-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||     

HOME   ଜିଲ୍ଲା

ନିଟ ପରୀକ୍ଷାରେ ୫୬୫ ନମ୍ବର ରଖି ସର୍ବଭାରତୀୟ ସ୍ତରରେ ୬୬୪୭ ରେଙ୍କ ରେ ରହିଲେ ରୋନକ

23-Jun-2025



ଗୁଡ଼ଭେଲା (ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲା ଗୁଡଭେଲା ବ୍ଲକର ଋଷୁଡା ଗ୍ରାମ ପଞ୍ଚାୟତସ୍ଥ ଉପାନ୍ତ ଲିଖିରିଆ ଗ୍ରାମର ଶ୍ରୀମାନ ରୋନକ ସାହୁ(ପ୍ରିନ୍ସ ) ନିଟ ପରୀକ୍ଷାରେ ୫୬୫ ନମ୍ବର ରଖି ସର୍ବ ଭାରତୀୟ ସ୍ତରରେ ୬୬୪୭ ଏବଂ ଓବିସି ବର୍ଗରେ ୨୬୭୯ ରେଙ୍କ ହାସଲ କରି ଗୌରାବାନ୍ୱିତ କରିଛନ୍ତି | ପିତା ବିରେନ୍ଦ୍ର ସାହୁ ଓ ମାତା ଗିରିଜା ସାହୁଙ୍କ ଏକମାତ୍ର ପୁତ୍ର ରୋନକ ସାହୁ ଯିଏ କି ଗ୍ରାମାଞ୍ଚଳ ଜରାସିଂହା ପବ୍ଲିକ ସ୍କୁଲ ବିଦ୍ୟାଳୟ ଆରମ୍ଭ, ଷଷ୍ଠରୁ ଦଶମ ଶ୍ରେଣୀ ଅଧ୍ୟୟନ, ନବୋଦୟ ବିଦ୍ୟାଳୟ ବେଲପଡା,ଓ ଯୁକ୍ତ ୨ ବିଜ୍ଞାନ ବିକାଶ ବରଗଡ଼ରେ ରେ ୯୫.୮ ମାର୍କ ରଖି  ଉତ୍ତୀର୍ଣ ହୋଇଥିଲେ | ପ୍ରଥମ ଶ୍ରେଣୀରୁ ଯୁକ୍ତ ଦୁଇ ବିଜ୍ଞାନ ପର୍ଯ୍ୟନ୍ତ ପ୍ରତ୍ୟେକ ଶ୍ରେଣୀରେ ୯୫ପ୍ରତିଶତରୁ ଅଧିକ ମାର୍କ ରଖି ସର୍ବଦା ଶ୍ରେଣୀର୍ରେ ଶିକ୍ଷକ ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ, ସାଙ୍ଗସାଥୀ ତଥା ସମସ୍ତଙ୍କର ପ୍ରିୟଭାଜନ ହୋଇଥିଲେ | ବିନା ନିଟ କୋଚିଂ ତଥା ପ୍ରଥମ ପଦାର୍ପଣରେ ନିଟ ପରୀକ୍ଷାରେ କୃତିତ୍ୱ ହାସଲ କରିଥିବାରୁ ସମସ୍ତେ ଭୁରି ଭୁରି ପ୍ରଂଶସା କରିବା ସହ ଅଭିନନ୍ଦନର ଶୁଭେଚ୍ଛା ଓ ବାର୍ତ୍ତା ଆସୁଅଛି |ଏହି  ସଫଳତାର ଶ୍ରେୟ ପିତାମାତା, ଅଜା କହ୍ନାଇ ଚରଣ ଓ ଆଈ ଆଶା, ବନ୍ଧୁଜନ ସମ୍ପର୍କୀୟ ତଥା ଗୁରୁଜନ ଙ୍କ ଶୁଭାଶୀର୍ବାଦ ଫଳରେ ସମ୍ଭବ ହୋଇ ପାରିଛି ବୋଲି ମତବ୍ୟକ୍ତ କରିଛନ୍ତି|


News Comment




Photo in News

Advertisment
Lastest News
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026

You Might Also Like