-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ବାବୁଫାସଡ଼ ପଂଚାୟତ ରେ ବିକାଶ ବାହାନ ରଥ ର ଶୁଭାରମ୍ଭ

22-Jun-2025



ଆଗଲପୁର, (ବିନୋଦ ଦୀପ) ଓଡିଶା ସରକାର ର ଏକ ବର୍ଷ ପୂର୍ତ୍ତି ଅବସରରେ ଜୁନ ମାସ ୧୨ ତାରିଖ ରୁ ଆରମ୍ଭ ହୋଇଛି ଏହି ବିକାଶ ରଥ l ଏହି ଅବସରରେ  ଏକ ବିକାଶ ବାହାନ ର ଶୁଭାରମ୍ଭ ହୋଇଛି l ସରକାର କରିଥିବା ଏକ ବର୍ଷ ଯୋଜନା ମାନ ର ସଫଳ ରୂପାୟନ  ଏବଂ ଆଉ ବାକିଥିବା ଯୋଜନା ଗୁଡିକ ସଫଳ କରିବା ଲାଗି ସରକାର ପ୍ରତିଶୃତି ବଦ୍ଧ ବୋଲି ଏହି ରଥ ମାଧ୍ୟମରେ ସାଧାରଣ ଜନତା ଙ୍କ ନିକଟରେ ପହଞ୍ଚାଯାଉଛି। ଏହିକ୍ରମେ  ଆଗଲପୁର ବାବୁଫାସଡ଼ ପଂଚାୟତ ପରିସରରେ ବିକାଶ ବାହାନ ରଥ ର ଶୁଭ ଉଦ୍ଘାଟନ  ହୋଈଥିଲା l ଉକ୍ତ କାର୍ଯ୍ୟକ୍ରମ ଟି ପିଇଓ ଜ୍ଞାନରଞ୍ଜନ ଦାସ ଓ ସରପଞ୍ଚ ଜୟନ୍ତୀ ସେଠ ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଜିପିଓ ସୌଭାଗ୍ୟ ପଧାନ, ଏଡିଓ ରୋହିତ ବାରିକ, ଓଏଲଏମ ଜ୍ଞାନରଞ୍ଜନ ସା, ବିଜେପି ନେତା ସୁରଥ ଗଡ଼ତିଆ ମଂଚାସୀନ ଥିଲେ l ଏହି ବିକାଶ ରଥ କାର୍ଯ୍ୟକ୍ରମ ରେ ପଂଚାୟତ କୁ ପହଞ୍ଚି ଭିଡିଓ ଗ୍ରାଫି ଜରିଆରେ ଜନସାଧାରଣ ଙ୍କୁ ସଚେତନତା ର ବାର୍ତ୍ତା ଦେଇଥିଲା l ଏହି ଅବସରରେ ଅନ୍ତୋଦୟ ଯୋଜନା ର କାର୍ଯ୍ୟାଦେଶ,ଜବକାର୍ଡ, ସ୍ୱାସ୍ଥ୍ୟ କାର୍ଡ, ରାସନ କାର୍ଡ ଓ ୮୦ ବର୍ଷ ରୁ ଉର୍ଦ୍ଧ ବ୍ୟକ୍ତି ଙ୍କୁ ୩୫୦୦ ଟଙ୍କା ଭତ୍ତା ପ୍ରଦାନ ସମୁଦାୟ 17 ଟି ବଣ୍ଟନ କରାଯିବା ସହ ସରକାରୀ ଲୋକାଭିମୁଖୀ ଯୋଜନା ସମ୍ପର୍କ ରେ ଲୋକଙ୍କୁ ସଚେତନ କରାଗଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like