-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ଜନତା ସରକାରୀ ହାଇସ୍କୁଲରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

21-Jun-2025



ଅମ୍ବାଭୋନା(ପ୍ରେରଣା ଖବର): ପ୍ରତ୍ୟହ ଯୋଗାଭ୍ୟାସ କରିବା ପାଇଁ ଶିକ୍ଷାର୍ଥୀମାନଙ୍କୁ ପ୍ରେରଣା ପ୍ରଦାନ କରିବା ଉଦ୍ଦେଶ୍ୟରେ ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଜନତା ସରକାରୀ ହାଇସ୍କୁଲ,ଭୁକ୍ତାରେ ଏକାଦଶତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦୁର୍ଗାପ୍ରସାଦ ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ କ୍ରୀଡ଼ା ଶିକ୍ଷକ ଜ୍ୟୋତିଶ୍ଚନ୍ଦ୍ର ପଧାନ ଓ ରଂଜିତ ସାହୁ ଶିକ୍ଷାର୍ଥୀମାନଙ୍କୁ ପ୍ରାଣାୟାମ,ସୂର୍ଯ୍ୟ ନମସ୍କାର, ଅନୁଲୋମ ବିଲୋମ, କପାଳଭାତି, ଭ୍ରାମରୀ, ଭସ୍ତ୍ରିକା ଆଦି ଯୋଗାଭ୍ୟାସ କରାଇବା ସହିତ ଯୋଗ ଶିକ୍ଷା ପ୍ରଦାନ କରିଥିଲେ। ଜୁନିଅର୍ ରେଡକ୍ରସ କାଉନସିଲର ସଂଜୟ ଖମାରୀ ଚଳିତ ବର୍ଷ ଅନ୍ତର୍ଜାତୀୟ ଯୋଗ ଦିବସର ବିଷୟବସ୍ତୁ " ଏକ ପୃଥିବୀ ଏକ ସ୍ଵାସ୍ଥ୍ୟ ପାଇଁ ଯୋଗ " ସମ୍ପର୍କରେ ଶିକ୍ଷାର୍ଥୀମାନଙ୍କୁ ସୂଚନା ପ୍ରଦାନ କରିବା ସହିତ ସମସ୍ତେ ସୁସ୍ଥ ଜୀବନ ଶୈଳୀ ଆପଣାଇବା ପାଇଁ ମତପ୍ରକାଶ କରିଥିଲେ।ପ୍ରଧାନ ଶିକ୍ଷକ ଶ୍ରୀ ନାୟକ ସୁସ୍ଥତା ବଜାୟ ନିମନ୍ତେ ଯୋଗର ଆବଶ୍ୟକତା ବିଷୟରେ ଶିକ୍ଷାର୍ଥୀମାନଙ୍କୁ ଧାରଣା ଦେଇଥିଲେ।ଶିକ୍ଷକ ତେଜରାମ ସା ,ବୋଧରାମ ବିଶ୍ବାଳ ,ଆଶୁତୋଷ ଭୋଇ, ଶ୍ରୀପତି ସାହୁ,ଈଶ୍ୱର ପଧାନ,ସୁବାସ ଚନ୍ଦ୍ର ଖମାରୀ,ଅମୂଲ୍ୟ ଭୋଇ, ପଦ୍ମଲୋଚନ ବିଶି, ପ୍ରଶାନ୍ତ ମହାପାତ୍ର,ଶିକ୍ଷୟିତ୍ରୀ ସୌଦାମିନୀ ବାରିକ, ରାଜକୁମାରୀ ଭୁଏ, ସରିତା ପଟେଲ, ମନୋଜା ପଟେଲ,ପୁଷ୍ପାଞ୍ଜଳି ପଧାନ ଓ ଅନୀତା ପଧାନଙ୍କ ସମେତ ଜୁନିଅର ରେଡକ୍ରସର ସମସ୍ତ ସଦସ୍ୟ ସକ୍ରିୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like