-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା ରେ ବ୍ଲକ ସ୍ତରୀୟ ଗୋପବନ୍ଧୁ ସ୍ମାରକ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ

22-Jun-2025



ଲୋଇସିଂହା, (ବିନୋଦ ଦୀପ) ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ଙ୍କ 97ତମ ପବିତ୍ର ଶ୍ରାଦ୍ଧ ଦିବସ ଅବସରରେ ରେ ବ୍ଲକ ସ୍ତରୀୟ ସମାଜ, ତେଜସ୍ୱିନୀ ଓଡିଶା ଗୋପବନ୍ଧୁ ସ୍ମାରକୀ ବକୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି l ପ୍ରତିଯୋଗିତା ର ମୁଖ୍ୟ ବିଷୟ ବସ୍ତୁ ଥିଲା ଗୋପବନ୍ଧୁ ଙ୍କ ସ୍ବପ୍ନ ର ଓଡିଶା, ବକୃତା ପ୍ରତିଯୋଗିତା l ଲୋଇସିଂହା ବ୍ଲକ ର ବିଭିନ୍ନ ସ୍କୁଲ ରୁ ଉକ୍ତ ବକୃତା ପ୍ରତିଯୋଗିତା ରେ ଭାଗ ନେଇ ଗୋପବନ୍ଧୁ ସ୍ବପ୍ନ ର ଓଡିଶା ଉପରେ ବକ୍ତବ୍ୟ ରଖିଥିଲେ l ବକୃତା ପ୍ରତିଯୋଗିତା ରେ ମୁଖ୍ୟଅତିଥି ଭାବେ ଅବସର ପ୍ରାପ୍ତ ଶିକ୍ଷକ ତଥା ଲୋଇସିଂହା ବିଭିନ୍ନ ସାମାଜିକ ଅନୁଷ୍ଠାନ ର ସଭ୍ୟ ବିଭୁତି ଭୂଷଣ ସାହାଣୀ, ସମ୍ମାନିତ ଅତିଥି ଭାବେ ଶିକ୍ଷାବିତ୍ତ ତଥା ଆଇନଜୀବୀ ପ୍ରଶାନ୍ତ କୁମାର ବେହେରା ଏହି ପ୍ରତିଯୋଗିତା ରେ ଯୋଗଦେଇ କୃତି ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ l ପୁରସ୍କାର ଭାବରେ ଟ୍ରଫି ସହିତ ମାନପତ୍ର ଓ ଅର୍ଥ ରାଶି   ବିଜେତା ଙ୍କୁ ପ୍ରଦାନ କରାଯାଇଥିଲା l ଲୋଇସିଂହା ବ୍ଲକ ସ୍ତରୀୟ ଗୋପବନ୍ଧୁ ସ୍ମାରକ ବକୃତା ପ୍ରତିଯୋଗିତା, ଲୋଇସିଂହା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ କିରଣ ହରପାଳ,  ବାଳିକା ଉଚ୍ଚ ବିଦ୍ୟାଳୟ ଲୋଇସିଂହା, ଦ୍ୱିତୀୟ ସ୍ଥାନ ପ୍ରାଚୀ ନନ୍ଦ ବାଳିକା ଉଚ୍ଚ ବିଦ୍ୟାଳୟ ଲୋଇସିଂହା, ତୃତୀୟ ସ୍ଥାନ ବୈଷ୍ଣବି ରଣା ପି ଏଚ ଏସ ହାଇସ୍କୁଲ କୁଟୁରାପାଲି ର ଛାତ୍ରୀ ଜିଲ୍ଲାସ୍ତର କୁ ମନୋନୀତ ହୋଇଥିବା ବେଳେ ଜୁନ 24 ତାରିଖ ଜିଲ୍ଲା ସ୍ତରୀୟ ଓ ଜୁନ 26 ତାରିଖ ରାଜ୍ୟ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହେବ ବୋଲି ସମାଜ ଅନୁଷ୍ଠାନ ପ୍ରକାଶ l ଏହି ବକ୍ତୃତା ପ୍ରତିଯୋଗିତା ରେ ଲୋଇସିଂହା ବ୍ଲକ ସାମ୍ବାଦିକ ଓ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗଦେଇ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like