-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ■ “ବିଶ୍ୱକୁ ଭାରତ ଦେଇଥିବା ଶ୍ରେଷ୍ଠ ଉପହାର ମଧ୍ୟରୁ ଯୋଗ ଅନ୍ୟତମ”

21-Jun-2025



“ଏକ ପୃଥିବୀ , ଏକ ସ୍ଵାସ୍ଥ୍ୟ” ପାଇଁ ଯୋଗ 

ବଲାଙ୍ଗିର(ଦେବାଶିଷବହିଦାର):  ଆଜି ଅନ୍ତର୍ଜାତୀୟ ଯୋଗ ଦିବସ ଅଵସରରେ ବଲାଙ୍ଗିର ଜିଲ୍ଲା ପ୍ରଶାସନ ତରଫରୁ ସ୍ଥାନୀୟ ପୃଥ୍ବୀରାଜ ଇଂଡୋର ଷ୍ଟାଡିୟମଠାରେ ସାମୁହିକ ଯୋଗାଭ୍ୟାସ ଅନୁଷ୍ଠିତ କରାଯାଇଛି । ଏହି ଯୋଗ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଗୌରୱ ଶୀୱାଜୀ ଈସାଲୱାର , ଅତିରିକ୍ତ ଜିଲ୍ଲାପାଳ ଡ଼. ବିଜୟାନନ୍ଦ ସେଠୀ, ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ପ୍ରଭାତ କୁମାର ମହାପାତ୍ର , ଜିଲ୍ଲା

ପରିଷଦ ଅତିରିକ୍ତ ପ୍ରକଳ୍ପନିର୍ଦ୍ଦେଶକ ତରଣୀ ସୁନା, ବଲାଙ୍ଗିର ବିଡିଓ ହୃଷୀକେଶ ଗଣ୍ଡ ଉପସ୍ଥିତ ରହି ଅନ୍ୟମାନଙ୍କ ସହ ଯୋଗାସନ କରିଥିଲେ । ସମଗ୍ର ବିଶ୍ୱରେ ଗୁରୁତ୍ୱ ବହନ କରୁଥିବା ଏହି ଦିବସର ପାଳନ ନିମନ୍ତେ ଜିଲ୍ଲା ପ୍ରଶାସନ ବ୍ୟାପକ ଆୟୋଜନ କରିଥିଲା । ବିଦ୍ୟାଳୟର ଛାତ୍ରଛାତ୍ରୀ, ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତା, ଖେଳାଳି, ସରକାରୀ/ବେସରକାରୀ ସଂସ୍ଥାର କର୍ମଚାରୀ, ସାମ୍ବାଦିକ ତଥା ସ୍ୱାସ୍ଥ୍ୟ ପ୍ରତି ସଚେତନ ଥିବା ବ୍ୟକ୍ତି ଏଥିରେ ଯୋଗ ଦେଇଥିଲେ । ମନ୍ତ୍ର ଉଚ୍ଚାରଣ ପରେ ପରେ ସ୍ବାମୀ ବିଜ୍ଞାନ ଚୈତନ୍ନ୍ୟା ନନ୍ଦ ସରସ୍ୱତୀ, ଶଶିକାନ୍ତ ରାଉତ,ଦିଲୀପ କୁମାର ପ୍ରଧାନ,ନିଲୁ ପ୍ରଧାନଙ୍କ ଦ୍ୱାରା ଯୋଗାଭ୍ୟାସ କରାଯାଇଥିଲା। ପଦ୍ମାସନ,ତାଡାସନ, ଭୁଜଙ୍ଗାସନ, କପାଳ ଭାରତୀ ଓ ଶବାସନ ଭଳି ବିଭିନ୍ନ ଯୋଗାସନ କରାଯାଇ ସେ ସବୁର ଆମ ଶରୀର ପାଇଁ ଥିବା ଉପାଦେୟତା ବାବଦରେ ବୁଝାଇଥିଲେ ।

ପରିଶେଷରେ ଶପଥପାଠ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କ୍ରୀଡ଼ା ଅଧିକାରୀ ପରାଶର ବାଘ, ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମୀ ରଞ୍ଜନ ମିଶ୍ର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସରୋଜ କୁମାର ସାହୁ  ଓ ଅନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ତଥା ଜିଲ୍ଲାପାଳଙ୍କ ଅଫିସର  କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like