-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ବିଶେଷ

ମାଓ ଇଲାକା ରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଙ୍ଘ ଏବଂ ସମ୍ବାଦ ଆମ ଓଡିଶା ଦ୍ୱାରା ରକ୍ତଦାନ ଶିବିର

23-Jan-2021



ଖପ୍ରାଖୋଲ (ଗୋରେଖନାଥ ବରିହା ) ଭାରତ ର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏ ଏବଂ ମହାନ ବିପ୍ଲବୀ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଙ୍କ ଜୟନ୍ତୀ ଅବସରରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଙ୍ଘ ଏବଂ ଆମ ଓଡିଶା ରକ୍ତଦାନ ଅଭିଯାନ ଆନୁକୂଲ୍ୟରେ ମାଓ ଇଲାକା ଭାବରେ ଏକଦା ପରିଚିତ ଖପ୍ରାଖୋଲ ବ୍ଲକ ତେଲେନପାଲି ଠାରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ରକ୍ତଦାନ ଶିବିର ର ଶୁଭ ଉଦଘାଟନ  ମୁଖ୍ୟ ଅତିଥି ସୋମନାଥ ପ୍ରଧାନ ଉପଜ଼ିଲ୍ଲାପାଳ ପାଟଣାଗଡ ଙ୍କ କାରକମଳ ରେ ହୋଇଥିଲା .ଏହି କାର୍ଯ୍ୟକ୍ରମ ରେ ସମ୍ମାନିତ ଅତିଥି ଭାବରେ ତରଣୀ ସୁନା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଖପ୍ରାଖୋଲ ,ନିରଞ୍ଜନ ବିଶି ମହାସଚିବ ପଶ୍ଚିମ ଓଡିଶା ଆଦିବାସୀ କଲ୍ୟାଣ ମହାସଙ୍ଘ ଯୋଗ ଦେଇ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ l ରକ୍ତଦାତା ମାନଙ୍କୁ ମୁଖ୍ୟ ଅତିଥି ଶ୍ରୀ ପ୍ରଧାନ ଉପ ଜ଼ିଲ୍ଲାପାଳ ଏବଂ ସମ୍ମାନିତ ଅତିଥି ଗଣ ପ୍ରଶଂସା ପତ୍ର ବଣ୍ଟନ କରିଥିଲେ l ଖପ୍ରାଖୋଲ ବ୍ଲକ ର ଦୁର୍ଗମ ଅଞ୍ଚଳ ତଥା ମାଓ ଇଲାକାରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଙ୍ଘ ରକ୍ତଦାନ ଶିବିର କରି ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ,ଅନ୍ଧ ବିଶ୍ୱାସ ଏବଂ ଭୟ ଭ୍ରାନ୍ତି ମନୋଭାବ କୁ ଦୂର କରିବା କାର୍ଯ୍ୟକ୍ରମ କୁ ଉପ ଜ଼ିଲ୍ଲାପାଳ ଶ୍ରୀ ପ୍ରଧାନ ଭୁରିୟସୀ ପ୍ରଶଂସା କରିଥିଲେ l ଏଭଳିଆ ମାନବ ସେବା କାର୍ଯ୍ୟକ୍ରମ ଜାରି  ରଖିଲେ  ନେତାଜୀ ସୁବାଷ ଚନ୍ଦ୍ର ବୋଷ ଙ୍କ ସପ୍ନ ସାକାର ହେବ ଏବଂ ପରାକ୍ରମ ଦିବସ ସାର୍ଥକ ହେବ ବୋଲି  ମହାସଙ୍ଘ ର ମହାସଚିବ ଶ୍ରୀ ବିଶି ପ୍ରକାଶ କରିଥିଲେ l ରକ୍ତଦାନ ଶିବିର ରେ ପଚିଶ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା  l  ଉପାନ୍ତ ଅଞ୍ଚଳ ର  ତିନି ଜଣ ମହିଳା ସ୍ଵେଛାକୃତ ଭାବରେ ରକ୍ତଦାନ କରିଥିଲେ l  ରକ୍ତଦାନ ଶିବିର କୁ ଆଦିବାସୀ ସଂଘ ର ଖପ୍ରାଖୋଲ ବ୍ଲକ ସଭାପତି ବିପ୍ର ବିଶି , ସମ୍ପାଦକ ନାରାୟଣ କିଶାନ ,ସହ ସମ୍ପାଦକ ଟିକେଶ୍ୱର ଧରୁଆ ,ଉପସଭାପତି ଗୁପ୍ତେଶ୍ୱର କୁଅଁର ,ମୁଖ୍ୟ ଉପଦେଷ୍ଟା ଧରମସିଂ ଧରୁଆ ପରିଚାଳନା କରିଥିବା ବେଲେ ପ୍ରବୀଣ ଅଗ୍ରୱାଲ ,ଜଗବନ୍ଧୁ ମାଝି ,ଭୂପାଲ ବିଶ୍ୱାଳ ,ଗୋଲାପ ବିଶି ,କାଶୀନାଥ ମେହେର ,ଶଶୀ ବିଶି ,କୈଳାଶ ବିଶି ,ଶ୍ରଦ୍ଧାକର ଧରୁଆ ସହଯୋଗ କରିଥିଲେ l ପାଟଣାଗଡ ବ୍ଲଡ଼ ବ୍ୟାଙ୍କ ର କର୍ମଚାରୀ ଏବଂ ଟେକ୍ନିସିଏନ ରକ୍ତଦାନ ଶିବିର ରେ ରକ୍ତ ସଂଗ୍ରହ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like