-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ରାୟଗଡ଼ାରେ ଆନ୍ତର୍ଜାତୀୟ ଯୋଗ ମହୋତ୍ସବ

21-Jun-2025



ରାୟଗଡା (ସୁପ୍ରିୟା ଷଡଙ୍ଗୀ): ରାଷ୍ଟ୍ରୀୟ ସ୍ତରର ଖ୍ୟାତି ପ୍ରାପ୍ତ ଯୋଗ ଗୁରୁ ଡ଼.ରାଜେଶ ଙ୍କ ପ୍ରତେକ୍ଷ ତତ୍ୱାବଦାନ ରେ ଶ୍ରୀ ରାଧା କୃଷ୍ଣ ମନ୍ଦିର ପଡିଆ ଠାରେ ଭାରତ ସ୍ୱାଭିମାନ, ପତଞ୍ଜଳି ଯୋଗ ସମିତି ଏବଂ ଭେଟେରାନ ସୋସାଇଟି ର ମିଳିତ ସହଯୋଗ ରେ ଯୋଗ ମୋହଛବ ପାଳନ କରାଯାଇଛି।ମୁଖ୍ୟ ଅତିଥି ଭାବରେ କ୍ରାନ୍ତି ସ୍ୱରୂପାନନ୍ଦ ଗିରି ଜୀ ମହାରାଜ ଉପସ୍ଥିତ ଥିଲେ। ଦୀପ ପ୍ରଜ୍ବଳନ ସହ କାର୍ଯ୍ୟକ୍ରମ ର ଆରମ୍ଭ ହୋଇଥିଲା।
    ସେଇଭଳି ୦୨ ଏନ୍ ସି.ସି , ରାୟଗଡା ଜେଲ ଏବଂ ଭାରତୀୟ ଜନତା ପାର୍ଟି ଜିଲ୍ଲା କାର୍ଯ୍ୟାଳୟ, ମହର୍ଷି ବିଦ୍ୟା ମନ୍ଦିର ଆଦି ଠାରେ ମଧ୍ୟ ଯୋଗ ଦିବସ ପାଳିତ ହେଇଯାଇଛି।  ଯୋଗ ଗୁରୁ ଡ଼. ରାଜେଶ ବିଦ୍ୱାର୍ଥୀ ମାନଙ୍କୁ ଗ୍ରୀଭା ସଂଚାଳନ ଆସନ, ତାଡାସନ, ବୃକ୍ଷlସନ, ଉଷ୍ଟ୍ରାସନ, ଭୁଜାଙ୍ଗାସନ, ମକରାସନ, ସଲାଭାଷନ, ସବାସନ, ଭସ୍ତ୍ରୀକା ପ୍ରାଣାୟାମ, ନାଡି ଶୋଧନ ପ୍ରାଣାୟାମ, ଶୀତଳୀ, ଭ୍ରlମରୀ ପ୍ରାଣାୟାମ, ଧ୍ୟାନ ଆଦି ଯୋଗିକ କ୍ରିୟା ର ଅଭ୍ୟାସ କରାଇଥିଲେ। ତାଙ୍କ ମତରେ ଯୋଗ ହୋଉଛି ଭାରତୀୟ ସଂସ୍କୃତି ର ସୂକ୍ଷ୍ମା ଦି ସୁକ୍ଷ୍ମ ଆଧ୍ୟାତ୍ମିକ ସହିତ ଯୋଡିତ ଏକ ବିଜ୍ଞାନ ଅଟେ।ଯୋଗ ରୋଗୀ ମାନଙ୍କର ଔଷଧ ଅଟେ ଓ ସୁସ୍ଥ ବ୍ୟକ୍ତିଙ୍କର ବଳ ଅଟେ ଏବଂ ଆଧ୍ୟାତ୍ମିକ ସାଧକ ମାନଙ୍କର ସମାଧି ଅଟେ। ଯୋଗ ଏକ ଆତ୍ମ ଅନୁଶାସନ, ଯୋଗ ଏକ ଜୀବନ ବଞ୍ଚିବାର କଳା।ଯୋଗ କେବଳ ଏକ ଶାରୀରିକ ବ୍ୟାୟାମ ନୁହଁ ଯୋଗ ଦ୍ୱାରା ଅପିତ ମାନସିକ ଏବଂ ଆଧ୍ୟାତ୍ମିକ ସହିତ ମଧ୍ୟ ଯୋଡିତ। ବର୍ତମାନ ସମୟରେ ଖାଦ୍ୟ ପଦାର୍ଥ ରେ ଯୋଉ ରାସାୟନିକ ପ୍ରୟୋଗ, ଅସନ୍ତୁଳିତ ଆହାର,ମାନସିକ ଚାପ, ମଧୁମେୟ ଏମିତି ଅନେକ ସମସ୍ୟା ବଢ଼ିବାରେ ଲାଗିଛି।   ଆସନ୍ତୁ ଆମେ ସମସ୍ତେ ଏହି ଯୋଗ ମହୋତ୍ସବରେ ସଂକଳ୍ପ ନବା ଆମ୍ଭ ମାନଙ୍କର ପ୍ରାଚୀନତମ ବିଦ୍ୟାକୁ ଗ୍ରହଣ କରି ଶରୀର ମଧ୍ୟରୁ ବିଜାତୀୟ ତତ୍ତ୍ୱ ବାହାର କରିବା। ନିୟମିତ ଯୋଗ, ପ୍ରାକୃତିକ ଚିକିତ୍ସା ଏବଂ ପ୍ରକୃତି ଅନୁକୂଳ ଜୀବନ ବଞ୍ଚିବାକୁ ପଡିବ।ପରିଶେଷରେ ସାଧକ ମାନଙ୍କୁ ପୁସ୍ତକ ଏବଂ ସଂମାନ ପତ୍ର ପ୍ରଦାନ କରାଗଲା।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like