   29-Apr-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   29-Apr-2026
  ଜିଲ୍ଲା  
ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   29-Apr-2026
  ଜିଲ୍ଲା  
ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    29-Apr-2026
  ଜିଲ୍ଲା  
*ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   29-Apr-2026
  ଦେଶ ବିଦେଶ  
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   29-Apr-2026
  ରାଜ୍ୟ  
ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   29-Apr-2026
  ଜିଲ୍ଲା  
ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   29-Apr-2026

You Might Also Like