-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

କେନଝରିଆପାଲି ଆଞ୍ଚଳିକ ଉଚ୍ଚ ବିଦ୍ୟାପୀଠରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ,,,,, ଏକ ପୃଥିବୀ ଏକ ସ୍ୱାସ୍ଥ୍ୟପାଇଁ ଯୋଗ

21-Jun-2025



ବୀରମହାରାଜପୁର , (ବିନୋଦ ପାଣ୍ଡେ ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁରରେ ବ୍ଲକ  କେନଝରିଆପାଲି ଆଞ୍ଚଳିକ ଉଚ୍ଚ ବିଦ୍ୟାପୀଠ ଠାରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଉଛି। ଯୋଗ ଦ୍ୱାରା ଜଣେ ନିଜକୁ ସୁସ୍ଥ ରଖିବାରେ ସକ୍ଷମ ହୋଇପାରିବ ବୋଲି ଖେଳ ଶିକ୍ଷକ ସୁରେନ୍ଦ୍ର କୁମାର ପ୍ରଧାନ ନିଜର ବକ୍ତବ୍ୟ ରଖିଥିଲେ। ଆୟୋଜିତ ସଭାରେ ପ୍ରଧାନ ଶିକ୍ଷକ ବ୍ରଜମୋହନ ବାରିକ ଅଧ୍ୟକ୍ଷତା କରିଥିଲେ।ସହକାରୀ ଶିକ୍ଷକ ଦିନବନ୍ଧୁ ପ୍ରଧାନ ଯୋଗ ଶିକ୍ଷା ଛାତ୍ରଛାତ୍ରୀ ମାନଙ୍କର ମାନସିକ ସନ୍ତୁଳନ ବଜାୟ ରଖିବାରେ ଏକାନ୍ତ ଆବଶ୍ୟକ ବୋଲି ମତ ବ୍ୟକ୍ତ କରିଥିଲେ। ଜୁନିଅର ରେଡ କ୍ରସ ପରାମର୍ଶଦାତା ଜୀବର୍ଦ୍ଧନ ରଣା ଯୋଗ ଶିବିରରେ ଯୋଗ ଦେଇ ବିଭିନ୍ନ ଆସନ, ପ୍ରାଣାୟାମ ଶିକ୍ଷା ଦେଇଥିଲେ. ସହକାରୀ ଶିକ୍ଷକ ଜଗଦିଶ ପଧାନ, ପ୍ରମୋଦ କୁମାର ପାତ୍ର, ମୀନକେତନ ରଣା, କର୍ମଚାରୀ ସତ୍ୟ ନାରାୟଣ ରାଜହଂସ, ସିଦ୍ଧେଶ୍ୱର ମେଣ୍ଡିଲି, ସରୋଜ କୁମାର ଭୁକ୍ତା ସମେତ ବିଦ୍ୟାଳୟର ଛାତ୍ରଛାତ୍ରୀ ସକ୍ରିୟ ଅଂଶ ଗ୍ରହଣ କରିଥିଲେ। ସେହିପରି ମୁର୍ଷୁଣ୍ଢୀ ରଘୁନାଥ ଉଚ୍ଚ ବିଦ୍ୟାଳୟ  ରେ ମଧ୍ୟ୍ୟ ୧୧ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି ଏଥିରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ କାଳିଆ କର୍ମୀ ଙ୍କ ସଭପତିତ୍ୱରେ ଯୋଗ ଦିବସ ପାଳନ ହୋଇଥିବା ବେଳେ ଏହାକୁ ଖେଳ ଶିକ୍ଷକ ଶ୍ରୀକାନ୍ତ ନାଏକ ଓ ସହକାରୀ ଶିକ୍ଷକ ନୀଳାମ୍ବର ମେହେର ପରିଚାଳନା ଓ ଦିଗଦର୍ଶନ ଦେଇଥିଲେ ଯୋଗ ରେ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଓ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନେ ଅଂଶ ଗ୍ରହଣ କରିଥିଲେ ଏହି ଅବସରରେ ବିଦ୍ୟାଳୟ ରେ ଚିତ୍ରାଙ୍କନ ଓ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like