-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଭାରତୀୟ ମଜଦୂର ସଂଘର ଜିଲ୍ଲା ସମ୍ମିଳନୀ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

21-Jun-2025



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ଭାରତୀୟ ମଜଦୂର ସଂଘ କାର୍ଯ୍ୟାଳୟ ଠାରେ ଆଗାମୀ ଜିଲ୍ଲା ସମ୍ମିଳନୀ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।ଆସନ୍ତା ୨୯ ତାରିଖ ରେ ଏହି ସମ୍ମିଳନୀ ବଲାଙ୍ଗିର ଠାରେ ଅନୁଷ୍ଠିତ ହେବ।ପ୍ରାୟ ୫୦ରୁ ଉର୍ଦ୍ଧ୍ବ ସଭ୍ୟ ସଭ୍ୟା ଯୋଗଦାନ କରିବେ।ଜିଲ୍ଲାରେ ଥିବା ଭାରତୀୟ ମଜଦୂର ସଂଘ ସହ ଅନୁବନ୍ଧିତ ବିଭିନ୍ନ ଶ୍ରମିକ ସଂଗଠନ ର ମୁଖ୍ୟ ମାନଙ୍କୁ ନେଇ ଏହି ସମ୍ମିଳନୀ ଅନୁଷ୍ଠିତ ହେବ।ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା ପର୍ଯ୍ୟଲୋଚନା ହେବ।ଶ୍ରମିକ ମାନଙ୍କ ସମସ୍ୟା ଉପରେ ଆଲୋଚନା ଏବଂ ତାର ସମାଧାନ ପାଇଁ ବିଭିନ୍ନ ପଦକ୍ଷେପ ନେବା ସହ ସରକାର ଙ୍କ ଦୃଷ୍ଟିଗୋଚର କରାଯିବ।ବଲାଙ୍ଗିର ଜିଲ୍ଲାରେ ବସବାସ କରୁଥିବା ଶ୍ରମିକ ମାନେ ଦୀର୍ଘ ବର୍ଷ ହେବ ଅନେକ ସମସ୍ୟାର ସମ୍ମୁଖୀନ ହେବା ସହ ଶୋଷଣ ର ଶିକାର ହେଉଥିବା ପରିଲକ୍ଷିତ ହେଉଛି। ଏଣୁ ଭାରତୀୟ ମଜଦୂର ସଂଘ୍ ର ଏକ ଲିଗାଲ ସେଲ୍ ବର୍ତ୍ତମାନ ସକ୍ରିୟ ରହି ଶ୍ରମିକ ମାନଙ୍କ ସମସ୍ୟା ର ଶୀଘ୍ର ସମାଧାନ ଦିଗରେ କାର୍ଯ୍ୟ କରିବ।ଭାରତୀୟ ମଜଦୂର ସଂଘ ର ଜିଲ୍ଲା ସମ୍ପାଦକ ଫିରୋଜ କୁମାର ସାହୁଙ୍କ ଆବାହକତ୍ୱରେ ହୋଇଥିବା ପ୍ରସ୍ତୁତି ବୈଠକରେ ଜିଲ୍ଲା ଭାରତୀୟ ମଜଦୂର ସଂଘ ଲିଗାଲ ସେଲ୍ ର ଅଧ୍ୟକ୍ଷ ତଥା ବି ଏମ ଏସ ଲିଗାଲ ସେଲ୍ ର ରାଜ୍ୟ ସମ୍ପାଦକ ବାଳକୃଷ୍ଣ ଷଡ଼ଙ୍ଗୀ,ବରିଷ୍ଠ ସାମ୍ବାଦିକ ତଥା ଲିଗାଲ ସେଲ୍ ର ସକ୍ରିୟ ସଦସ୍ୟ ମହେନ୍ଦ୍ର କୁମାର ଦର୍ଜୀ ବିଭିନ୍ନ ତଥ୍ୟ ଉପରେ ମାର୍ଗଦର୍ଶନ କରିଥିବା ବେଳେ ବି ଏମ ଏସ ଲିଗାଲ ସେଲ୍ ର କୋଷାଧ୍ୟକ୍ଷ ନରେନ୍ଦ୍ର କୁମାର ବେହେରା ସୁଚିନ୍ତିତ ମତାମତ ଦେଇଥିଲେ।ଏହି ବୈଠକ ର ଆଲୋଚନା ରେ ଅନେକ ସଦସ୍ୟ ଯୋଗଦାନ କରି ତାଙ୍କର ମତ ଉପସ୍ଥାପନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like