-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିରରେ ବିପର୍ଯ୍ୟୟ ପରିଚାଳନା ନିମନ୍ତେ ଟେବୁଲ ଟପ ବୈଠକ ଅନୁଷ୍ଠିତ 

21-Jun-2025



ବଲାଙ୍ଗିର(ଦେବାଶିଷ ବହିଦାର): ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ନିମନ୍ତେ ଆଜି ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ ଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଟେବୁଲ ଟପ ଏକ୍ସରସାଇଜ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ରହି ଥିଲେ। ଏହି ଟେବୁଲ ଟପ ଏକ୍ସରସାଇଜର ମୂଳ ଉଦ୍ଦେଶ୍ୟ

ରହିଥିଲା ବିଭିନ୍ନ ସମୟରେ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଥିବା ବେଳେ ବନ୍ୟା, ବାତ୍ୟା, ସାପକାମୁଡା, ବଜ୍ରପାତ ସମୟରେ ଜନସାଧରଣଙ୍କ ଧନ ଜୀବନକୁ ହ୍ରାସ  କରିବା । ବଲାଙ୍ଗିର ଜିଲ୍ଲାରେ ସଫଳଭାବେ ବିପର୍ଯ୍ୟୟ ପରିଚାଳନା ନିମନ୍ତେ ଜିଲ୍ଲାସ୍ତରୀୟ ,ବ୍ଲକ ସ୍ତରୀୟ ଓ ସମସ୍ତ ପୌରାଞ୍ଚଳର ଅଧିକାରୀ ମାନଙ୍କର କାର୍ଯ୍ୟଦକ୍ଷତା ଏବଂ କୁଶଳତାକୁ ସଠିକ ଭାବେ ବିକାଶ କରି ଉପଯୋଗ କରାଯିବା ପାଇଁ ଆଲୋଚନା ହୋଇଥିଲା। ଜିଲ୍ଳାର ସମସ୍ତ ବିଭାଗୀୟ ଅଧିକାରୀ ସମ୍ଭାବ୍ୟ ବିପର୍ଯ୍ୟୟକୁ ସମ୍ମୁଖୀନ ହେବା ପୂର୍ବରୁ ଏହାର ମୁକାବିଲା

କରିବା ପୂର୍ବରୁ ଏହାର ମୁକାବିଲା ପାଇଁ ବ୍ୟାପକ ସଜାଗ ରହିବା ପାଇଁ ପରାମର୍ଶ ଦିଆଯାଇଛି। ବିପର୍ଯ୍ୟୟ ସମୟରେ ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀ ଗୋଟିଏ ଟିମ୍ ହୋଇ କାର୍ଯ୍ୟ କରିବା ସହିତ ପ୍ରଭାବିତ ଜନସାଧରଣଙ୍କୁ ଖାଦ୍ୟ, ଔଷଧ, ପାନୀୟ ଜଳ, ଚୁଡ଼ା, ଗୁଡ଼ ମହଜୁଦ ରଖିବା ଓ ସଠିକ ଭାବରେ ପରିଚାଳନା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ସହ ବିପର୍ଯ୍ୟୟ ସମୟରେ ସବୁ ବିଭାଗର ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ ଅନୁରୋଧ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ରେ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା ସଂସ୍ଥାର ବିଶେଷଜ୍ଞ ଯୋଗ ଦେଇଥିଲେ । ଆପାତକାଳୀନ ବିଭାଗ ତରଫରୁ ଏହି ବୈଠକ ଅନୁଷ୍ଠିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like