-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ:- ସୁସ୍ଥ ସମାଜ ପାଇଁ ଯୋଗ ଜରୁରୀ:-

21-Jun-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)ଏକ ପୃଥିବୀ - ଏକ ସ୍ୱାସ୍ଥ୍ୟ ବାର୍ତ୍ତାକୁ ନେଇ ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ଆଜି ଆନ୍ତର୍ଜାତୀୟ ଯୋଗ ଦିବସ ୨୦୨୫ ପାଳିତ ହୋଇଯାଇଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ଟାଉନହଲ ଓ ଇଣ୍ଡୋର ହଲ ଓ ରାମେଶ୍ୱର ଷ୍ଟାଡିୟମ ଠାରେ ଆୟୋଜିତ ଯୋଗ ଦିବସରେ ବିଧାୟକ ଇଂ ରଘୁନାଥ ଜଗଦଲା, ଆରକ୍ଷୀ ଅଧିକ୍ଷକ ନାରାୟଣ ନାଏକ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଅଶ୍ୱିନୀ ମେହେର ପ୍ରମୁଖ ଅତିଥି ଭାବେ ଯୋଗଦେଇ ଏକ ସୁସ୍ଥ ସମାଜ ପାଇଁ ଯୋଗ ଜରୁରୀ ବୋଲି ସନ୍ଦେଶ ଦେଇଛନ୍ତି । ଜିଲ୍ଲା କ୍ରୀଡ଼ା ଅଧିକାରୀ ଚିତ୍ତ ରଞ୍ଜନ ମିଶ୍ରଙ୍କ ସଂଯୋଜନା ଅନୁଷ୍ଟିତ ଏହି କାର୍ଯ୍ୟକ୍ରମରେ ଯୋଗ ଗୁରୁ ମନୋଜ୍ ପଣ୍ଡା ଯୋଗ ପ୍ରଶିକ୍ଷଣ ପ୍ରଦାନ୍ କରିଥିଲେ l ଜିଲ୍ଲା ସୁଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ ଓ ସ୍ୱଚ୍ଛ ଭାରତ ସଂଗଠନ କୋଡ଼ିନେଟର ମନୋରଂଜନ ତ୍ରୀପାଠୀ ସହଯୋଗ କରିଥିଲେ l

ଜିଲ୍ଲା ସଦର ମହକୁମା ସହିତ ଜିଲ୍ଲାର ସୋନପୁର, ବୀରମହାରାଜପୁର,ଉଲୁଣ୍ଡା,ବିନିକା,ଡୁଙ୍ଗୁରିପାଲି ଓ ତରଭା ବ୍ଲକର ସଦର ମହକୁମା, ପୌର ପରିଷଦ ସୋନପୁର, ବିଜ୍ଞାପିତ ଅଞ୍ଚଳ ପରିଷଦ ବିନିକା ଓ ତରଭା ତଥା ଜିଲ୍ଲାର ସମସ୍ତ ଗ୍ରାମ ପଞ୍ଚାୟତ ସହ ବିଭିନ୍ନ ଅନୁଷ୍ଠାନ ପ୍ରଭୃତି  ଅଞ୍ଚଳର ଶତାଧିକ ସ୍ଥାନରେ ହୋଇଥିବା ଯୋଗ ଶିବିରରେ ସମାଜର ସବୁ ବର୍ଗର ଲୋକେ ଅଂଶଗ୍ରହଣ କରି ଯୋଗଭ୍ୟାସ କରିଛନ୍ତି । ଯୋଗ କାର୍ଯ୍ୟକ୍ରମ ଶେଷରେ ସମସ୍ତ ଅଂଶଗ୍ରହଣକାରୀ ଯୋଗକୁ ଦୈନ୍ୟନ୍ଦିନ ଜୀବନରେ ଅଂଶ ଭାବରେ ଗ୍ରହଣ କରିବାକୁ ସାମୁହିକ ଶପଥ ପାଠ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like