-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ସିଙ୍ଘିଯୁବା ଠାରେ ବିଶ୍ୱ ଯୋଗ ଦିବସ ପାଳିତ

21-Jun-2025



ବିନିକା, ତା ୨୧/୬(ପ୍ରେରଣା ଖବର): ସୁବର୍ଣ୍ଣପୁର ଜିଲ୍ଲା ବିନକା ବ୍ଲକ୍ ଅନ୍ତର୍ଗତ ଆଞ୍ଚଳିକ ଉଚ୍ଚ  ବିଦ୍ୟାଳୟ ସିଙ୍ଘିଯୁବା ଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ରବିଚନ୍ଦ୍ର ପଶାୟତଙ୍କ ମାର୍ଗଦର୍ଶନ ରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ ହୋଇଯାଇଛି। ଶିକ୍ଷକ ହେମନ୍ତ ମେଶୁଆଙ୍କ ପରିଚାଳନାରେ   ଆୟୋଜିତ ହୋଇଥିବା କାର୍ଯ୍ୟକ୍ରମରେ  ଶିକ୍ଷାବିତ୍ ତଥା  ବିଦ୍ୟାଳୟର  ପରିଚାଳନା କମିଟି ସଭାପତି ଶ୍ରୀ ଫଗୁନୁ କୁମ୍ଭାର ସମ୍ମାନିତ ଅତିଥି ଭାବରେ ଯୋଗଦାନ କରି ସୁସ୍ଥ ଜୀବନ ଯାପନ ପାଇଁ ଯୋଗ ସମସ୍ତଙ୍କ ପାଇଁ ଅପରିହାର୍ଯ୍ୟ ବୋଲି ମତବ୍ୟକ୍ତ କରିଥିଲେ। ଶିକ୍ଷକ ଶିବ ଶଙ୍କର ଭୁଏ ଯୋଗ ଦିବସକୁ ସଂଯୋଜନା କରିବା ସହ ଏ ବର୍ଷ ର ବିଷୟ "ଏକ ଦେଶ ଏକ ସ୍ବାସ୍ଥ୍ୟ ପାଇଁ ଯୋଗ" ବିଷୟରେ   ଧାରଣ ପ୍ରଦାନ କରିଥିଲେ। ଖେଳ ଶିକ୍ଷକ ମଳୟ ରଞ୍ଜନ ସାହୁ  ଛାତ୍ର ଛାତ୍ରୀ ମାନଙ୍କୁ ବିଭିନ୍ନ ଯୋଗ ଅଭ୍ୟାସ କରାଇଥିଲେ । ଶିକ୍ଷକ ଅନିଲ କୁମାର ସେଠୀ ଛାତ୍ରଛାତ୍ରୀ ମାନଙ୍କୁ ଯୋଗ ଅଭ୍ୟାସ ଉଦ୍ଦେଶ୍ୟରେ ଆୟୁଷ ମନ୍ତ୍ରଣାଳୟ ର ନିର୍ଦ୍ଦେଶିତ ଶପଥ ପାଠ କରାଇଥିଲେ।  କାର୍ଯ୍ୟକ୍ରମ ପ୍ରାରମ୍ଭରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ କର୍ମଚାରୀମାନେ ଜାତୀୟ ସ୍ତରରେ ଆୟୋଜିତ ଯୋଗ କାର୍ଯ୍ୟକ୍ରମର ସିଧା ପ୍ରସାରଣ କୁ ଉପଭୋଗ କରିଥିଲେ।  ବିଦ୍ୟାଳୟ ର ଛାତ୍ର ଅଂଶୁମାନ ପଣ୍ଡା, କାର୍ତ୍ତିକ ସ୍ବାମୀ , ଶୁଭେନ୍ଦୁ ଶେଖର ପାଳିତା, ଛାତ୍ରୀ ଶିଳ୍ପୀ ପାତ୍ର ଯୋଗ ଦିବସ ର ନେତୃତ୍ୱ ନେଇଥିଲେ।

ପରିଶେଷ ରେ ହିନ୍ଦୀ ଶିକ୍ଷକ ବିଜୟ କୁମାର ବେହେରା ଧନ୍ୟବାଦ୍ ଅର୍ପଣ କରି ସଭା କୁ ସମାପ୍ତ କରିଥିଲେ । ସଦାନନ୍ଦ ପାଢ଼ୀ ଓ ନିର୍ମଳ ଭୁଏ କାର୍ଯ୍ୟକ୍ରମ କୁ ଆଗକୁ ବଢ଼ାଇବାରେ ବିଶେଷ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like