-+91-9937148622 |

prerana_bgr@rediffmail.com |

  Friday 3rd July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||      ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   (02-Jul-2026)       ||      ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   (02-Jul-2026)       ||      ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   (02-Jul-2026)       ||      ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   (02-Jul-2026)       ||      କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ   (02-Jul-2026)       ||      ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ    (01-Jul-2026)       ||      ୧୦ ଦଫା ଦାବୀ ନେଇ ଆଜିଠୁ ଡାକ୍ତରଖାନାରେ ଡ଼ାକ୍ତରଙ୍କ କାମ ବନ୍ଦ   (01-Jul-2026)       ||      *ପୌର ପରିଷଦ ପକ୍ଷରୁ ଅଳିଆ ସଫା ପାଇଁ ଆଠ ଗୋଟି ଯାନ ର ଶୁଭାରମ୍ଭ*-   (01-Jul-2026)       ||      ଡିଜିଟାଲ ଲର୍ନିଙ୍ଗ ସମ୍ପର୍କରେ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ଯ କ୍ରମ   (01-Jul-2026)       ||      ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା    (01-Jul-2026)       ||      ଅବସର କାଳୀନ ସମ୍ବର୍ଦ୍ଧନା ସମାରୋହ   (01-Jul-2026)       ||      ନିଶା ମୁକ୍ତ ଓଡ଼ିଶା ଅଭିଯାନ ରେ ଓଡ଼ିଶା ପୋଲିସକୁ ମିଳିଲା ଉଲ୍ଲେଖନୀୟ ସଫଳତା    (01-Jul-2026)       ||      ନିଶା ନିବାରଣ ଉପରେ ସଚେତନ କରିବା ପାଇଁ ବୁଦ୍ଧିଜୀବୀ ଓ ସଚେତନ ନାଗରିକ ଙ୍କ ସହଯୋଗ ଲୋଡ଼ିଲା ବଲାଙ୍ଗୀର ପୋଲିସ    (01-Jul-2026)       ||     

HOME   ଜିଲ୍ଲା

ସଚେତନତା ହିଁ ଅପରାଧ ମୁକ୍ତି ର ସୁରକ୍ଷା କବଚ

22-Jun-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ ) ସୁବର୍ଣ୍ଣପୁର ଜିଲ୍ଲା ବରିଷ୍ଠ ନାଗରିକ ସଂଘ ଓ ଷ୍ଟେଟ ବ୍ୟାଙ୍କ ର ମିଳିତ ସହଯୋଗ ରେ  ସ୍ଥାନୀୟ ମହାରାଜା ହାଇସ୍କୁଲ୍ ସଭା ଗୃହ ଠାରେ ଏକ ଆର୍ଥିକ ସାକ୍ଷରତା ସଚେତନତା କର୍ମଶାଳା ଅନୁଷ୍ଟିତ ହୋଇ ଯାଇଛି l ସୋନପୁର ଏଲ ଡି ଏମ୍ କାର୍ତ୍ତିକେଶ୍ୱର ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଏହାକୁ ଉଦଘାଟନ କରି ସଚେତନତା ମାଧ୍ୟମରେ ହିଁ ଆମେ ସାଇବର ଅପରାଧ ରୁ ମୁକ୍ତି ପାଇବା ବୋଲି କହିଥିଲେ  l ସମ୍ମାନିତ ଅତିଥି ଭାବରେ ଷ୍ଟେଟ ବ୍ୟାଙ୍କ ଚିଫ୍ ମ୍ୟାନେଜର ଲକ୍ଷ୍ମଣ କୁମାର ମାଝୀ, ଏକ୍ସିସ୍ ବ୍ୟାଙ୍କ ମ୍ୟାନେଜର ସୁମନ୍ତ ଦତ୍ତ ଯୋଗ ଦେଇ ଆର୍ଥିକ ସାକ୍ଷରତା ସଚେତନତା ସହିତ ସାଇବର ଅପରାଧ, ଡିଜିଟାଲ ଆରେଷ୍ଟ, କେ ୟାଇ ସି ଇତ୍ୟାଦି ଉପରେ ଡିଜିଟାଲ ସ୍କ୍ରିନ ମାଧ୍ୟମ ରେ ସଚେତନ କରିଥିଲେ l ଓ ଛୋଟ ଛୋଟ ଡିଜିଟାଲ ସିନେମା ମାଧ୍ୟମ ରେ ଠକାମୀ ର ଶିକାର ରୁ ବଞ୍ଚିତ ହେବା କୁ  ବରିଷ୍ଠ ନାଗରିକ ଙ୍କୁ ସଚେତନ କରିଥିଲେ l ସଂଘ ର ସଭାପତି ଡ଼ଃ ଜ୍ୟୋତି ରଞ୍ଜନ ବହିଦାର ଙ୍କ ସଭାପତିତ୍ବ ରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମ ରେ ସମ୍ପାଦକ ଜ୍ୟୋତି ରଞ୍ଜନ ପଟ୍ଟନାୟକ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ କରିଥିଲେ l ଶେଷ ପର୍ଯ୍ୟାୟରେ ପ୍ରଶ୍ନ ଉତ୍ତର ମାଧ୍ୟମ ରେ ସମସ୍ତେ ନିଜ ନିଜ ର ଆଶଙ୍କା ଦୂର କରିଥିଲେ l ସଂଘ ଉପଦେଷ୍ଟା ପ୍ରଦୀପ ପୁରୋହିତ ଧନ୍ୟବାଦ୍ ଅର୍ପଣ କରିଥିବା ବେଳେ ଏହି କାର୍ଯ୍ୟକ୍ରମ ରେ ଶତାଧିକ ବଶିଷ୍ଠ ନାଗରିକ ଓ ବୁଦ୍ଧିଜୀବୀ ଯୋଗ ଦେଇଥିଲେ l ବରିଷ୍ଠ ନାଗରିକ ଦିଲ୍ଲୀପ ରଥ, ଦେବ କିଶୋର ଦାନୀ, ଗରେଖ୍ ନାଥ ସାହୁ, ଆର୍ତ୍ତ ତ୍ରାଣ ବାବୁ, ସନ୍ତୋଷ ପାଢ଼ୀ, ହରିହର ଶତପଥି, ଇନ୍ଦୁମତୀ ପୁରୋହିତ, କୃଷ୍ଣ ଚନ୍ଦ୍ର ବିଶି, ଇନ୍ଦ୍ର ମଣି ଦାଶ, କୃପା ସିନ୍ଧୁ ପାଣିଗ୍ରାହୀ, ସୂର୍ଯ୍ୟ ସରାଫ ପ୍ରମୁଖ ସଦସ୍ୟ ପ୍ରଶ୍ନ ଉତ୍ତର ରେ ଭାଗ ନେଇ କାର୍ଯ୍ଯ କ୍ରମ ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି   03-Jul-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   03-Jul-2026
  ଜିଲ୍ଲା  
ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   03-Jul-2026
  ଜିଲ୍ଲା  
ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ   02-Jul-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   02-Jul-2026
  ଜିଲ୍ଲା  
ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   02-Jul-2026
  ଜିଲ୍ଲା  
*ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   02-Jul-2026
  ରାଜ୍ୟ  
ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   02-Jul-2026
  ଜିଲ୍ଲା  
ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   02-Jul-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   02-Jul-2026
  ଜିଲ୍ଲା  
ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   02-Jul-2026
  ଜିଲ୍ଲା  
କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ   02-Jul-2026

You Might Also Like