-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||     

HOME   ଜିଲ୍ଲା

ବୋଡ଼େନ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

23-Jun-2025



ନୂଆପଡା, ନୂଆପଡା ଜିଲ୍ଲା,ବୋଡ଼େନ ବ୍ଲକରେ ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଜିଲ୍ଳା ଆରକ୍ଷୀ ଅଧୀକ୍ଷକ ଜି ଆର୍ ରେଡ୍ଡୀ ରାଘବେନ୍ଦ୍ରଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l 
ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ଓ ଏସ୍ ପି ଙ୍କ ସହ ବନଖଣ୍ଡ ଅଧିକାରୀ ଖରିଆର ଅଜିଜ ଖାନ୍, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ ,ବ୍ଲକ୍ ଅଧ୍ୟକ୍ଷା ପ୍ରେମଶିଳା ନାଗ, ଜିଲ୍ଲା  ମୁଖ୍ୟ ଚିକତ୍ସାଧିକାରୀ ଡଃ ମନୋଜ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ l ଆଜିର ଶିବିରରେ ୭୩ ଗୋଟି ବ୍ୟକ୍ତିଗତ ଓ ୮ଟି ଗୋଷ୍ଠିଗତ ଏଭଳି ମୋଟ ୮୧ ଗୋଟି ଅଭିଯୋଗର ଶୁଣାଣି  ଜିଲ୍ଲାପାଳ କରିଥିଲେ । ଏହି ସବୁ ଅଭିଯୋଗ ଉପରେ ତୁରନ୍ତ ପଦକ୍ଷେପ ନେବା ପାଇଁ ଜିଲ୍ଲାସ୍ତରୀୟ ଅଧିକାରୀ ମାନଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ। ଶିବିରରେ ଅସହାୟ ମହିଳା ରଞ୍ଜିତା ଦଣ୍ଡସେନାଙ୍କୁ ୫ହଜାର ଟଙ୍କା ରେଡକ୍ରସ୍ ସହାୟତା ପ୍ରଦାନ କରାଯାଇ ଥିଲା l ବିଡ଼ିଓ ସୁଶାନ୍ତ କୁମାର ରଣା , ତହସିଲଦାର ଅନସୂୟା ବାଗଦେବୀ,ଡେପୁଟୀ କଲେକ୍ଟର ଶେଖ୍ ନସିମ ଶିବିର ପରିଚାଳନାରେ ସହଯୋଗ କରିଥିଲେ। ସଭାରେ ସମସ୍ତ ଜିଲ୍ଳାସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ,ଲାଇନ୍ ବିଭାଗ ଅଧିକାରୀ ଓ ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ ଓ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ। ଅଭିଯୋଗ ଶିବିର ଉପଲକ୍ଷେ ବ୍ଲକ୍ ରେ ଗୋଟିଏ ସ୍ଵାସ୍ଥ୍ୟ ଶିବିର ଆୟୋଜନ କରା ଯାଇଥିଲା।  ସେହିପରି ସ୍ଥାନୀୟ ଡାକ୍ତରଖାନାରେ ଗୋଟିଏ ରକ୍ତଦାନ ଶିବିର ଆୟୋଜନ କରାଯାଇ ଥିଲା l ଅଭିଯୋଗକାରୀ ମାନଙ୍କ ପାଇଁ ଛାୟା, ଚୌକି ଓ ପାନୀୟ ଜଳର ବନ୍ଦୋବସ୍ତ ହୋଇଥିଲା । ଏହି ଅବସରରେ କର୍ଲାକୋଟ ଗାଁରେ ଗୃହପାଳିତ ପଶୁ ପକ୍ଷୀ ମାନଙ୍କ ଚିକିତ୍ସା ପାଇଁ ପ୍ରାଣୀ ସମ୍ପଦ ବିଭାଗ ତରଫରୁ ଗୋଟିଏ ଶିବିର ଆୟୋଜିତ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026

You Might Also Like