-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ 

21-Jun-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ)ଯୋଗ ଆମର ସାଂସ୍କୃତିକ ଐତିହ୍ୟର ଏକ ଅବିଚ୍ଛେଦ୍ୟ ଅଂଶ । ଯାହା ଶରୀର ଏବଂ ମନକୁ ସନ୍ତୁଳିତ କରେ ଏବଂ ବ୍ୟକ୍ତି ବିଶେଷଙ୍କୁ ଏକ ପରିପୂର୍ଣ୍ଣ ଏବଂ ଶାନ୍ତିପୂର୍ଣ୍ଣ ଜୀବନ ଆଡକୁ ନେଇଯାଏ ।  ଯୋଗ ଶାରୀରିକ ଏବଂ ମାନସିକ ଭାବରେ ସଶକ୍ତ ନାଗରିକମାନଙ୍କୁ ଗଠନ କରି ଏକ ବିକଶିତ ଭାରତର ସାମୂହିକ ସ୍ବପ୍ନ ପୂରଣ ଦିଗରେ ଏକ ଶକ୍ତିଶାଳୀ ଭୂମିକା ଗ୍ରହଣ କରି ପାରିଛି ବୋଲି ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ନିଜର ମତ ଉପସ୍ଥାପନ କରିଛନ୍ତି। ଆଜି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିୟମ୍ ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଛି । ଜିଲ୍ଲାପାଳ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ,  ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର, ଉପ ଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ, ପିଏ ଆଇଟିଡିଏ ହଳଧର ଶବର ଓ ସାଂସଦ ପ୍ରତିନିଧି ସଞ୍ଜୟ ସରକାର ଏହି ଯୋଗ ଶିବିରରେ ଉପସ୍ଥିତ ରହି ଯୋଗାଭ୍ୟାସ କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣର ସିଧା ପ୍ରସାରଣକୁ ଭର୍ଚୁଆଲ ମାଧ୍ୟମରେ ପ୍ରଦର୍ଶନ  କରାଯାଇଥିଲା । ପ୍ରଧାନମନ୍ତ୍ରୀ 
 ଗ୍ରାମର ପ୍ରଧାନମାନଙ୍କୁ ସେମାନଙ୍କ ପଞ୍ଚାୟତ ଅଞ୍ଚଳର ନାଗରିକମାନଙ୍କୁ ଅନ୍ତର୍ଜାତୀୟ ଯୋଗ ଦିବସରେ ଅଂଶଗ୍ରହଣ କରିବାକୁ ଉତ୍ସାହିତ ଏବଂ ଅନୁପ୍ରାଣିତ କରିଥିଲେ । ସେ ଯୋଗକୁ ସମଗ୍ର ଜୀବନର ଏକ ଅଂଶ କରିବା ନିମନ୍ତେ ନେତୃତ୍ୱ ନେବାକୁ ସରପଞ୍ଚମାନଙ୍କୁ ଅନୁରୋଧ କରିଥିଲେ ।  ଗ୍ରାମ ସ୍ତରରେ ଅନ୍ତର୍ଜାତୀୟ ଯୋଗ ଦିବସ ୨୦୨୫ କୁ ଏକ ପ୍ରକୃତ ଜନ ଆନ୍ଦୋଳନରେ ପରିଣତ କରାଯାଇଛି । ଯୋଗ କେବଳ ଭାରତରେ ନୁହେଁ ବରଂ ସାରା ବିଶ୍ୱରେ ଲୋକଙ୍କ ଜୀବନରେ ଏକ ସକରାତ୍ମକ ପରିବର୍ତ୍ତନ ଆଣିଛି । ଏହି ବର୍ଷର ବିଷୟ ବସ୍ତୁ – "ଏକ ପୃଥିବୀ, ଏକ ସ୍ୱାସ୍ଥ୍ୟ ପାଇଁ ଯୋଗ"– କେବଳ ବ୍ୟକ୍ତିଗତ କଲ୍ୟାଣ ଉପରେ ନୁହେଁ ବରଂ ମାନବଜାତି ମଧ୍ୟରେ ଏକତା, ପରିବେଶଗତ ସମନ୍ୱୟ ଏବଂ ବିଶ୍ୱ କଲ୍ୟାଣ ଉପରେ ମଧ୍ୟ ଗୁରୁତ୍ୱାରୋପ କରୁଛି । ପ୍ରଧାନମନ୍ତ୍ରୀ ଆଶା ପ୍ରକଟ କରିଛନ୍ତି ଯେ ଏହି ପଦକ୍ଷେପ ପ୍ରତି ଘରେ ପହଞ୍ଚିବ ଓ ଯୋଗକୁ ନିତି ଦିନିଆ ଜୀବନର ଏକ ଅଂଶ କରିବା ପ୍ରତି ବ୍ୟକ୍ତିକୁ ଅନୁପ୍ରାଣିତ କରିବ । ଉତ୍ସାହର ସହିତ ଆଜି ଜିଲ୍ଲାର ସମସ୍ତ ଗ୍ରାମ ପଞ୍ଚାୟତର ସ୍କୁଲ, ଅଙ୍ଗନୱାଡି, ପଞ୍ଚାୟତ ଭବନ ଏବଂ ସାର୍ବଜନୀନ ସ୍ଥାନରେ ସ୍ୱତନ୍ତ୍ର ଯୋଗ ଅଧିବେଶନ, ସାମୁଦାୟିକ ପ୍ରସାର କାର୍ଯ୍ୟ ଏବଂ ସାଧାରଣ ଯୋଗାଭ୍ୟାସ ପ୍ରଦର୍ଶନ କରାଯାଇଛି। ଏହି ଶିବିରରେ ଯୋଗର ବିଭିନ୍ନ ମୁଦ୍ରା ସହ ଶାନ୍ତି ମନ୍ତ୍ର ଓ ଶପଥ ପାଠ କରା ଯାଇଥିଲା।  ଏହି ଅବସରରେ ଜିଲ୍ଲାର ସମସ୍ତ ବିଭାଗର ଅଧିକାରୀ କର୍ମଚାରୀ ଛାତ୍ରଛାତ୍ରୀ ଓ ବୁଦ୍ଧିଜୀବୀ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like