-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ସାଲେପାଲି ଗ୍ରାଫାଇଟ ମାଇନିଙ୍ଗ ବ୍ଳକ ଖଣି ଖନନ ନିଲାମ ପ୍ରତ୍ୟାହାର ଦାବୀ ରେ ଜନମ ମାଏଟ ବଞ୍ଚାଓ ସଂଘର୍ଷ ସମିତି ପକ୍ଷରୁ ଉପଜିଲ୍ଲାପାଳ କାର୍ଯ୍ୟାଳୟ ଘେରାଉ

23-Jun-2025



ପାଟଣାଗଡ (ପୂର୍ଣ୍ଣ ଶଶୀ ଶେଖର ରାଓ)ଗତ କିଛି ଦିନ ଧରି ରାଜ୍ୟ ସରକାର ଙ୍କ ବିକାଶ ବାହାନ ରଥ ପରିକ୍ରମା ହେଉଥିବା ବେଳେ ପାଟଣାଗଡ଼ ଅଞ୍ଚଳ କୁ ବିନାଶ ପଥ ସୃଷ୍ଟି କରାଯାଉଥିବା ଅଭିଯୋଗ ହେଉଛି!ସୂଚନା ଅନୁସାରେ ବଲାଙ୍ଗୀର ଜିଲ୍ଲା ଏକ ଦାଦନ ପ୍ରବଣ ଜିଲ୍ଲା ହୋଇଥିବା ବେଳେ ଏହି ଜିଲ୍ଲା ରେ ପାହାଡ଼ ଜଙ୍ଗଲ ରେ ପରିପୂର୍ଣ୍ଣ ରହିଥିବା ଯୋଗୁଁ ଏହି ଅଞ୍ଚଳରେ ଭରି ରହିଛି ବିଭିନ୍ନ ଖଣିଜ ପଦାର୍ଥ ସେଥିପାଇଁ ଏହି ଅଞ୍ଚଳ ଉପରେ କୋପ ଦୃଷ୍ଟି ପକାଇଛନ୍ତି ବ୍ୟଦିଶିକ ବ୍ୟବସାୟୀ!ଏହି ବ୍ୟଦିସିକ ବ୍ୟବସାୟୀ ମାନେ ନୂତନ ସରକାର ଙ୍କୁ ପ୍ରଲୋଭନ ଦେଖାଇ ଖଣି ଖୋଦାନ ନେବାକୁ ବସିଛନ୍ତି!ଗତକିଛି ଦିନ ତଳେ ପଶ୍ଚିମ ଓଡିଶା ର ଗୌରବ ଗନ୍ଧମାର୍ଦ୍ଧନ ପାହାଡ଼ କୁ ନଜର ପକାଇ ଥିବା ବେଳେ ଗନ୍ଧମାର୍ଦନ ସୁରକ୍ଷା ସମିତି ଓ ବିଭିନ୍ନ ସଂଗଠନ ଦ୍ୱାରା ଦୀର୍ଘ ଦିନ ଧରି ଆନ୍ଦୋଳନ କରିବା ପରେ ବିଫଳ ହେଇଥିଲେ ବ୍ୟବସାୟୀ!ଏବେ ପୁଣି ପାଟଣାଗଡ଼ ନିର୍ବାଚନ ମଣ୍ଡଳୀ ର ୨୨ ଖଣ୍ଡ ଗାଁ ରେ ଗ୍ରାଫଇଟ ବାହାରୁ ଥିବା ଯୋଗୁଁ ତାହା ରାଜ୍ୟ ସରକାର ବ୍ୟବସାୟୀ ଙ୍କ ହାତରେ ଟେକି ଦେଉଥିବା ଜଣାପଡ଼ିଛି!ଏଥିପାଇଁ ୨୨ ଖଣ୍ଡ ଗାଁ ର ଲୋକଙ୍କୁ ବିସ୍ଥାପିତ ହେବାକୁ ପଡୁଥିବାରୁ ଲୋକଙ୍କ ମନରେ ତୀବ୍ର ଅସନ୍ତୋଷ ଦେଖାଯାଇଛି!

ସେଥିପାଇଁ ଅଞ୍ଚଳ ର ଜ୍ଞାନୀ, ଗୁଣି ଓ ବୁଦ୍ଧିଜୀବୀ ମାନେ ଜନମ ମାଏଟ ବଞ୍ଚାଓ ସମିତି ଗଠନ କରି ଖଣି ଖୋଲା ବିରୋଧ ରେ ସ୍ୱର ଉତ୍ତୋଳନ କରିଛନ୍ତି!ଏହି ଜନମ ମାଏଟ ବଞ୍ଚାଓ କମିଟି ର ସଭାପତି ଗିରିରାଜ ଭୋଇ ଙ୍କ ନେତୃତ୍ୱ ରେ ଅଞ୍ଚଳ ର ହଜାର ହଜାର ଜନସାଧାରଣ ଆଜି ପାଟଣାଗଡ଼ ଠାରେ ଏକତ୍ରିତ ହୋଇ ଗଡ଼ଭିତର ରୁ ଏକ ଶୋଭାଯାତ୍ରା ବାହାରି ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ରେ ପହଂଚି ଥିଲେ ଏବଂ ବିକ୍ଷୋଭ ପ୍ରଦର୍ଶନ କରିଥିଲେ!ଉପ ଜିଲ୍ଲାପାଳ ଙ୍କ ଜରିଆରେ ମହାମହିମ ରାଷ୍ଟ୍ରପତି ଙ୍କୁ ଏକ ଲିଖିତ ଅଭିଯୋଗ କରିଛନ୍ତି! ଏଥିରେ ସୁଶ୍ରୀ ଦିଶାରାଣୀ ସା ସରୋଜ ସାହୁ ଟଙ୍କଧର ରାଓ, ଗନ୍ଧର୍ବ ସୁନା ବେଣୁଧର ହୋତା ମଦନ ମାଝୀ ଗଜାନନ ବାଗ ରୁକୁ ସୁନା ସୁରେଶ ପଟେଲ ଡୋଲାମଣି ମେହେର ମକାରୁ ସାହୁ ଭୂବନେଶ୍ଵର କୁଅଁର ରାଜକୁମାର ସେଠ ମନୋଜ ମିଶ୍ର ସୁବାଷ ସାହୁ ରାଜକୁମାର ସେଠ ମନୋଜ ଲୁହା ଙ୍କ ସମେତ ୨୭ ଖଣ୍ଡ ଗାଁ ଶତାଧିକ ମହିଳା ପୁରୁଷ ଯୋଗଦେଇଥିଲେ। ଏସଡିପିଓ ସଦାନନ୍ଦ ପୂଝାରୀ ଙ୍କ ତତ୍ତ୍ୱାବଧାନରେ ସହ ପୁଲିସ ଫୋର୍ସ ମୂତୟନ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like