-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ଜାତି ସମାଜର ପରିଚୟ ପ୍ରମାଣ ଅନୁସାରେ ଜାତି ସଂଶୋଧନ କରିପାଇଁ ଦାବିପତ୍ର

23-Jun-2025



ବୌଦ୍ଧ(ଦେବବ୍ରତ ଦାଶ): ତଅଁଳା ଗଉଡ଼ ଜମିପଟାକୁ କନ୍ଧଗଉଡ଼ ଆଦିବାସୀ ପ୍ରମାଣପତ୍ର ଦେବା ନିମନ୍ତେ  କନ୍ଧଗଉଡ଼ ସମାଜ ମହିଳା ସଶକ୍ତି ସେବା ସମିତି ବୌଦ୍ଧ ପକ୍ଷରୁ ଚାରିଛକ ହାଟ ଗୃହରେ ଏକ ମହାସମାବେଶ ଅନୁଷ୍ଠିତ ହୋଇଯାଇଛି । ଏହି ସମାବେଶରେ ମୁଖ୍ୟ ଅତିଥି ଭାବେ ବୌଦ୍ଧ ବିଧାୟକ ସରୋଜ ପ୍ରଧାନ ସମ୍ମାନିତ ଅତିଥି ଭାବେ ହରଭଙ୍ଗା ତହସିଲଦାର ବଳଦେବ ବେହେରା, ଆଇନଜୀବୀ କଳ୍ପନା ନାୟକ, ଆଇନଜୀବୀ ଅମୀୟ ରଞ୍ଜନ ନାୟକ, ଆଇନଜୀବୀ ସତ୍ୟନାରାୟଣ ବେହେରା, ନୟାଗଡ ସମାଜ ସଭାପତି ରେବତୀ ବେହେରା ଓ ବୌଦ୍ଧ ସଭାପତି ଚନ୍ଦ୍ରିକା ପ୍ରଧାନ ଙ୍କ ସମେତ ବୌଦ୍ଧ ନୟାଗଡ଼ କନ୍ଧମାଳ ଗଂଜାମ

ଜିଲ୍ଲାର ଅନେକ କନ୍ଧଗଉଡ଼ ସମାଜର ଅନେକ କର୍ମକର୍ତ୍ତା ଯୋଗ ଦେଇଥିଲେ । ବୌଦ୍ଧ ବିଧାୟକଙ୍କ ନିକଟରେ ବୌଦ୍ଧ ଜିଲ୍ଲା ଆଦିବାସୀ କନ୍ଧ ଗଉଡ଼ ସମାଜ ସେବା ସମିତି ପକ୍ଷରୁ ବୌଦ୍ଧ ଜିଲ୍ଲାରେ ବାସ କରୁଥିବା ଆଦିବାସୀ କନ୍ଧ ଗଉଡ଼ ସମ୍ପ୍ରଦାୟ ଜାତିରେ ତ୍ରୁଟି ରହିଥିବା ଆପତ୍ତି ଅଭିଯୋଗ କରା ଯାଇଥିଲା । କନ୍ଧ ଗଉଡ଼ର ଅନ୍ୟ ନାମ ତଅଁଳା ଗଉଡ଼ରେ ପ୍ରମାଣିତ ହୋଇ ଜାତି ସମାଜରେ ପ୍ରଚଳିତ ହୋଇ

ଆସୁଥିଲା l ତେଣୁ ତଅଁଳା ଗଉଡ଼ ଓ କନ୍ଧ ଗଉଡ଼ ନାମକୁ ଯାଞ୍ଜ କରି ତୁରନ୍ତ ତଦନ୍ତ କରି ତଅଁଳା ଗଉଡ଼ ଜମିପଟା ଦ୍ୱାରା ଆଦିବାସୀ କନ୍ଧଗଉଡ଼ ପ୍ରମାଣପତ୍ର ସାର୍ଟିଫିକେଟ ପ୍ରଦାନ କରାଯିବାକୁ ଦାବି କରିଛି ସମିତି। ଏହା ହେବା ଦ୍ଵାରା ପିଲାମାନେ ଉଚ୍ଚ ଶିକ୍ଷା ଗ୍ରହଣ କରିବା ସହଯୋଗ ମିଳିବ ବୋଲି ସଂଘର କର୍ମକର୍ତ୍ତା କହିଛନ୍ତି । ଏହି ସମାରୋହ ରେ ବୌଦ୍ଧ ଜିଲ୍ଲାର ବହୁ  ଆଦିବାସୀ ଗଉଡ ସମ୍ପ୍ରଦାୟର ଲୋକ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like