-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||     

HOME   ଜିଲ୍ଲା

ଉଲୁଣ୍ଡା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର :

23-Jun-2025



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷଠାରେ  ଅନୁଷ୍ଠିତ ହୋଇଯାଇଛି।    ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ନାରାୟଣ ନାୟକ ଓ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମାଝୀ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୪୫ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୨ ଗୋଟି  ଗ୍ରହଣ କରାଯାଇଥିବା ବେଳେ ୧୩ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି  l  ଗୋଟିଏ ଦରଖାସ୍ତ  ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ସହାୟତା ନିମନ୍ତେ ଗ୍ରହଣ କରାଯାଇଛି। ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ  ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ବିଡିଓ ଚିନ୍ମୟ ମହାନନ୍ଦଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ  ଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ଓ କାର୍ଯ୍ୟ ନିର୍ବାହୀ ଅଧିକାରୀ ଅଶ୍ୱିନୀ କୁମାର ମେହେର, ଉପ ଜିଲ୍ଲାପାଳ ବୀରମହାରାଜପୁର ସୁବ୍ରତ କୁମାର ମେହେର ସମେତ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026

You Might Also Like