-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||     

HOME   ଜିଲ୍ଲା

ଉକିଆ ପୁଟାଙ୍କ ମୁହଁରେ ହସ ଫୁଟାଇଛି ମାହେଶ୍ଵରୀ ସଂଗଠନ

23-Jan-2021



ବଲାଙ୍ଗିର, (ପ୍ରେରଣା ଖବର) ମାହେଶ୍ଵରୀ ସଂଗଠନ କୁଡାସିଂହା ଶାଖାର ନିରନ୍ତର ପ୍ରୟାସ ଫଳରେ ଆଜି ଉକିଆ ପୁଟାଙ୍କ ମୁହଁରେ ହସ ଫୁଟିଛି।ସଦର ବ୍ଳକ ଭୂତିଆରବାହାଲ ପଞ୍ଚାୟତ ନାରାୟଣପୁର ଗାଁର 65ବର୍ଷ ବୟସ୍କ ଉକିଆ ପୁଟା ଯେ କି  ଦିର୍ଘ 15ବର୍ଷରୁ ଅଧିକ ହେବ ଚାଲିବା ପାଇଁ ଅକ୍ଷମ ଏବଂ ଉଭୟ ଶ୍ରବଣ ତଥା ବାକ ଶକ୍ତି ହରାଇ ଶଯ୍ୟାଶାଇ।ତାଙ୍କ ସ୍ଵାମୀ ମୂରଲୀ ପୁଟା ସ୍ତ୍ରୀର ସେବାଯତ୍ନ ପାଇଁ ଘରୁ ପାଦ କାଢିବା ଅସମ୍ଭବ ଥିଲା ଏବଂ ପରିବାରଟି ନିତାନ୍ତ ଦୁର୍ଦିନରେ ଥିଲେ।ବିଗତ ଜୁନ ମାସ 19ତାରିଖରେ ମାହେଶ୍ଵରୀ କୁଡାସିଂହା ମହିଳାଶାଖା ପଞ୍ଚାୟତ ନିର୍ବାହି ଅଧିକରୀଙ୍କୁ ଭେଟି ସମସ୍ତ ତଥ୍ୟ ଦୃଷ୍ଟିକୁ ଆଣି ବାର୍ଧକ୍ୟ ଭତ୍ତା ପାଇଁ ସେ ପ୍ରକୃତ ହିତାଧିକରୀ ଏଣୁ ଯଥା ଶିଘ୍ର ଭତ୍ତା କରାଇବାକୁ ଅନୁରୋଧ କରିଥିଲେ। ଆଜି ସେ ପ୍ରଥମେ ଭତ୍ତା ପାଇବାରୁ ମାହେଶ୍ଵରୀ ସଂଗଠନ କର୍ମକର୍ତ୍ତାଙ୍କୁ ଆନ୍ତରିକ ଧନ୍ୟବାଦ ଦେଇଛନ୍ତି।ଆହୁରି ମଦ୍ଧ୍ୟ ଗତ ଜାନୁୟାରୀ 12 ତାରିଖରେ ମନୋଜ ଝାଙ୍କର, ପରେଶ ସାହୁ, ଇନ୍ଦିରାପ୍ରିୟଦର୍ଶନୀ ନାଥ, ଜ୍ୟୋତିର୍ମୟୀ ଦଳାଇ, peo ଶ୍ୟାମ ମୋହନ ବଢ଼ାଇ ଏବଂ ଭୁତିଆର ବାହାଲ ସରପଞ୍ଚ ଉପସ୍ଥିତ ଥିଲେ.l
 


News Comment




Photo in News

Advertisment
Lastest News
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026

You Might Also Like