-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||     

HOME   ଜିଲ୍ଲା

ବରୀ ବ୍ଲକ ପ୍ରଶାସନ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

22-Jun-2025



ବରୀ(ରଞ୍ଜିତ ମହାନ୍ତି):  ବରୀବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ କାର୍ଯ୍ୟାଳୟପରିସରରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇ ।ଇଯାଇଛି। ଏହି ଯୋଗଦେଇ ଉକ୍ତ ନିରୋଗ କାର୍ଯ୍ୟକ୍ରମରେ ବରୀବ୍ଲକ ବିଡ଼ିଓ ଅସିତ୍ କୁମାର ମହାନ୍ତି ଯୋଗ ଯୋଗ ଶିବିରକୁ ଉଦ୍ଘାଟନ କରି ଯୋଗ ମଣିଷକୁ ସୁସ୍ଥ ରଖିବା ସହ ନି ରଖୁଥାଏ ତେଣୁ ପ୍ରତ୍ୟେକ ମଣିଷ ନିଜର ଦୈନଦିନ ସମୟରୁ କିଛି ସମୟ ବାହାର କରି ଯୋଗ କଲେ ସୁସ୍ଥ ରହିବା ସହ ନିରୋଗ ରହିବେ ବୋଲି କହିଥିଲେ। ଆଜିର ଯୋଗ ଶିବିରରେ କସ୍ତୁରବା ମାତୃ ମଙ୍ଗଳ କେନ୍ଦ୍ର ଠାରେ ଥିବା ବ୍ରହ୍ମ କୁମାରୀ ଇଶ୍ୱରିୟ ବିଶ୍ୱ ବିଦ୍ୟାଳୟର ଯୋଗ ପ୍ରଶିକ୍ଷକ ବିକେ ରଶ୍ମିତା ସାହୁ, ବିକେ ରତିକାନ୍ତ, ବିକେ କଳ୍ପନା ଯୋଗଦେଇ ପ୍ରାଣାୟମ ଓ ଯୋଗ କରାଇଥିଲେ । ଆଜିର ଶିବିରରେ ବ୍ଳକର କର୍ମଚାରୀ, ଗଣ ମାଧ୍ୟମ ପ୍ରତିନିଧୂ, ବିଭିନ୍ନ ବିଦ୍ୟାଳୟର ଶିକ୍ଷକ/ ସିକ୍ଷିକା, ମିଶନ ଶକ୍ତିର ମାନଙ୍କ ସମେତ ବହୁ ସଂଖ୍ୟକ ସ୍ଥାନୀୟ ଲୋକ ଉପସ୍ଥିତ ହୋଇ କାର୍ଯ୍ୟକ୍ରମରେ ଭାଗ ନେଇଥିଲେ। ଅତିରିକ୍ତ ମଣ୍ଡଳ ଉନ୍ନୟନ ଅଧିକାରୀ | ମହେଶ୍ୱର ସେଠିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଓ ଜିପିଇଓ ଲକ୍ଷ୍ମୀକାନ୍ତ ମହାର କନିଷ୍ଠ ଯନ୍ତ୍ରୀ ସରୋଜ କୁମାର ପଣ୍ଡା, ଅନିରୁଦ୍ଧ ସାହୁଙ୍କ ସମେତ ସମେତ ବ୍ଲକର ସମସ୍ତ କର୍ମଚାରୀ ମାନେ ସକ୍ରିୟ ସହଯୋଗ କରିଥିଲେ । ଅନୁରୂପ ଭାବେ ଧାରପୁର ପଞ୍ଚାୟତ ନାଥପୁର ଠାରେ ଥିବା ଅମୃତ ସରୋବର ପରିସରରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଉକ୍ତ ଶିବିରରେ ଜିଲ୍ ପରିଷଦ ସଭ୍ୟ ଅଶୋକ କୁମାର ସାମଲ, ସରପଞ୍ଚ କୁନା ମଲିକ, ସମିତି ସଭ୍ୟ ଶ୍ରିଧର ସେଠି, ପୁର୍ବତନ ସମିତି ସଭ୍ୟ ସୁରେଶ ମଲିକ, ଏଡିଇଓ ମାନ ଗୋବିନ୍ଦ ବାରିକ ମିଶନ ଶକ୍ତିର ସଦସ୍ୟା ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026

You Might Also Like