-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ବୈଶାଖ ମେଳାକୁ ୧୦ଲକ୍ଷ ଓ ପର୍ଯ୍ୟଟନସ୍ଥଳୀର ଉନ୍ନତିକରଣ ପାଇଁ ୧.୫ କୋଟି ଅନୁଦାନ: ମୁଖ୍ୟମନ୍ତ୍ରୀ ଓ ସଂସ୍କୃତି ମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ନୃସିଂହନାଥ ମନ୍ଦିର କର୍ତୃପକ୍ଷ 

22-Jun-2025



ବରଗଡ(ପ୍ରେରଣା ଖବର): ବରଗଡ ଜିଲ୍ଲାର ଶ୍ରୀଶ୍ରୀ ନୃସିଂହନାଥ ମନ୍ଦିରକୁ ସରକାରୀ ସହାୟତା ପାଇଁ ରାଜ୍ୟ ସରକାରଙ୍କୁ ମନ୍ଦିର କର୍ତ୍ତୃପକ୍ଷ କୃତଜ୍ଞତା ଜ୍ଞାପନ କରିଛନ୍ତି । ଏହି ଅବସରରେ ବରଗଡ଼ ଲୋକସଭା ସାଂସଦ ପ୍ରଦୀପ ପୁରୋହିତ ଙ୍କ ତତ୍ତ୍ଵାବଧାନରେ ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀ ପୁରୁଷୋତ୍ତମ ପ୍ରଧାନ, ମେଲା କମିଟି ସଦସ୍ୟ ସଞ୍ଜୀବ ମାଝୀ, ସତ୍ୟ ବେହେରା, ଲୋଚନ ପଧାନ ପ୍ରମୁଖ ଭୁନେଶ୍ବର ଯାଇ ରାଜ୍ୟ ସରକାରଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ  ଉପଢୌକନ ସହିତ ମନ୍ଦିରର ଫଟୋ ପ୍ରଦାନ କରାଯାଇଥିଲା। କେଉଁ ଆବହମାନ କାଳରୁ ଅନୁଷ୍ଠିତ ହୋଇ ଆସୁଥିବା ବୈଶାଖ ମେଲାର ସ୍ୱତନ୍ତ୍ରତା, ପ୍ରତିଦିନ ହଜାରହଜାର ଲୋକଙ୍କ ସମାଗମ ହେଉଥିବା ପବିତ୍ର ନୃସିଂହନାଥ ପୀଠର ମାହାତ୍ମ୍ୟ, କିମ୍ବଦନ୍ତୀ, ଗନ୍ଧମାର୍ଦ୍ଦନ ପାହାଡ଼ର ଗୁରୁତ୍ଵ  ଆଦି ଦିଗରେ ସାଂସଦ ଶ୍ରୀ ପୁରୋହିତ ଆଲୋକପାତ କରିଥିଲେ। ଉକ୍ତ ପୀଠର ବିକାଶ ପାଇଁ ଆଗକୁ ଆହୁରି ବଡ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଦୀର୍ଘ ସମୟ ପର୍ଯ୍ୟନ୍ତ ଆଲୋଚନା କରି ମୁଖ୍ୟମ୍ୟନ୍ତ୍ରୀ ଶ୍ରୀମାନ ମାଝୀ କହିଥିଲେ। ଏହି କ୍ରମରେ ଓଡ଼ିଶାର ସଂସ୍କୃତି ମନ୍ତ୍ରୀ ସୁରଜ ସୁର୍ଯ୍ୟବଂଶୀଙ୍କୁ ମଧ୍ୟ ଉପଢୌକନ ସହିତ ମନ୍ଦିରର ଫୋଟୋ ପ୍ରଦାନ କରାଯାଇଥିଲା । କୃତଜ୍ଞତା ଜ୍ଞାପନ ପାଇଁ ସ୍ବତନ୍ତ୍ର ଭାବରେ ଏକ ପ୍ରତିନିଧି ଦଳ ଭୁବନେଶ୍ବର ଆସିଥିବାରୁ ମନ୍ତ୍ରୀ ଶ୍ରୀ ସୁରଜ ଆନନ୍ଦ ପ୍ରକାଶ କରିବା ସହ ମନ୍ଦିର ପାଇଁ ସମର୍ପିତ ହୋଇ କାମ କରିବେ ବୋଲି କହିଥିଲେ । ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମଧ୍ୟ ନିମନ୍ତ୍ରଣ ରକ୍ଷା କରି 

ବୈଶାଖ ମେଳାରେ ଯୋଗଦାନ କରିଥିବାରୁ କୃତଜ୍ଞତା ଜ୍ଞାପନ କରାଯାଇଥିଲା । ସୂଚନାଯୋଗ୍ୟ ଯେ ଗତ ବୈଶାଖ ମେଲା ସମୟରେ ମୁଖ୍ୟମନ୍ତ୍ରୀ, ସଂସ୍କୃତି ମନ୍ତ୍ରୀଙ୍କ ସମେତ ରାଜ୍ୟ ମନ୍ତ୍ରୀମଣ୍ଡଳର ବିଭିନ୍ନ ମନ୍ତ୍ରୀ, ସରକାରୀ ଅଧିକାରୀ ପ୍ରମୁଖଙ୍କୁ ନିମନ୍ତ୍ରଣ କରାଯାଇଥିଲା । ଉକ୍ତ ସମୟ ରେ ସରକାରଙ୍କ ପ୍ରତିଶ୍ରୁତି କ୍ରମେ ପ୍ରଥମ ଥର ପାଇଁ ଆର୍ଥିକ ଅନୁଦାନ ୧୦ ଲକ୍ଷ ଟଙ୍କା ପ୍ରଦାନ କରିଥିଲେ । ଏହା ସହିତ ଶ୍ରୀଶ୍ରୀ ନୃସିଂହ ନାଥ ପୀଠର ଉନ୍ନତି ପାଇଁ ୧.୫କୋଟି ଅନୁଦାନ ରାଶି ସରକାର ପ୍ରଦାନ କରିଛନ୍ତି । ତେଣୁ ଏହି ପୀଠ ନିମନ୍ତେ ସରକାରଙ୍କ ବିକାଶ ମନୋଭାବ ପାଇଁ ଅଞ୍ଚଳବାସୀଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like