-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଏକ ନିର୍ଦ୍ଦିଷ୍ଟ ଗୋଷ୍ଠୀଙ୍କ ଆକ୍ରମଣରେ ୧୦ ଖ୍ରୀଷ୍ଟିଆନ ବ୍ଯକ୍ତି ଆହାତ 

23-Jun-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ):  ମାଲକାନଗିରି ଥାନା ଅନ୍ତର୍ଗତ କତାମାଟେରୁ ଗାଁ ରେ ଏକ ନିର୍ଦ୍ଦିଷ୍ଟ ଗୋଷ୍ଠୀର ଲୋକମାନଙ୍କ ଅତର୍କିତ ଆକ୍ରମଣରେ ପ୍ରାୟ ୧୦ ଜଣ ଖ୍ରୀଷ୍ଟାୟାନ ସଂପ୍ରଦାୟ ଲୋକମାନେ ଗୁରୁତର ଆହାତ ହୋଇ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିିକିତ୍ସାଳୟରେ ଚିକତ୍ସିତ ହେଉଥିବା ଜଣାପଡିଛି।
ଘଟଣାରୁ ପ୍ରକାଶ ଯେ ମାଟାପାକା ପଞ୍ଚାୟତ ଅନ୍ତର୍ଗତ କତାମାଟେରୁ ଗ୍ରମରେ ଥିବା ଚର୍ଚ୍ଚାରେ କିଛି ଖ୍ରୀଷ୍ଟିୟାନ ସଂପ୍ରଦାୟ ବ୍ୟକ୍ତିମାନେ ସାମୂହିକ ପ୍ରାର୍ଥନା କରି ନିଜ ନିଜ ଘରକୁ ଫେରୁଥିବା ବେଳେ କିଛି ନିର୍ଦ୍ଧିଷ୍ଟ ଗୋଷ୍ଠୀର ଲୋକମାନେ ହାତରେ ମାରଣାସ୍ତ୍ର ଧରି ସେମାନଙ୍କ ଉପରେ ଅତର୍କିତ ଆକ୍ରମଣ କରିଥିବା ମାଲକାନଗିରି ଥାନାରେ ଅଭିଯୋଗ ହୋଇଛି। ଏହି ଆକ୍ରମଣ ଶନିବାର ଦିନ ୧.୪୦ ମିନିଟରେ ହୋଇଥିଲା। ଏଥିରେ ୧୦ ଜଣ ଖ୍ରୀଷ୍ଟାୟାନ ଲୋକମାନେ ଗୁରୁତର ଆହତ ସୋଇଥିଲେ। ସେମାନେ ହେଲେ ମାଟାପକା ଗାଁ ର ଲକ୍ଷ୍ମଣ କୁମାର ବେଟି (୨୯),ଭୀମା ମାଡକାମୀ (୩୧), ଆୟାତା ମାଡି(୪୨), ଗଙ୍ଗା ସୋଡି (୩୫)ବେଲବାପାଲ୍ଲୀ ଗାଁ ର ଆୟେତେ ମାଡକାମୀ (୪୧), ଟିଟଙ୍ଗ ଗାଁ ର ଶୁକ୍ଳା ମାଢି (୫୫), ଏରବାନପଲ୍ଲୀ ଗାଁ ର ପଦିଆ କବାସୀ (୪୪), ଇର୍ମା ମାଡି(୪୧) ,ଦୁବେଲ ଗୁଡା ଗାଁ ର କାନା ମାଡି(୪୬) ଓ ଗୁଟୁମଗୁଡା ଗାଁ ର ଶାମ୍ରୁ ମୂଷାକୀ ବୋଲି ଏତଲାରେ ଦର୍ଶାଇଛି ।
 ଘଟଣାସ୍ଥଳରେ ମାଲକାନଗିରି ଜିଲ୍ଲାର ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ, ଏସପି ବିନୋଦ ପାଟିଲ ଏଚ, ଉପଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ ଓ ପୁଲିସ ସଦଳ ବଳ ପହଁଚି ପତିସ୍ଥିତିକୁ ଆୟତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ।
ଗ୍ରାମରେ ଶାନ୍ତି ପ୍ରତିଷ୍ଠା ସହ ପରିସ୍ଥିତିକୁ ଆୟତ୍ତ କରାଯାଇ ଘଟଣାର ତଦନ୍ତ ଆରମ୍ଭ କରା ଯାଇଥିବା କଥା ମାଲକାନଗିରି ଥାନା ଅଧିକାରୀ ରିଗାନ କିଣ୍ଡୋ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like