-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||     

HOME   ଜିଲ୍ଲା

ସ୍ୱଚ୍ଛ ଶାସନ ପାଇଁ ସ୍ୱଚ୍ଛ ନୀତି , ବ୍ଲକ ଏବଂ ପଞ୍ଚାୟତର ନୋଟିସ ବୋର୍ଡରେ ଲାଗିବ ପ୍ରତିଟି ହିସାବ - ଜିଲ୍ଲାପାଳ ।

21-Jun-2025



ନୂଆପଡ଼ା  ( ରାମନାଥ ପଣ୍ଡା)ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ପଞ୍ଚାୟତ କାର୍ଯ୍ଯକ୍ରମର ଏକ ସମୀକ୍ଷା ବୈଠକ ଜିଲ୍ଲା ମୁଖ୍ଯ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲା ପଂଚାୟତ ଅଧିକାରୀ  ଲଛମନ ଓରାମ ସମେତ ଜିଲ୍ଲାର ସମସ୍ତ ଗ୍ରାମ  ପଂଚାୟତ ଉନ୍ନୟନ  ଅଧିକାରୀ ଅଂଶ ଗ୍ରହଣ କରିଥିଲେ  । ଶ୍ରୀ ଓରାମ ସମସ୍ତ ପଂଚାୟତର ଆୟ, ବ୍ୟୟ ହିସାବ ଉପସ୍ଥାପନ କରିଥିଲେ । ସମୀକ୍ଷାରୁ ଜଣାଗଲା ଯେ ଜିଲ୍ଲାର ୧୩୧ ଟି ପଂଚାୟତ ଏ ଜୁନ୍ ୨୦ ତାରିଖ ସୁଦ୍ଧା ପଞ୍ଚମ ରାଜ୍ୟ ଅର୍ଥ କମିଶନରୁ ୩,୧୯,୫୨,୦୦୦ ଟଙ୍କା ଅନୁଦାନ ପାଇଛନ୍ତି ଏବଂ ୧,୨୧,୫୮୦୦୦ ଟଙ୍କା ଖର୍ଚ୍ଚ କରିଛନ୍ତି । କେନ୍ଦ୍ରିୟ ଅନୁଦାନରୁ ୨୧,୯୪,୪୦୦୦୦ ଟଙ୍କା ପାଇଥିବାବେଳେ ୯,୭୦,୮୬୦୦୦ ଟଙ୍କା ଖର୍ଚ୍ଚ ହୋଇଛି । ପଞ୍ଚ।ୟତ ମାନଙ୍କ ୧୧୮୨ ଟି ବନ୍ଧ (ପୋଖରି) ନିଲାମରୁ ୬୭,୪୯,୦୦୦ ଟଙ୍କା, ୪୪ ଟି ସାପ୍ତାହିକ ବଜାର ନିଲାମରୁ ୧୨,୫୭,୦୦୦ ଟଙ୍କା ଏବଂ ୫୫୫ ଟି ମାର୍କେଟ କମ୍ପ୍ଲେକ୍ସରୁ  ୬ ଲକ୍ଷ ଟଙ୍କା  ଆୟ ହୋଇଛି । ସେହିପରି ୧୩ ଟି ଗ୍ରାମ୍ୟ ବଗିଚା ନିଲାମରୁ ୬,୫୪,୦୦୦ ଟଙ୍କା ଏବଂ ୯୪ ଟି ଜାଗିରି ଜମି ନିଲାମରୁ ୨,୦୨,୦୦୦ ଟଙ୍କା ଆୟ ହୋଇଛି । ଜିଲ୍ଲାପାଳ ସମସ୍ତଙ୍କୁ ସମ୍ବୋଧନ କରି କହିଲେ ଯେ ବିଡିଓ ,ଡି ପି ଓ  ଏବଂ ଜି ପି ଡି ଓ ମାନେ ନିୟମିତ ବ୍ୟବଧାନରେ ସମସ୍ତ ପଞ୍ଚାୟତ ନିରୀକ୍ଷଣ କରିବା ପାଇଁ ଯିବେ , କେଶ୍ ବୁକ ଚେକ୍ କରିବେ l ମାସ ଆରମ୍ଭ ଏକ ତାରିଖରେ ପୂର୍ବ ମାସର ଅନୁଦାନ, ଆୟ ଏବଂ ବ୍ୟୟର  ହିସାବ ସମସ୍ତ ବ୍ଲକ ଏବଂ ପଂଚାୟତର ନୋଟିସ ବୋର୍ଡରେ ଟଙ୍ଗା ଯିବ । ପୂର୍ବ  ମାସ ସଭାର ବିବରଣୀ ସେଠାରେ ପାଠ କରାଯିବ ଏବଂ ଏହି ସମୟରେ କି କି ଉନ୍ନତିମୂଳକ କାର୍ଯ୍ୟ ହୋଇଛି ସେଠାରେ ସୂଚନା ଦିଆଯିବ lପ୍ରତି ବୁଧବାର ଦିନ ସମସ୍ତ ପଞ୍ଚାୟତରେ ରୋଜଗାର ଦିବସ ସହିତ ସ୍ବଚ୍ଛତା ଦିବସ ମଧ୍ୟ ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପଞ୍ଚାୟତର ସମସ୍ତ ଜବର ଦଖଲ ଜମି ତହସିଲଦାର ମାନଙ୍କ ସହାୟତାରେ ମୁକ୍ତ କରାଯିବ । ଜନ ପ୍ରତିନିଧି ମାନଙ୍କ ସହଯୋଗରେ ପଞ୍ଚାୟତ ମାନଙ୍କୁ ଅଧିକ କ୍ରିୟାଶୀଳ  କରିବା ପାଇଁ ଜିଲ୍ଲାପାଳ ଆହ୍ଵାନ ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026

You Might Also Like