-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||     

HOME   ଜିଲ୍ଲା

ନର୍ଲା ପ୍ରେସ ଆସୋସିଏସନ୍ ର ବାର୍ଷିକ ଉତ୍ସବ ରେ ସମ୍ବର୍ଦ୍ଧିତ ହେଲେ ବିଶିଷ୍ଟ ଶିକ୍ଷକ ଏବଂ ସମାଜସେବୀ

23-Jun-2025



(ସଞ୍ଜିବ ଦାସ)
କଳାହାଣ୍ଡି ଜିଲ୍ଲା ନର୍ଲାରୋଡ ସ୍ଥିତ ହୋଟେଲ ଦିଶା ଠାରେ ନର୍ଲା ପ୍ରେସ ଆସୋସିଏସନ୍ ଓଜେୟୁ ଶାଖା ପକ୍ଷରୁ ବାର୍ଷିକ ଉତ୍ସବ ପାଳନ ହୋଇଯାଇଛି ଏହି କାର୍ଯ୍ୟକ୍ରମଟି ସଂଘର ସଭାପତି ଚିନ୍ତାମଣି ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଥିବା ବେଳେ ମୁଖ୍ୟ ଅତିଥି ଭାବରେ ନର୍ଲା ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିପିନ ବିହାରୀ ଦୀପ ଯୋଗ ଦେଇଥିଲେ ଏବଂ ସମ୍ମାନିତ ଅତିଥି ଭାବରେ ଜାତୀୟ ଶିକ୍ଷକ ପୁରସ୍କାର ପ୍ରାପ୍ତ ବିଜ୍ଞାନ ଶିକ୍ଷକ ସନ୍ତୋଷ କୁମାର କର , ସମାଜ ସେବି ତଥା ମାଣିକେରା ର ପୂର୍ବତନ ସରପଞ୍ଚ ଫକୀର ମୋହନ ରଣା , ମୁଖ୍ୟ ବକ୍ତା ଶ୍ରୀଯୁକ୍ତ ସତ୍ୟ ନାରାୟଣ ମହାପାତ୍ର ,ଓ .ଜେ .ୟୁ ର ରାଜ୍ୟ ଉପସଭାପତି ଶ୍ରୀଯୁକ୍ତ ରାକେଶ କୁମାର ଗୁପ୍ତା , ଏମ . ରାମପୁର ର ବରିଷ୍ଠ ଆଇନଜୀବୀ ଶ୍ରୀଯୁକ୍ତ ପ୍ରକାଶ ପଣ୍ଡା ତଥା ବଲାଙ୍ଗୀର ଜିଲ୍ଲା ର ଯୁବ ସମାଜସେବୀ  ସନ୍ତୋଷ ମିଶ୍ର ପ୍ରମୁଖ ମଞ୍ଚାସୀନ ଥିଲେ ଏହି କାର୍ଯ୍ୟକ୍ରମ ରେ ସମାଜ ରେ ଅବେହେଲିତ ଥିବା କିଛି ରିକ୍ସା ଚାଳକ , କିଛି ଚକ୍ଷୁହୀନ ବ୍ୟକ୍ତି ,ଗୋତି ଶ୍ରମିକ , ବାଜା ବାଲା ଏବଂ ଦିବ୍ୟାଙ୍ଗ ଅସହାୟ ବ୍ୟକ୍ତି ମାନଙ୍କୁ ସଂଘ ପକ୍ଷରୁ ମଞ୍ଚରେ ଉପଢୋକନ ସହ ସମ୍ମାନୀତ କରାଯାଇଛି ଏବଂ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା ତତ୍ ସଙ୍ଗେ ସଙ୍ଗେ ମେଧାବୀ କୃତି ଛାତ୍ରଛାତ୍ରୀ ଉଲ୍ଲେଖନୀୟ ଅବଦାନ ଥିବା ଶିକ୍ଷକ ମାନଙ୍କ  ମଧ୍ୟରେ  ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରାପ୍ତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଟଙ୍କଧର ସାହା ,ସରକାରୀ ଉଚ୍ଚ ବିଦ୍ୟାଳୟ ,ତୁଯୁଙ୍ଗ ର ପ୍ରଧାନ ଶିକ୍ଷକ ଦିବାକର ସାହୁ ତଥା ରାଷ୍ଟପତି ପୁରସ୍କାର ପ୍ରାପ୍ତ ଜୟଦୁର୍ଗା ଊଚ୍ଚ ବିଦ୍ୟାଳୟ ର ବିଜ୍ଞାନ ଶିକ୍ଷକ ସନ୍ତୋଷ କୁମାର କର  ମଞ୍ଚରେ ସମ୍ମାନୀତ କରାଯାଇଥିଲା ।

ଏହି କାର୍ଯ୍ୟକ୍ରମ ଟି କୁ ସଫଳ କରିବା ପାଇଁ ନର୍ଲା ପ୍ରେସ ଆସୋସିଏସନ୍ ର ଆଇନ ପରାମର୍ଶ ଦାତା ଦୀପକ କୁମାର ସାହୁ ଙ୍କ ପ୍ରଚେଷ୍ଟାରେ ଆୟୋଜନ କରାଯାଇ ଥିବା ବେଳେ ସଂଘର ସମସ୍ତ ସଦସ୍ୟ ପୂର୍ଣ୍ଣ ସହଯୋଗ କରିଛନ୍ତି ଏବଂ ଅଞ୍ଚଳର ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ସମାଜସେବୀ ମାନେ ଏଭଳି ଏକ କାର୍ଯ୍ୟକ୍ରମ କୁ ସହ ଯୋଗ କରିଥିବାରୁ ସଂଘ ପକ୍ଷରୁ ସମସ୍ତ ଙ୍କୁ କୃତଜ୍ଞତା ଜ୍ଞାପନ କରିଯାଇଛି ଏବଂ ମଞ୍ଚପରିଚାଲାନା ରେ ଶ୍ରୀମତୀ ବନଶ୍ରି ଦାସ ଓ ମୋହନ କୁମାର ଭଟ୍ଟ ନିର୍ବାହ କରିଥିଲେ ପରିଶେଷେଶ ସଂଘର ସଭାପତି ଚିନ୍ତାମଣି ନାଏକ ସମସ୍ତ ନିମନ୍ତ୍ରିତ ଅତିଥି ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026

You Might Also Like