-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ବିଶେଷ

ଅଦ୍ଭୁତ ବିଜନେସ୍ ଡିଲ୍‌: କେବଳ ଆଇସିଆଇସିଆଇ ବ୍ୟାଙ୍କ କ୍ରେଡିଟ୍ କାର୍ଡରେ ପେମେଣ୍ଟ ନେଉଛନ୍ତି ଟାଟା ପାୱାର, ଗ୍ରାହକ ହନ୍ତସନ୍ତ

24-Jan-2021



ଭୁବନେଶ୍ଵର (ପ୍ରେରଣା ଖବର) : ସେସୁ ଏବଂ ଅନ୍ୟ ବିଦ୍ୟୁତ୍ ବିତରଣ କମ୍ପାନୀ ମାନଙ୍କଠାରୁ ବିତରଣ ଦାୟିତ୍ୱ ଟାଟା ପାୱାର ନେଇଛି । କମ୍ପାନୀ ଲୋକଙ୍କୁ ଉତ୍ତମ ସେଵା ଯୋଗାଇ ଦେବାର ପ୍ରତିଶ୍ରୁତି ଦେଇଥିଲା କମ୍ପାନୀ । କିନ୍ତୁ ଗ୍ରାହକ ଵିଭିନ୍ନ କ୍ଷେତ୍ରରେ ଶୋଷଣର ଶିକାର ହେଉଥିବାର ଅଭିଯୋଗ ସାମ୍ନାକୁ ଆସୁଛି। ସେସୁ ଅମଳରେ ବିଦ୍ୟୁତ୍ ବିଲ କ୍ୟାସଲେସ୍ ଦେୟ ସବୁ କ୍ରେଡିଟ ଓ ଡେବିଟ କାର୍ଡ ଯୋଗେ ଦେଇପାରୁଥିଲେ। କିନ୍ତୁ ଆଇସିଆଇସିଆଇ ବ୍ୟାଙ୍କ ସହ ଟାଟା ପାୱାରର ଅସାଧୁ ମେଣ୍ଟ ଯୋଗୁଁ ଗ୍ରାହକ ଶୋଷଣର ଶିକାର ହେଉଛନ୍ତି । ନା ଏସବିଆଇ, ନା ପିଏନବି ନା ଏଚଡିଏଫସି , କେବଳ ଆଇସିଆଇ ବ୍ୟାଙ୍କ କ୍ରେଡିଟ କାର୍ଡରେ ବିଲ ପେମେଣ୍ଟ ହୋଇ ପାରୁଛି । ଅନ୍ୟ କୌଣସି କାର୍ଡରେ ହୋଇପାରୁନାହିଁ । ଯାହାକୁ ନେଇ ଟାଟା ପାୱାର-ଆଇସିଆଇ ମଧ୍ୟରେ ଭିତିରି ସଲାସୁତୁରା ହୋଇଥିବା ପ୍ରଶ୍ନ ଉଠିଛି।
ଭୁବନେଶ୍ୱର ଶୈଳଶ୍ରୀ ବିହାର ଜୋନ ଅଧୀନରେ ଆସୁଥିବା ପଟିଆ ଶ୍ରୀବିହାର ଲେନ୍ ୪ର ସସ୍ମିତା ମହାପାତ୍ରଙ୍କ ନାମରେ ଥିବା ଗ୍ରାହକ ନମ୍ବର ୦୩୦୧୭୪୨୨ରେ ୨୦ ତାରିଖରେ ବିନା ଫାଇନରେ ଦେୟ ତାରିଖ ଥିଲା। ସେହି ଭଡାଘରେ ରହୁଥିବା ଅମର ପଟ୍ଟନାୟକ ୧୯ ଜାନୁଆରୀରେ ତାଙ୍କ HDFC ବ୍ୟାଙ୍କ କ୍ରେଡିଟ କାର୍ଡରୁ ପେମେଣ୍ଟ ଦେବାକୁ ଉଦ୍ୟମ କଲେ। ଟ୍ରାଞ୍ଜାକ୍ସନ ଆଡି ଆସିଲା କିନ୍ତୁ ଦେୟ କଟିଲା ନାହିଁ । ଗ୍ରାହକ ସେବା କର୍ମଚାରୀ କହିଲେ ୭୨ ଘଣ୍ଟାରେ ଅପଡେଟ୍ ହୋଇଯିବ । ତେବେ ୨୨ତାରିଖ ସନ୍ଧ୍ୟା ସୁଦ୍ଧା ତାହା ହେଲାନାହିଁ।
ଟାଟା ପାୱାରର ଗ୍ରାହକ ସେବା କର୍ମଚାରୀ ପୂର୍ବରୁ କହୁଥିଲେ SBI Credit Card ଛଡା ଅନ୍ୟ ସବୁ କ୍ରେଡିଟ କାର୍ଡରେ ପେମେଣ୍ଟ ହେଉଛି । ତେବେ ୨୩ ତାରିଖ ସନ୍ଧ୍ୟାରେ ଗ୍ରାହକ ସେବା କର୍ମଚାରୀ ୬ଟା ୩୬ ମିନିଟରେ ଅମରଙ୍କ ମୋଵାଇଲକୁ ଫୋନ୍ କରି ମାନିଥିଲେ କି ଆଇସିଆଇସିଆଇ କ୍ରେଡିଟ କାର୍ଡ ବ୍ୟତୀତ ଅନ୍ୟ କୌଣସି କ୍ରେଡିଟ କାର୍ଡରୁ ପେମେଣ୍ଟ ହୋଇପାରୁନାହିଁ। ଏହା କମ୍ପାନୀର ଚଞ୍ଚକତାର ଉଦାହରଣ । ଭାତହାଣ୍ଡିରୁ ଗୋଟିଏ ଚିପିବା ଭଳି । ଏହି ଘଟଣା ଟାଟା ପାୱାର-ଆଇସିଆଇ ବ୍ୟାଙ୍କ ମଧ୍ୟରେ ସଲାସୁତୁରା ହୋଇଥିବା ଅଭିଯୋଗ ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like